ସମ୍ବଲପୁର

ପୁଣି ଦୁଇ ହାତୀଙ୍କ ଜୀବନ ଗଲା, କାରଣ ଅସ୍ପଷ୍ଟ

ଜମନକିରା,୬ା୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ ବଡ଼ରମା ରେଞ୍ଜ ତିଲେଇମାଲ ଗାଁ ପତ୍ରା ଜଙ୍ଗଲରେ ବୁଧବାର ରାତିରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ହାତୀର ମୃତ୍ୟୁ ହୋଇଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ...

ଭିମ୍‌ସାର ପାଇଁ ଖୁବ୍‌ଶୀଘ୍ର ସ୍ବତନ୍ତ୍ର ପ୍ୟାକେଜ: ସ୍ବାସ୍ଥ୍ୟମନ୍ତ୍ରୀ

ସମ୍ବଲପୁର,୪ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିସୁଟ୍‌ ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛିଦିନ ପୂର୍ବରୁ ୨ହଜାର କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଅନୁରୂପ ଭାବେ ଭିମ୍‌ସାର ପାଇଁ ଖୁବ୍‌ଶୀଘ୍ର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିବେ। ଏଥିପାଇଁ...

ପ୍ରେମ ପାଇଁ ପ୍ରେମିକଙ୍କ ଗଲା ଜୀବନ

ରାଉରକେଲା ଅଫିସ,୩।୧୦: ପ୍ରେମ ପାଇଁ ପ୍ରେମିକଙ୍କୁ ହତ୍ୟା କରି ଏକ କୋଇଲା ବୋଝେଇ ଟ୍ରେନ ବଗିରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗରେ ରାଉରକେଲା ପ୍ଲାଣ୍ଟସାଇଟ୍‌ ପୋଲିସ ୬ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଫଟାପାଇପ୍‌ ଅଞ୍ଚଳର ମୂଳବାସିନ୍ଦା ତଥା ଶିବଶଙ୍କର...

ଅର୍ଦ୍ଧନିର୍ମିତ ଅବସ୍ଥାରେ ସାତୁପାଲି କଲ୍ୟାଣମଣ୍ଡପ

ସମ୍ବଲପୁର,୩୦ା୯(ବ୍ୟୁରୋ): ସମ୍ବଲପୁର ଜିଲା ଧନକଉଡା ବ୍ଲକ ବସନ୍ତପୁର ପଞ୍ଚାୟତକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଭାବେ ଘୋଷଣା କରାଯାଇଛି। ଅଧିକ ଅନୁଦାନରେ ପଞ୍ଚାୟତର ବିକାଶ କରାଯିବା ନେଇ ଲକ୍ଷ୍ୟ ରହିଛି। ହେଲେ କେତେକ ପ୍ରକଳ୍ପ ଦେଖିଲେ ଏହା କେବଳ ଘୋଷଣାରେ ସୀମିତ...

ଟୋଲଗେଟରେ ଗଣ୍ଡଗୋଳ: ଭାଜପା ନେତାଙ୍କୁ ମାଡ଼

ସମ୍ବଲପୁର,୩୦ା୯(ବ୍ୟୁରୋ): ସମ୍ବଲପୁର ଜିଲା ଭାଜପା ସଭାପତି ଗିରୀଶ ପଟେଲଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଭୁବନେଶ୍ୱରଠାରେ ଆୟୋଜିତ କର୍ମୀ ସମ୍ମିଳନୀରେ ଯୋଗଦେବାକୁ ଯାଉଥିଲେ। ଆଠଗଡ଼ ଟୋଲଗେଟରେ ୨ଜଣ ଭାଜପା ନେତାଙ୍କୁ ମାରପିଟ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଜଣେ ନାକଟିଦେଉଳ ବ୍ଲକ...

କୋଇଲା ଟ୍ରକ୍‌ ଦଖଲରେ ବିଜୁ ଏକ୍ସପ୍ରେସ ୱେ

ସମ୍ବଲପୁର/ରେଙ୍ଗାଲି,୨୮ା୯(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ ୱେ ମଙ୍ଗଳବାର ପ୍ରାୟ ୪ ଘଣ୍ଟା ଧରି ଜାମ ରହିଥିଲା। ତଲାବିରା କୋଇଲା ଖଣିରୁ ପରିବହନ ହେଉଥିବା କୋଇଲା ଟ୍ରକ୍‌ଗୁଡିକ ଖିଣ୍ଡା ଛକରୁ ଲପଙ୍ଗା ଛକ ପ୍ରାୟ ୨ କି.ମି. ରାସ୍ତାକୁ ନିଜ ଦଖଲରେ...

ମନ୍ଦିର ଢାଞ୍ଚାରେ ପୂଜାମଣ୍ଡପ

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଗୋବିନ୍ଦତୋଳା ସାର୍ବଜନୀନ ଦୁର୍ଗାପୂଜା ଚଳିତ ବର୍ଷ ୫୪ବର୍ଷରେ ପଦାର୍ପଣ କରିଛି। ପୂଜା କମିଟି ପକ୍ଷରୁ ଆକର୍ଷଣୀୟ ମନ୍ଦିର ଢ଼ାଞ୍ଚାରେ ପୂଜାମଣ୍ଡପ ତିଆରି ଚାଲିଛି। ଭୁବନେଶ୍ୱରୀ ଦେବୀ ସୁସଜ୍ଜିତ ମଣ୍ଡପରେ ଉପବିଷ୍ଟ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ମୁଖ୍ୟ...

ପ୍ରେମିକଙ୍କ ନିର୍ଯାତନାରୁ ଅଧ୍ୟାପିକାଙ୍କ ଆତ୍ମହତ୍ୟା

ସମ୍ବଲପୁର,୨୮ା୯(ବ୍ୟୁରୋ): ପ୍ରେମିକ ଓ ତାଙ୍କ ପରିବାର ମାନସିକ ନିର୍ଯାତନା ଦେବା ସହ ବିବାହ ପ୍ରସ୍ତାବକୁ ଅଗ୍ରାହ୍ୟ କରିବାରୁ ସମ୍ବଲପୁର ସଦର ଥାନା ରାଶନପୁର ତୁରିପଡାର ଅଧ୍ୟାପିକା ପ୍ରିୟଙ୍କା ନାଏକ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତ...

ସମ୍ବଲପୁର-ରୋଡ୍‌ ଷ୍ଟେଶନ ବନ୍ଦ ବିରୋଧ ତେଜିଲା

ସମ୍ବଲପୁର,୨୭ା୯(ବ୍ୟୁରୋ): ସମ୍ବଲପୁର-ରୋଡ୍‌ ଷ୍ଟେଶନ ବନ୍ଦ ବିରୋଧ ତେଜିଛି। ୧୩୨ ବର୍ଷର ପୁରାତନ ଏ୍ୟତିହାସିକ ଷ୍ଟେଶନକୁ ସୋମବାର ବଳପୂର୍ବକ ଭାଙ୍ଗି ଦିଆଯାଇଛି। ସ୍ଥାନୀୟ ଲୋକେ ବିରୋଧ କରିଥିଲେ ମଧ୍ୟ ପୋଲିସ ଲଗାଇ ସେମାନଙ୍କୁ ଘଉଡାଇ ଦିଆଯାଇଥିଲା। ପରେ ସେମାନେ ଫାଟକ ନିକଟରେ...

ପ୍ରେମବିିବାହ କରାଇଦେବାକୁ ସମଲେଇଙ୍କୁ ଚିଠି

ସମ୍ବଲୁପୁର,୨୭ା୯(ବ୍ୟୁରୋ):ନିଜ ପ୍ରେମକୁ ପାଇବା ପାଇଁ ବର୍ତ୍ତମାନ ସମୟରେ ଯୁବତୀଯୁବକ ଭିନ୍ନ ଭିନ୍ନ ପନ୍ଥା ଅବଲମ୍ବନ କରୁଛନ୍ତି। କେହିକେହି ଠାକୁରଙ୍କ ନିକଟରେ ଗୁହାରି ପଡ଼ୁଛନ୍ତି। ନିଜର ମନସ୍କାମନା ପୂର୍ଣ୍ଣ ପାଇଁ ମାନସିକ ମଧ୍ୟ ରଖୁଛନ୍ତି। ହେଲେ ଏବେ ଜଣେ ଯୁବତୀ ମନ୍ଦିର...

ମହାଳୟାରେ ପୂଜକ ପିନ୍ଧିବେ ଧଳାବସ୍ତ୍ର

ସମ୍ବଲପୁର,୨୪ା୯(ବ୍ୟୁରୋ): ମହାଳୟା ତିଥିରେ ମା’ ସମଲେଶ୍ୱରୀ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ଦିନ ମନ୍ଦିରର ପୂଜକମାନେ ମଧ୍ୟ ଶ୍ୱେତ ବସ୍ତ୍ର ପରିଧାନ କରିବେ। ଉକ୍ତ ଦିନ ମା’ ସମଲେଶ୍ୱରୀ ଶୁଭ୍ର ରୂପ ଧାରଣ କରୁଥିବାରୁୁ ପୂଜା କରୁଥିବା...

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୫ ଗେଟ୍‌

ସମ୍ବଲପୁର ଅଫିସ,୨୪।୯: ହୀରାକୁଦ ଡ୍ୟାମ୍‌ର ୫ଟି ଗେଟ୍‌ ବନ୍ଦ ହେଲା। ବର୍ତ୍ତମାନ ସୁଦ୍ଧା ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୨୯ ଫୁଟ୍‌ ରହିଛି । ପ୍ରତି ସେକେଣ୍ଡରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri