ସମ୍ବଲପୁର

ଖୋଲିଲା ୨୮ ଗେଟ୍‌

ସମ୍ବଲପୁର,୧୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍‌ କର୍ତ୍ତୃପକ୍ଷ ବୁଧବାର ରାତି ୮ଟା ସୁଦ୍ଧା ୨୮ଟି ଗେଟ୍‌ ଖୋଲା ଯାଇଥିବା ସୂଚନା...

ଖୋଲିଲା ୨୦ ଗେଟ୍‌: ମହାନଦୀରେ ବଢୁଛି ବନ୍ୟା ଆଶଙ୍କା

ସମ୍ବଲପୁର,୧୫।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୩୩ ଫୁଟରେ ପହଞ୍ଚିଛି। ଏନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ବୁଧବାର ସନ୍ଧ୍ୟା...

ହୀରାକୁଦ ଜଳଭଣ୍ଡାରର ୧୮ଗେଟ୍‌ରେ ଜଳ ନିଷ୍କାସନ: ତଳ ମୁଣ୍ଡରେ ବିପଦ ଆଶଙ୍କା

ସମ୍ବଲପୁର,୧୫।୯(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୩୩ ଫୁଟରେ ପହଞ୍ଚିଛି। ଏଣୁ ଜଳ ନିଷ୍କାସନ କରାଯାଉଛି ।...

ବେଦାନ୍ତକୁ ୨ କୋଟି ଜଳକର ଛାଡ଼

ସମ୍ବଲପୁର,୧୫ା୯(ବ୍ୟୁରୋ):ରାଜ୍ୟ ସରକାର କମ୍ପାନୀ ପ୍ରତି ଅହେତୁକ ଅନୁକମ୍ପା ଦେଖାଉଥିବା ନେଇ ଅଭିଯୋଗ ହୋଇଆସୁଛି। ଝାରସୁଗୁଡ଼ା ଜିଲାରେ ଥିବା ବେଦାନ୍ତ ଆଲୁମିନିୟମ କମ୍ପାନୀକୁ ଚଞ୍ଚକତା କରି ଜଳକର ଛାଡ କରାଯାଇଥିବା ନେଇ ଆଉ ଏକ ଅଭିଯୋଗ ଏଥିରେ ଯୋଡିହୋଇଛି। ବେଦାନ୍ତ କମ୍ପାନୀ...

ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌ ଖୋଲିଲା

ସମ୍ବଲପୁର,୧୪।୯(ବ୍ୟୁରୋ): ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବା କାରଣରୁ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଥିଲା। ଏହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ମଙ୍ଗଳବାର ସନ୍ଧ୍ୟାରେ ଗେଟ୍‌ ଖୋଲିଛନ୍ତି। ପ୍ରଥମେ ୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ପର୍ଯ୍ୟାୟ...

ନୂଆଁଖାଇରେ ବାପାଙ୍କୁ ଗୋଡ଼ାଇ ହାଣିଲେ ପୁଅ

ରେଢାଖୋଲ,୧୧ା୯(ଡି.ଏନ.ଏ.): ଶନିବାର ସମଗ୍ର ପଶ୍ଚିମ ଓଡ଼ିଶାରେ ଆନନ୍ଦ ଉଲ୍ଲାସରେ ନୂଆଁଖାଇ ପର୍ବ ପାଳିତ ହେଉଥିବା ବେଳେ ସାମାନ୍ୟ କଳିକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ବାପାଙ୍କୁ ଗୋଡାଇ ହାଣିଛନ୍ତି ପୁଅ। ଘଟଣାସ୍ଥଳରେ ବାପା ଶୁକ୍ରୁ ମିର୍ଦ୍ଧା (୫୫)ଙ୍କ ମୃତ୍ୟୁ ଘଟିଛି।...

କୃଷିଭିତ୍ତିକ ଗଣପର୍ବ

ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ପୁରପଲ୍ଲି ସବୁଠି ସବୁ ବର୍ଗର ଲୋକେ ଆନନ୍ଦ ଉଲ୍ଲାସରେ ଏହା ପାଳନ କରିଥାନ୍ତି। ଏହି ପର୍ବ ଆଧୁନିକ ସମାଜକୁ ଅନେକ ବାର୍ତ୍ତା ଦେଇଥାଏ। ଦୈନନ୍ଦିନ ଜୀବନ, ବ୍ୟବହାର, ଐତିହ୍ୟ, ସଂସ୍କୃତି, ଚାଲିଚଳନ, ପରିଧାନ,...

ନୂଆ ରୂପରେ ନୂଆଁଖାଇ

ପଶ୍ଚିମ ଓଡିଶାର ଭିନ୍ନ ଏକ ପରମ୍ପରା ହେଉଛି କୃଷିଭିତ୍ତିକ ଗଣପର୍ବ ନବାନ୍ନ (ନୂଆଁଖାଇ)। ଏହି ପର୍ବକୁ ପଶ୍ଚିମ ଓଡିଶାବାସୀ ମୁଖ୍ୟପର୍ବ ଭାବେ ପାଳନ କରିଥାନ୍ତି। ଅନ୍ୟ ପର୍ବ ପର୍ବାଣିଠାରୁ ଏହା ଏକ ନିଆରା ପର୍ବ। ଭିନ୍ନ ଭିନ୍ନ ସ୍ଥାନରେ ଭିନ୍ନ...

ସଙ୍କଟରେ ସଁପୁର ସୂତା କାରିଗର

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଇ ପର୍ବରେ ଲୋକେ ନୂଆଁଲୁଗା ପନ୍ଧିଥାନ୍ତି। ନୂଆଁଲୁଗା ପିନ୍ଧି ପରିବାରର ମୁରବି ଦେବଦେବୀ ଓ ପିତୃପୁରୁଷଙ୍କୁ ଚୁରାକୁଁଡା’ ଅର୍ପଣ କରିବାର ବିଧି କୋଉ କାଳରୁ ରହିଆସିଛି। ଏହାସହିତ ନୂଆଁଖାଇରେ ପରିବାର ସମସ୍ତେ ନୂଆଁଲୁଗା ପରିଧାନ...

ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ

ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ଘରେଘରେ ଏହି ଉତ୍ସବ ପାଳନ କରାଯାଇଛି। କରୋନା କଟକଣା...

ରାତି ପାହିଲେ ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର

ସମ୍ବଲପୁର,୧୦ା୯ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର । ପୁରପଲ୍ଲୀ ସବୁଠି ଉତ୍ସବମୁଖର। ରାତି ପାହିଲେ ଇଷ୍ଟଦେବୀ ସମଲେଇଙ୍କଠାରେ ଧାର୍ଯ୍ୟ ଲଗ୍ନ ଅନୁସାରେ ଲାଗିହେବ ନବାନ୍ନ। ପରେ ପଶ୍ଚିମ ଓଡ଼ିଶାବାସୀ ଘରେ ଘରେ ନୂଆଁ ଖାଇବେ। ପଶ୍ଚିମ ଓଡ଼ିଶାର ଗଣପର୍ବ...

ଦୁର୍ଘଟଣା ପରେ ପୋଲରେ ଓହଳି ରହିଲା ଟ୍ରକ୍‌

ଜମନକିରା,୮ା୯(ଡି.ଏନ.ଏ.): ଜମନକିରା ଥାନା ବଡ଼ରମା ପିଠାମାରେନ ପୋଲରେ ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଘଣ୍ଟା ରାସ୍ତା ଜାମ ହୋଇଥିଲା। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ପୋଲିସ ସୂଚନା ମୁତାବକ, ମଙ୍ଗଳବାର ରାତିରେ ସମ୍ବଲପୁରରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri