ସମ୍ବଲପୁର

ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି ୬୨୯.୭୫ ଫୁଟ । ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୬୭ ହଜାର ୮୫୬...

ଭିଜିଲାନ୍ସ ଜାଲରେ ସମ୍ବଲପୁର ଓସିସିଏଲ୍‌ର ସିନିୟର ମ୍ୟାନେଜର

ସମ୍ବଲପୁର ଅଫିସ,୨୦ା୯: ସମ୍ବଲପୁର ଓସିସିଏଲର ସିନିୟର ମ୍ୟାନେଜର ରଞ୍ଜନ କୁମାର ଡାଙ୍ଗ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ପକ୍ଷରୁ ଏକକାଳୀନ ରଞ୍ଜନଙ୍କ ସମ୍ବଲପୁରସ୍ଥିତ ବାସଭବନ, ଅଫିସ ଏବଂ ତାଙ୍କ ଶ୍ୱଶୁର ଘରେ...

୧୨ ଗେଟ୍‌ରେ ଜଳ ନିଷ୍କାସନ

ସମ୍ବଲପୁର,୧୮ା୯(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ରହିଥିବା ବେଳେ ଶନିବାର ଏହା ୬୨୮.୧୭ ଫୁଟ୍‌ରେ ପହଞ୍ଚତ୍ଛି। ରାତି ୧୦.୩୦ସୁଦ୍ଧା ବାମପାର୍ଶ୍ୱରେ ୮ ଓ ଡାହାଣପାର୍ଶ୍ୱରେ ୪ ମୋଟ ୧୨ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଗେଟ୍‌...

ହୀରାକୁଦ ଡ୍ୟାମ୍‌ ପ୍ରତି ବଢୁଛି ବିପଦ

ସମ୍ବଲପୁର,୧୬ା୯(ବ୍ୟୁରୋ): ଲପୁଚାପ ବର୍ଷାରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇ ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ପାଖରେ ପହଞ୍ଚତ୍ୟାଇଛି। ରିପୋର୍ଟ ଅନୁସାରେ ୭ଦିନ ଭିତରେ ଡ୍ୟାମ୍‌ରେ ପ୍ରାୟ ୮ଫୁଟ୍‌ ଜଳ ବୃଦ୍ଧି ପାଇଛି। ଗତ ୯ତାରିଖରେ ଜଳସ୍ତର ୬୨୦.୯୫ଫୁଟ୍‌...

ଫୁଲୁଛି ମହାନଦୀ: ହୀରାକୁଦରେ ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର ଅଫିସ, ୧୬।୯: ଛତିଶଗଡ଼ରେ ଲଗାଣ ବର୍ଷା ଯୋଗୁ ମହାନଦୀ ଫୁଲୁଛି। ବୁଧବାର ସୁଦ୍ଧା ହୀରାକୁଦ ଡ୍ୟାମ୍‌ର ୨୪ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଗୁରୁବାର ଆଉ ୪ଟି ଗେଟ୍‌ ଖୋଲିଛି । ଏଥିସହ ଏଯାବତ୍‌ ହୀରାକୁଦ ଡ୍ୟାମ୍‌ର ସମୁଦାୟ...

ଖୋଲିଲା ୨୮ ଗେଟ୍‌

ସମ୍ବଲପୁର,୧୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍‌ କର୍ତ୍ତୃପକ୍ଷ ବୁଧବାର ରାତି ୮ଟା ସୁଦ୍ଧା ୨୮ଟି ଗେଟ୍‌ ଖୋଲା ଯାଇଥିବା ସୂଚନା...

ଖୋଲିଲା ୨୦ ଗେଟ୍‌: ମହାନଦୀରେ ବଢୁଛି ବନ୍ୟା ଆଶଙ୍କା

ସମ୍ବଲପୁର,୧୫।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୩୩ ଫୁଟରେ ପହଞ୍ଚିଛି। ଏନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ବୁଧବାର ସନ୍ଧ୍ୟା...

ହୀରାକୁଦ ଜଳଭଣ୍ଡାରର ୧୮ଗେଟ୍‌ରେ ଜଳ ନିଷ୍କାସନ: ତଳ ମୁଣ୍ଡରେ ବିପଦ ଆଶଙ୍କା

ସମ୍ବଲପୁର,୧୫।୯(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୩୩ ଫୁଟରେ ପହଞ୍ଚିଛି। ଏଣୁ ଜଳ ନିଷ୍କାସନ କରାଯାଉଛି ।...

ବେଦାନ୍ତକୁ ୨ କୋଟି ଜଳକର ଛାଡ଼

ସମ୍ବଲପୁର,୧୫ା୯(ବ୍ୟୁରୋ):ରାଜ୍ୟ ସରକାର କମ୍ପାନୀ ପ୍ରତି ଅହେତୁକ ଅନୁକମ୍ପା ଦେଖାଉଥିବା ନେଇ ଅଭିଯୋଗ ହୋଇଆସୁଛି। ଝାରସୁଗୁଡ଼ା ଜିଲାରେ ଥିବା ବେଦାନ୍ତ ଆଲୁମିନିୟମ କମ୍ପାନୀକୁ ଚଞ୍ଚକତା କରି ଜଳକର ଛାଡ କରାଯାଇଥିବା ନେଇ ଆଉ ଏକ ଅଭିଯୋଗ ଏଥିରେ ଯୋଡିହୋଇଛି। ବେଦାନ୍ତ କମ୍ପାନୀ...

ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌ ଖୋଲିଲା

ସମ୍ବଲପୁର,୧୪।୯(ବ୍ୟୁରୋ): ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବା କାରଣରୁ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଥିଲା। ଏହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ମଙ୍ଗଳବାର ସନ୍ଧ୍ୟାରେ ଗେଟ୍‌ ଖୋଲିଛନ୍ତି। ପ୍ରଥମେ ୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ପର୍ଯ୍ୟାୟ...

ନୂଆଁଖାଇରେ ବାପାଙ୍କୁ ଗୋଡ଼ାଇ ହାଣିଲେ ପୁଅ

ରେଢାଖୋଲ,୧୧ା୯(ଡି.ଏନ.ଏ.): ଶନିବାର ସମଗ୍ର ପଶ୍ଚିମ ଓଡ଼ିଶାରେ ଆନନ୍ଦ ଉଲ୍ଲାସରେ ନୂଆଁଖାଇ ପର୍ବ ପାଳିତ ହେଉଥିବା ବେଳେ ସାମାନ୍ୟ କଳିକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ବାପାଙ୍କୁ ଗୋଡାଇ ହାଣିଛନ୍ତି ପୁଅ। ଘଟଣାସ୍ଥଳରେ ବାପା ଶୁକ୍ରୁ ମିର୍ଦ୍ଧା (୫୫)ଙ୍କ ମୃତ୍ୟୁ ଘଟିଛି।...

କୃଷିଭିତ୍ତିକ ଗଣପର୍ବ

ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ପୁରପଲ୍ଲି ସବୁଠି ସବୁ ବର୍ଗର ଲୋକେ ଆନନ୍ଦ ଉଲ୍ଲାସରେ ଏହା ପାଳନ କରିଥାନ୍ତି। ଏହି ପର୍ବ ଆଧୁନିକ ସମାଜକୁ ଅନେକ ବାର୍ତ୍ତା ଦେଇଥାଏ। ଦୈନନ୍ଦିନ ଜୀବନ, ବ୍ୟବହାର, ଐତିହ୍ୟ, ସଂସ୍କୃତି, ଚାଲିଚଳନ, ପରିଧାନ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri