ସମ୍ବଲପୁର

ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା

ସମ୍ବଲପୁର,୧୦ା୭: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ବର୍ଷକ ପରେ ଜିଲା ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି। ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ କହିଛନ୍ତି, ବର୍ଷେ ପୂର୍ବରୁ ସହରରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଧାର୍ମିକ...

ଆଦିବାସୀ ଯୁବକଙ୍କୁ ପିଟିଲା ପୋଲିସ

ସମ୍ବଲପୁର, ୭ା୭ (ପ୍ରମୋଦ ବହିଦାର)ପୋଲିସ ବର୍ବରତାର ଆଉ ଏକ କାହାଣୀ ଲୋକଲୋଚନକୁ ଆସିଛି। ବ୍ୟାଟେରି ଚୋରି ସନ୍ଦେହରେ ଜଣେ ଆଦିବାସୀ ଯୁବକଙ୍କୁ ଗାଁ ଲୋକଙ୍କ ଉପସ୍ଥିତିରେ ପୋଲିସ ମାଡ଼ ମାରିଛି। ଏପରି କି ସେତିକିରେ ମନ ବୁଝି ନ ଥିଲା...

ସମ୍ବଲପୁର ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ସମ୍ବଲପୁର,୨୮।୬: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୁକ୍ରବାର ସମ୍ବଲପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ମା’ ସମଲେଶ୍ୱରୀଙ୍କୁ ପୂଜାର୍ଚ୍ଚନା କରିବା...

ପୁଅର ଠେଙ୍ଗାମାଡ଼ରେ ଚାଲିଗଲା ବାପାଙ୍କ ଜୀବନ

ସମ୍ବଲପୁର/ପଡିଆବାହାଲ,୨୭ା୬(ପ୍ରମୋଦ ବହିଦାର/ରାଧାମୋହନର ଷଢ଼ଙ୍ଗୀ): ସମ୍ବଲପୁର ସଦର ଥାନା ଅଧୀନ ବୁଦେଲଛିଣ୍ଡା ଗ୍ରାମରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ପୁଅର ଠେଙ୍ଗାମାଡ଼ରେ ବାପା ରାମ ପ୍ରସାଦ ବାଗ୍‌ ଓରଫ ରାମିଆଁ(୬୦)ଙ୍କ ମୃତ୍ୟୁ ଘଟିଛି। ଗୁରୁବାର ପୋଲିସ ଅଭିଯୁକ୍ତ ପୁଅ...

ପ୍ରଭାବ ଦେଖାଇଲେ ଜୟନାରାୟଣ

ସମ୍ବଲପୁର,୨୬।୬(ଭବାନୀ ଶଙ୍କର ଭୋଇ): ଦୀର୍ଘ ୫ ଥର ସମ୍ବଲପୁରର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟନାରାୟଣ ମିଶ୍ର ନିଜର ଖାସ ଅନ୍ଦାଜ ପାଇଁ ସାରା ରାଜ୍ୟରେ ପରିଚିତ। ବିଜେଡି -ଭାଜପା ମିଳିତ ସରକାରରେ ପରିବହନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବାବେଳେ...

ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ ୨୦ ବର୍ଷ ମଧ୍ୟରେ ବୋଲି ଜଣାପଡ଼ିଛି। ଏଭଳିସ୍ଥତି ଭୁବନେଶ୍ବରରୁ ଆସିଥିବା ୨ ଜଣିଆ...

ସମ୍ବଲପୁରରେ ଜଣ୍ଡିସ୍‌ ଆତଙ୍କ: ୫୯ ଚିହ୍ନଟ

ସମ୍ବଲପୁର,୨୦ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ୍‌(କାମଳ ରୋଗ) ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସରକାରୀ ଭାବେ ଗତ ଏକ ମାସ ମଧ୍ୟରେ ୫୯ ଜଣ୍ଡିସ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।...

ଶମ୍ବର ଶିକାର କରି କରୁଥିଲେ ମାଂସ ଚାଲାଣ: ମାଡ଼ି ବସିଲେ ରେଞ୍ଜ କର୍ମଚାରୀ

ନାକଟୀଦେଉଳ, ୧୭ା୬(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ଖଳାଶୁଣୀ ବନ୍ୟପ୍ରାଣୀ ଅଭୟାରଣ୍ୟରେ ଅବାଧରେ ଚାଲିଛି ବନ୍ୟପ୍ରାଣୀ ଶିକାର। ଶିକାରୀମାନେ ଯୋଜନାବଦ୍ଧଭାବେ ତାର ଓ ବାରୁଦ ଗୁଳା ବିଛାଇ ଶମ୍ବର ଓ ଅନ୍ୟାନ୍ୟ ବନ୍ୟପ୍ରାଣୀ ଶିକାର କରୁଛନ୍ତି। ଏଠାରୁ ଶମ୍ବର ଶିକାର କରି...

ସମ୍ବଲପୁର: ୨୧ରେ ଖୋଲିବ ସ୍କୁଲ

ସମ୍ବଲପୁର,୧୭।୬ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଆସନ୍ତା ୨୧ ତାରିଖରେ ସ୍କୁଲ ଖୋଲିବା ନେଇ ଭାରପ୍ରାପ୍ତ ଜିଲାପାଳ ସୁଚାରୁ ବଳ ସୂଚନା ଦେଇଛନ୍ତି । ପାଣିପାଗ ବିଭାଗ ପକ୍ଷରୁ ଚଳିତ ବର୍ଷ ଆଗୁଆ ମୌସୁମୀ ପ୍ରବେଶ ନେଇ ପୂର୍ବନୁମାନ...

ହାଇକୋର୍ଟ ବେଞ୍ଚ ହେଲେ ସମ୍ବଲପୁରରେ ହେବ: ଧର୍ମେନ୍ଦ୍ର

ସମ୍ବଲପୁର,୧୭।୬(ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ରାସ୍ତାଘାଟ, ପିଇବା ପାଣି, ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସୁଧୁରିବା ପାଇଁ ଦୀର୍ଘମିଆଦୀ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ଲାଗି ଜିଲା ପ୍ରଶାସନକୁ ପରାମର୍ଶ ଦିଆଯାଇଛି। ଅଞ୍ଚଳର ମୌଳିକ ସମସ୍ୟା ଦୂରୀକରଣ ସହ ଲୋକଙ୍କ ଆକାଂକ୍ଷା ସହ...

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ ଭଡାଘରୁ ରବିବାର ପୋଲିସ ଜବତ କରିଛି। ରେଢାଖୋଲ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ...

ରାସ୍ତାରେ ଯାଉଥିବା ବେଳେ ମା’, ଝିଅଙ୍କୁ ଆକ୍ରମଣ

ସମ୍ବଲପୁର,୧୪।୬: ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଦାନୀପାଲି ଗାଁରେ ଏକ ଅଭାବନୀୟ ଘଟିଣା ଘଟିଛି। ରାସ୍ତାରେ ଯାଉଥିବା ବେଳେ ମା’ଏବଂ ଝିଅଙ୍କୁ ଜଣେ ଯୁବକ ଛୁରୀରେ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡିଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ବଡ଼ ଡାକ୍ତରଖାନାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri