ସମ୍ବଲପୁର

ପୋଲିସ-ବିସ୍ଥାପିତ ଧସ୍ତାଧସ୍ତି

ସମ୍ବଲପୁର,୧୪ା୯(ବ୍ୟୁରୋ): ସମ୍ବଲପୁର ସମଲେଇ ଯୋଜନାରେ ବିସ୍ଥାପିତ ଓ ପୋଲିସ ମଙ୍ଗଳବାର ଧସ୍ତାଧସ୍ତି ହୋଇଛନ୍ତି। ସହରର ଘୁନଘୁଟିପଡାରେ ୩ ଘର ଉଚ୍ଛେଦ କରିବା ସମୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ପୋଲିସ ବିସ୍ଥାପିିତଙ୍କୁ ଗୋଡ଼ାଇ ଗୋଡ଼ାଇ କାବୁ କରି ନେଇଥିଲେ ହେଁ...

ହାଇସ୍କୁଲ ସମ୍ମୁଖରେ ଆବର୍ଜନା ପକାଉଛି ଏସ୍‌ଏମ୍‌ସି

ସମ୍ବଲପୁର,୧୩ା୯(ବ୍ୟୁରୋ:ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ପରିମଳ ବ୍ୟବସ୍ଥାକୁ ନେଇ ବାରମ୍ବାର ଅଭିଯୋଗ ହେଉଛି। ସଫେଇ କାର୍ଯ୍ୟରେ ନିୟୋଜିତ ଠିକା ସଂସ୍ଥାର ଅବହେଳା ଯୋଗୁ ବିଭିନ୍ନ ସ୍ଥାନରେ କୁଢ କୁଢ ଆବର୍ଜନା ପଡ଼ିରହୁଛି। ୪୦ନଂ. ୱାର୍ଡ ମାନେଶ୍ୱର ହାଇସ୍କୁଲ ସମ୍ମୁଖ ବି...

ସନ୍ତୋଷିନୀଙ୍କୁ ଭେଟି ଉତ୍ସାହିତ କଲେ ଜିଲାପାଳ

ସମ୍ବଲପୁର,୧୩ା୯(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗୋଷ୍ଠୀଗତ ୭ ଓ ବ୍ୟକ୍ତିଗତ ୩୦ ମୋଟ ୩୭ ଗୋଟି ଅଭିଯୋଗ ହୋଇଥିଲା। ଅଭିଯୋଗ ଶୁଣାଣି ପରେ ଜିଲାପାଳ ଅନନ୍ୟା ଦାସ ଯୁଯୁମୁରା ବ୍ଲକର...

ଭାଉଜ ହତ୍ୟା ଅଭିଯୋଗରେ ଦିଅର ଗିରଫ

ବଡ଼ଗାଁ, ୧୨।୯(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଗରିଆମାଲ ଗାଁ ନିକଟ ଜଙ୍ଗଲରେ ପୋତା ଯାଇଥିବା ଜଣେ ମହିଳାଙ୍କ ଗଳିତ ମୃତଦେହକୁ ପୋଲିସ ସୋମବାର ଜବତ କରିଛି। ହତ୍ୟା କରି ପୋତିଥିବା ଅଭିଯୋଗରେ ପୋଲିସ ମୃତା ମହିଳାଙ୍କ ଦିଅର ଜିତେନ୍ଦ୍ର...

ଗ୍ରାମବାସୀ ତିଆରି କଲେ କାଠପୋଲ

ସମ୍ବଲପୁର/ ନାକଟିଦେଉଳ,୧୦ା୯ (ବ୍ୟୁରୋ/ଡି.ଏନ.ଏ.): ବିକଶିତ ହେଉଛି ଦୁର୍ଗମ ଅଞ୍ଚଳ। ଏଭଳି ନାରା ଦେଉଛନ୍ତି ସରକାର। ହେଲେ ବାସ୍ତବ ଚିତ୍ର ଭିନ୍ନ। ସାମାନ୍ୟ ନାଳ ଉପରେ ପୋଲ ନିର୍ମାଣ ପାଇଁ ଲୋକେ ସ୍ଥାନୀୟ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ ଗୁହାରି...

ଅସୁରଗଡ଼ରେ କେନ୍ଦ୍ରୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ଟିମ୍‌

ସମ୍ବଲପୁର,୯ା୯(ବ୍ୟୁରୋ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ଇତିହାସ ବିଭାଗ ଦ୍ୱାରା ଅସୁରଗଡ଼ରେ ଉତ୍‌ଖନନ କରାଯାଇ ପ୍ରାଚୀନ ଇତିହାସ ସାମ୍ରାଜ୍ୟ ଥିବା ନେଇ ପ୍ରମାଣ ମିଳିଥିଲା। ଏହାପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏହାର ସଂରକ୍ଷଣ ଓ ସୁରକ୍ଷିତ ରଖିବା...

ବନ୍ଦ ହେଲା ହୀରାକୁଦର ସମସ୍ତ ଗେଟ୍‌

ସମ୍ବଲପୁର,୮ା୯(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଗୋଟିଏ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ଏହାକୁ ଗୁରୁବାର ଅପରାହ୍ନ ୩ଟାରେ ବନ୍ଦ କରି ଦିଆଯାଇଛି । ଏବେ ଡ୍ୟାମ୍‌ର ସମସ୍ତ ଗେଟ୍‌ ବନ୍ଦ ହୋଇଯାଇଛି। ଏହି ଜଳଭଣ୍ଡାରରେ ୬୩୦ ଫୁଟ...

ସପକ୍ଷବାଦୀ-ବିପକ୍ଷବାଦୀ ଛକାପଞ୍ଝା

ସମ୍ବଲପୁର,୭।୯(ବ୍ୟୁରୋ): ସମ୍ବଲପୁର ଜିଲାରେ ବନ୍ଦ ପାଳନକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। କୋଶଳ ରାଜ୍ୟ ଗଠନ ଦାବିରେ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ସେପ୍ଟେମ୍ବର ୭ରେ ଦିଆଯାଇଥିବା ମହାବନ୍ଦ ଡାକରାକୁ ବିରୋଧ କରାଯାଇଛି। ସହରର ମୁଖ୍ୟ ସ୍ଥାନରେ ସବୁ ଖୋଲା...

ଶିକ୍ଷାଦାନ ପେସା, ସେବା କରିବା ନିଶା

ସମ୍ବଲପୁର,୫ା୯(ବ୍ୟୁରୋ):ଶିକ୍ଷାଦାନକୁ ପେସା କରି ନିଜର ଜୀବିକା ନିର୍ବାହ କରୁଥିଲେ। ସରକାରୀ ସ୍କୁଲରେ ପ୍ରାୟ ୩୫ ବର୍ଷ ଚାକରି କରି ନିଜ ପେସାରୁ ଅବସର ନେଲେ। ହେଲେ ଏବେ ସେବା କରିବା ତାଙ୍କ ନିଶା ପାଲଟି ଯାଇଛି। ବାର୍ଦ୍ଧକ୍ୟରେ ଉପନୀତ ହୋଇ...

ଅବସର ପରେ ଖୋଲିଲେ ମାଗଣା କ୍ଲିନିକ୍‌

ସମ୍ବଲପୁର,୩ା୯(ବ୍ୟୁରୋ): ସରକାରୀ ଚାକିରି କରୁଥିବା ଅନେକ ବ୍ୟକ୍ତି ଅବସର ପରେ କିଭଳି ସମୟ ଅତିବାହିତ କରିବେ ତାକୁ ନେଇ ଦ୍ୱନ୍ଦ୍ୱରେ ରହିଥାନ୍ତି। ହେଲେ ସମ୍ବଲପୁରର ଜଣେ ଡାକ୍ତର ଅବସର ପରେ ଲୋକଙ୍କୁ ମାଗଣା ସେବା ଯୋଗାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

ମା’ସମଲେଇଙ୍କୁ ଲାଗିହେଲା ନବାନ୍ନ

ସମ୍ବଲପୁର,୨ା୯(ବ୍ୟୁରୋ):ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଧାର୍ଯ୍ୟ ଲଗ୍ନ ଅନୁସାରେ ଗୁରୁବାର ବେଶ୍‌ ଉତ୍ସାହର ସହ ପାଳିତ ହୋଇଯାଇଛି। ସମ୍ବଲପୁରର ଇଷ୍ଟଦେବୀ ମା’ସମଲେଇଙ୍କଠାରେ ନବାନ୍ନ ଲାଗି ପରେ ଜିଲାବାସୀ ସଭିଏ ନୂଆଁ ଖାଇଛନ୍ତି। ପୂର୍ବାହ୍ନ ୧୦ଟା ୫୬ରୁ ୧୧ଟା ୧୫ମିନିଟ୍‌...

ପ୍ରାପ୍ୟ ବଦଳରେ ମାଡ଼, ବନ୍ଧା ହେଲେ ବ୍ୟବସାୟୀ

କୋଲାବିରା,୩୧।୮(ଡି.ଏନ.ଏ.): ପ୍ରାପ୍ୟ ଦେବା ବଦଳରେ ମାଡ଼ ମାରି ଜଣେ ବ୍ୟବସାୟୀ ଗିରଫ ହୋଇଛନ୍ତି। ଏଭଳି ଘଟଣା ଘଟିଛି କୋଲାବିରା ଥାନା ସୋଢାମାଲ ପଞ୍ଚାୟତର ଅମନାପାଲି ଗ୍ରାମରେ। ଅମନାପାଲି ଗ୍ରାମର ଜିବର୍ଦ୍ଧନ ସାହୁ (ଜୀବନ) ପେଶାରେ ଜଣେ ବ୍ୟବସାୟୀ। ତାଙ୍କର ରାଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri