ସମ୍ବଲପୁର

ଗାଁ ହେବ ପରିବାର,ଏକାଠି ଖାଇବେ ନୂଆଁ

ସମ୍ବଲପୁର,୩୧ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଗୋଟିଏ ପରିବାର ଭିତରେ ପାଳନ ହୋଇଥାଏ। ପରିବାର ସଦସ୍ୟ ଏକାଠି ହୋଇ ନୂଅଁା (ନବାନ୍ନ) ଖାଇଥାନ୍ତି। ପରେ ଗୁରୁଜନଙ୍କଠାରୁ ଆଶୀର୍ବାଦ ଭିକ୍ଷା କରନ୍ତି। ହେଲେ ସ୍ଥାନୀୟ ଉତ୍ସବ ପରିବାର ପ୍ରଚେଷ୍ଟାରେ ସମ୍ବଲପୁର ଜିଲାର...

କେହି ଶୁଣିଲେନି, ଧାରଣା ଦେଲା ଦୁଗ୍ଧ ସମବାୟ ସମିତି

କୁଚିଣ୍ଡା,୨୯ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ କୁଲୁଣ୍ଡି ପଞ୍ଚାୟତ ଗୌଡପାଲି ପ୍ରାଣୀ ଚିକିତ୍ସା ଉପକେନ୍ଦ୍ରରେ ସ୍ଥାୟୀ ପ୍ରାଣୀଧନ ନିରୀକ୍ଷକ ନିଯୁକ୍ତି ଦାବିରେ ସୋମବାର ଚାଷୀମାନେ ଧାରଣା ଦେଇଛନ୍ତି। ଏଠାରେ ଅବସ୍ଥାପିତ ପ୍ରାଣୀଧନ ନିରୀକ୍ଷକ ବିଶ୍ବଜିତ କୁଅଁରଙ୍କ ପଦୋନ୍ନତି ହେବାରୁ ଦୀର୍ଘ...

ସାଢେ ୫ଘଣ୍ଟା ରାଜପଥ ଅବରୋଧ କଲେ ଛାତ୍ରୀଛାତ୍ର

କୁଆଁରମୁଣ୍ଡା,୨୭।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆରମୁଣ୍ଡା ବ୍ଲକ କୁମଝରିଆସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଞ୍ଜୟ ସାମଲ ଭିଜିଲାନ୍ସ ଦ୍ୱାରା ଗିରଫ ହେବା ପରେ ଶନିବାର ବିଦ୍ୟାଳୟର ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଛାତ୍ରୀଛାତ୍ର କହିଥିଲେ, ସଞ୍ଜୟ...

ମୁନିଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଏଚ୍‌ଏଚ୍‌ଏମ୍‌ର ଉଚ୍ଚସ୍ତରୀୟ ଟିମ୍‌

ମୁନିଗୁଡ଼ା,୨୭।୮(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ପକ୍ଷରୁ ବେଙ୍ଗାଲୁରୁ ସ୍ଥିତ ଜାତୀୟ ସ୍ବାସ୍ଥ୍ୟ ମିଶନ(ଏନ୍‌ଏଚ୍‌ଏମ୍‌)ର ଏକ ଉଚ୍ଚ ସ୍ତରୀୟ ଟିମ୍‌ ଶୁକ୍ରବାର ରାୟଗଡ଼ା ଜିଲା ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଟିମ୍‌ ମୁନିଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା, ସ୍ବଚ୍ଛତା...

ଏସ୍‌ପି ଅଫିସରେ ମୁଣ୍ଡିଆ ମାରି ଗୁହାରି କଲେ ରଜନୀ

ସମ୍ବଲପୁର,୨୬ା୮(ବ୍ୟୁରୋ):ସ୍ବାମୀ ପ୍ରାୟ ଏକମାସ ହେବ ଦାଦନ ଖଟିବାକୁ ଯାଇ ଆଉ ଫେରିନାହାନ୍ତି। ସ୍ବାମୀ ଗଲାପରେ ପରିବାର ପୋଷଣ ହୋଇ ପାରୁନାହିଁ। ଛୋଟ ପିଲାମାନେ ଥିବାରୁ ରୋଜଗାର କରିବାକୁ ଯାଇ ପାରୁନାହିଁ। ନିଖୋଜ ସ୍ବାମୀଙ୍କୁ ଉଦ୍ଧାର କରିବାକୁ ଯୁଯୁମୁରା ଥାନା ପୋଲିସ...

ଭିସୁଟ୍‌ର ହେବ ନବକଳେବର: ହଜାରେ କୋଟିର ଘୋଷଣା

ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)କୁ ସେଣ୍ଟର ଅଫ୍‌ ଏକ୍ସଲେନ୍ସିରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ ହଜାରେ କୋଟି ଟଙ୍କାର ବ୍ୟୟବରାଦ...

ରଜନୀ ପାଖରେ ପହଞ୍ଚିଲା ପ୍ରଶାସନ

ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଛାମୁଣ୍ଡା ଗ୍ରାମର ରଜନୀ ସୁନାକାଠିଆଙ୍କ ପାଖରେ ପ୍ରଶାସନ ପହଞ୍ଚତ୍ଛି। ଏହାସହ ଭାଜପାର ଏକ ପ୍ରତିନିଧି ଦଳ ପହଞ୍ଚି ସହାୟତା ପ୍ରଦାନ କରିଛନ୍ତି। ଅସହାୟ ରଜନୀଙ୍କ ସ୍ବାମୀ ରାଜୁ ସୁନାକାଠିଆ ନିଖୋଜ ଓ ପରିବାର...

ହୀରାକୁଦ ଜଳଭଣ୍ଡାରରେ ଫାଟ, ଡ୍ରୋନ୍‌ ସହାୟତାରେ ଯାଞ୍ଚ ନିର୍ଦ୍ଦେଶ

ସମ୍ବଲପୁର,୨୫ା୮(ବ୍ୟୁରୋ):  ହୀରାକୁଦ ଡ୍ୟାମର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି ବନ୍ଧ ନିରାପତ୍ତା (ଡ୍ୟାମ୍‌ ସେଫ୍ଟି) ମୁଖ୍ୟଯନ୍ତ୍ରୀ। ତୁରନ୍ତ ଡ୍ୟାମ ସୁରକ୍ଷାର ଯାଞ୍ଚ କରିବାକୁ ବନ୍ଧ ନିରାପତ୍ତା...

ଲଗାଣ ବର୍ଷାରେ ପୁଣି ଧୋଇଗଲା କଲଭର୍ଟ

ନାକଟିଦେଉଳ,୨୪୮(ଡ଼ି.ଏନ.ଏ.): ଲଗାଣ ବର୍ଷାରେ ନାକଟିଦେଉଳ ବ୍ଲକ ଘୋଷରାମାଳ ପଞ୍ଚାୟତର ଧାତୁକିମାଳ କମଳାନାଳୀ ରାସ୍ତା ନାଳ ଉପରେ ନବନିର୍ମିତ କଲଭର୍ଟ ପୁଣି ଥରେ ଧୋଇ ହୋଇଯାଇଛି। ଧାତୁକିମାଳ ଗ୍ରାମ ପର୍ଯ୍ୟନ୍ତ ପକ୍କା ରାସ୍ତା ହୋଇଥିବା ବେଳେ ଅପହଞ୍ଚ କମଳାନାଳୀ ଓ ବଡ଼ବିଲ...

ବନ୍ୟପ୍ରାଣୀ ବ୍ଲଗର ଗିରଫ

ସମ୍ବଲପୁର,୨୪ା୮(ବ୍ୟୁରୋ): ବନ୍ୟପ୍ରାଣୀ ପ୍ରେମୀ ଭାବେ ବିଭିନ୍ନ ସୋସିଆଲ ମିଡିଆରେ ଜଣାଶୁଣା ଅନେକ ବ୍ୟକ୍ତି ଭିତିରିଆ ଭାବେ ପ୍ରାଣୀ ଚୋରା ଚାଲାଣ ବ୍ୟବସାୟରେ ଲିପ୍ତ ରହୁଛନ୍ତି। ଏଭଳି ଜଣେ ୟୁଟ୍ୟୁବ୍‌ ବ୍ଳଗର୍‌ ସମ୍ବଲପୁର ଜିଲା ଧମା ଥାନା ପାଞ୍ଚଫୁଟ ଗ୍ରାମର ରାମଚନ୍ଦ୍ର...

ଆଦର୍ଶ ବିଦ୍ୟାଳୟରେ ପାଠ ପଢ଼ାଇଲେ ଜିଲାପାଳ

ନାକଟିଦେଉଳ,୨୩ା୮(ଡ଼ି.ଏନ.ଏ.): ସମ୍ବଲପୁର ଜଲାପାଳ ଅନନ୍ୟା ଦାଶ ନାକଟିଦେଉଳ ବ୍ଲକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ସାରିବା ପରେ ଜିଲାପାଳ ପେଣ୍ଠବାହାଳ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଯାଇ ନିର୍ମାଣାଧୀନ କୋଠା...

ଘର ଉପରେ ପଡ଼ିଲା ବରଗଛ

ସମ୍ବଲପୁର,୨୩ା୮(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଗୋବିନ୍ଦତୋଳା ପୋଲିସ କଲୋନୀଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଜୋରରେ ବର୍ଷାପବନ ହେବାରୁ କଲୋନୀର ଆଭାଷ ଖାନଙ୍କ ଘର ଉପରେ ଏକ ପୁରାତନ ବରଗଛ ଭାଙ୍ଗିପଡିଥିଲା। ଏହି ସମୟରେ ଘର ଭିତରେ ଥିବା ୧୩ଜଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri