ସମ୍ବଲପୁର

ଭିମ୍‌ସାରରେ ୧୧୫ ସ୍ଥାୟୀ ଡାକ୍ତର ପଦ ଖାଲି

ସମ୍ବଲପୁର,୨୦।୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାର ଭିମ୍‌ସାରରେ ୨ବର୍ଷ ହେବ ସ୍ଥାୟୀ ଡାକ୍ତର ନିଯୁକ୍ତି କରାଯାଉ ନାହିଁ। ଖାଲିପଡିଥିବା ଶହେରୁ ଊର୍ଦ୍ଧ୍ୱ ପଦ ପୂରଣ ପାଇଁ କର୍ତ୍ତୃପକ୍ଷ ପଦକ୍ଷେପ ନେବା ବଦଳରେ ସରକାରଙ୍କ ପାଖକୁ ନିଯୁକ୍ତି ବାବଦରେ ଥିବା କେତେକ ସମସ୍ୟା...

ମମିତା ରାୟପୁର ଯିବା ନେଇ ପୋଲିସକୁ ପ୍ରମାଣ ମିଳିନାହିଁ କହିଲେ ଡିଆଇଜି

ସମ୍ବଲପୁର,୧୩ା୧୧(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟ ସମ୍ପାଦନାରେ ଅବହେଳା କରିନାହିଁ। ଅଭିଯୋଗ ପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ କରିବା, କୋର୍ଟଙ୍କୁ ସୂଚନା ଦେବା, ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସବୁ...

କାନ୍ଦି କାନ୍ଦି ଟ୍ରେନ୍‌ ଆଗକୁ ଡେଇଁପଡ଼ିଲେ ଯୁବତୀ

ରେଢାଖୋଲ,୧୩।୧୧(ଡି.ଏନ୍‌.ଏ.): ରେଢାଖୋଲ ରେଳ ଷ୍ଟେଶନ ନିକଟରେ ଶନିବାର ଜଣେ ଯୁବତୀ ଏକ ମାଲବାହୀ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ରେଳବାଇ ପୋଲିସ ଯୁବତୀଙ୍କ ମୃତଦେହ ଜବତ କରି ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ମୃତ ଯୁବତୀ...

ମା’ ଆଗରେ କୂଅରେ ପଡ଼ିଗଲେ ୨ ପୁଅ

ସମ୍ବଲପୁର,୯ା୧୧(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅଧୀନ ସାହୁ କଲୋନୀରେ ଏକ ଦୁଃଖଦ ଘଟଣା ଘଟିଛି। ମା’ଙ୍କ ଆଖି ଆଗରେ କୂଅରେ ପଡ଼ି ଜୀବନ ହାରିଛନ୍ତି ୨ ପୁଅ। ସେମାନେ ହେଲେ ସୁଶୀଲ ତ୍ରିପାଠୀ(୪୦) ଓ ସୁନୀଳ ତ୍ରିପାଠୀ (୩୭)। ପୋଲିସ...

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

ସମ୍ବଲପୁର,୯।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଆମଲିପାଲ୍ଲୀ ନିକଟସ୍ଥ ଜଙ୍ଗଲରୁ ମଙ୍ଗଳବାର ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ବନ୍ୟପ୍ରାଣୀ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ଘଟିଛି। ଖବରପାଇ ବନ...

ଭାଜପା କର୍ମୀଙ୍କୁ ଘଉଡ଼ାଇବାକୁ ପୋଲିସର ପାଣିମାଡ଼

ସମ୍ବଲପୁର,୮।୧୧(ବ୍ୟୁରୋ): କଳାହାଣ୍ଡି ଜିଲା ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାକୁ ନେଇ ସବୁଠି ବିରୋଧୀ ଗର୍ଜୁଛନ୍ତି। ମମିତା ହତ୍ୟା ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଭାଜପା ପକ୍ଷରୁ ବିକ୍ଷୋଭ କରାଯାଇଛି।...

ହାତୀ ପାଇଁ ବିପଦ ହାତୀ ଚଲାପଥ

ସମ୍ବଲପୁର, ୭।୧୧(ବ୍ୟୁରୋ): ହାତୀ ପାଇଁ ବିପଦ ହାତୀ ଚଲାପଥ। ଅଣ୍ଡରପାସ୍‌ ନିର୍ମାଣ ନ କରି ରାସ୍ତା ଉପରେ ହାତୀ ଚଲାପଥ ନିର୍ମାଣ କରିବାରୁ ହାତୀ ସହିତ ଅନ୍ୟ ବନ୍ୟପ୍ରାଣୀ, ସରୀସୃପଙ୍କ ଜୀବନ ପ୍ରତି ବିପଦ ରହିଛି। ଜିଲାରେ ନିର୍ମାଣାଧୀନ ସମ୍ବଲପୁର-ତିଲେଇବଣି...

ସ୍ୱାମୀ ସ୍ତ୍ରୀ ଏକାଠି ପିଇଲେ ବିଷ

ସମ୍ବଲପୁର,୬ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା ଫାଣ୍ଡି ଝାରମୁଣ୍ଡା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ୱାମୀ ଟଙ୍କଧର ମହାକୁଡ଼ଙ୍କ ମୃତ୍ୟୁର ଦିନକ ପରେ ସ୍ତ୍ରୀ ବୃନ୍ଦାବତୀଙ୍କ ମୃତ୍ୟୁ ଘଟିଛି। ଗ୍ରାମ ଶ୍ମଶାନରେ ଗୁରୁବାର ଦମ୍ପତିଙ୍କ ଜୁଇ ଜଳିଛି।...

ଛତିଶଗଡ଼, ଓଡ଼ିଶା ବିରୋଧରେ ଅଭିଯୋଗ

ସମ୍ବଲପୁର,୬।୧୧(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ବିସ୍ଥାପିତଙ୍କ ଥଇଥାନ ଓ ପୁନର୍ବାସ ସମସ୍ୟା ଉପରେ ଏନ୍‌ଏଚ୍‌ଆର୍‌ସିରେ ଦାଖଲ ହୋଇଥିବା ସତ୍ୟପାଠରେ ଭୁଲ ତଥ୍ୟ ରହିଛି। ଓଡ଼ିଶା ଓ ଛତିଶଗଡ଼ ରାଜ୍ୟର ସଚିବମାନେ ଦେଇଥିବା ତଥ୍ୟରେ ସତ୍ୟତା ନାହିଁ। ଏହାକୁ ହୀରାକୁଦ ବୁଡ଼ି...

ବାଧୁଛି କିରୋସିନ ଦର

ଶୁଭାଶିଷ ପାଢ଼ୀ ସମ୍ବଲପୁର,୬।୧୧(ବ୍ୟୁରୋ): ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍‌ ସହ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କୁ ଅଡୁଆରେ ପକାଇଛି। ବିଭିନ୍ନ ରାଜନୈତିକ ଦଳ ଏହା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ସାଧାରଣ ଖାଉଟିଙ୍କ ମଧ୍ୟରେ...

ପାରିବାରିକ କଳହ ହେଲା ଅସହ୍ୟ: ଏଭଳି ଚରମ ନିଷ୍ପତ୍ତି ନେଲେ ବୃଦ୍ଧ ଦମ୍ପତି

ସମ୍ବଲପୁର,୪।୧୧(ବ୍ୟୁରୋ): ପାରିବାରିକ କଳହ ହେଲା ଅସହ୍ୟ। ଶେଷରେ ଆତ୍ମହତ୍ୟାର ଚରମ ନିଷ୍ପତ୍ତି ନେଲେ ଦମ୍ପତି। ବିଷ ପିଇ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ମହିଳା ଜଣଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି...

କୁଚିଣ୍ଡାରେ କଂଗ୍ରେସ, ଭାଜପାର ୧୨ଘଣ୍ଟିଆ ବନ୍ଦ

କୁଚିଣ୍ଡା,୪।୧୧(ଡି.ଏନ.ଏ.): ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କୁଚିଣ୍ଡା ଗସ୍ତ ବେଳେ କଂଗ୍ରେସ ନେତାଙ୍କୁ ଆକ୍ରମଣ ପ୍ରତିବାଦରେ ବୁଧବାର ଭାଜପା ଓ କଂଗ୍ରେସ ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ସକାଳ ୬ଟାରୁ ନେତା ଓ କର୍ମୀମାନେ ପିକେଟିଂ କରି ଦୋକାନ ବଜାର, ଯାନବାହନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri