ସମ୍ବଲପୁର

ନୂଆ ରୂପରେ ନୂଆଁଖାଇ

ପଶ୍ଚିମ ଓଡିଶାର ଭିନ୍ନ ଏକ ପରମ୍ପରା ହେଉଛି କୃଷିଭିତ୍ତିକ ଗଣପର୍ବ ନବାନ୍ନ (ନୂଆଁଖାଇ)। ଏହି ପର୍ବକୁ ପଶ୍ଚିମ ଓଡିଶାବାସୀ ମୁଖ୍ୟପର୍ବ ଭାବେ ପାଳନ କରିଥାନ୍ତି। ଅନ୍ୟ ପର୍ବ ପର୍ବାଣିଠାରୁ ଏହା ଏକ ନିଆରା ପର୍ବ। ଭିନ୍ନ ଭିନ୍ନ ସ୍ଥାନରେ ଭିନ୍ନ...

ସଙ୍କଟରେ ସଁପୁର ସୂତା କାରିଗର

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଇ ପର୍ବରେ ଲୋକେ ନୂଆଁଲୁଗା ପନ୍ଧିଥାନ୍ତି। ନୂଆଁଲୁଗା ପିନ୍ଧି ପରିବାରର ମୁରବି ଦେବଦେବୀ ଓ ପିତୃପୁରୁଷଙ୍କୁ ଚୁରାକୁଁଡା’ ଅର୍ପଣ କରିବାର ବିଧି କୋଉ କାଳରୁ ରହିଆସିଛି। ଏହାସହିତ ନୂଆଁଖାଇରେ ପରିବାର ସମସ୍ତେ ନୂଆଁଲୁଗା ପରିଧାନ...

ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ

ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ଘରେଘରେ ଏହି ଉତ୍ସବ ପାଳନ କରାଯାଇଛି। କରୋନା କଟକଣା...

ରାତି ପାହିଲେ ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର

ସମ୍ବଲପୁର,୧୦ା୯ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର । ପୁରପଲ୍ଲୀ ସବୁଠି ଉତ୍ସବମୁଖର। ରାତି ପାହିଲେ ଇଷ୍ଟଦେବୀ ସମଲେଇଙ୍କଠାରେ ଧାର୍ଯ୍ୟ ଲଗ୍ନ ଅନୁସାରେ ଲାଗିହେବ ନବାନ୍ନ। ପରେ ପଶ୍ଚିମ ଓଡ଼ିଶାବାସୀ ଘରେ ଘରେ ନୂଆଁ ଖାଇବେ। ପଶ୍ଚିମ ଓଡ଼ିଶାର ଗଣପର୍ବ...

ଦୁର୍ଘଟଣା ପରେ ପୋଲରେ ଓହଳି ରହିଲା ଟ୍ରକ୍‌

ଜମନକିରା,୮ା୯(ଡି.ଏନ.ଏ.): ଜମନକିରା ଥାନା ବଡ଼ରମା ପିଠାମାରେନ ପୋଲରେ ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଘଣ୍ଟା ରାସ୍ତା ଜାମ ହୋଇଥିଲା। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ପୋଲିସ ସୂଚନା ମୁତାବକ, ମଙ୍ଗଳବାର ରାତିରେ ସମ୍ବଲପୁରରୁ...

ମହିଳାଙ୍କୁ ନିର୍ମମ ହତ୍ୟା, ୪ ଅଟକ

ରେଢ଼ାଖୋଲ,୬ା୯(ଡି.ଏନ୍‌.ଏ.):  ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଲଇଣ୍ଡାମାଳ ଗ୍ରାମରେ ରବିବାର ରାତିରେ ବନିତା ମିର୍ଦ୍ଧା (୩୦) ନାମକ ଜଣେ ମହିଳାଙ୍କୁ ତାଙ୍କ ଘର ଅଗଣାରେ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଖବରପାଇ ରେଢ଼ାଖୋଲ ଏସ୍‌ଡିପିଓ ପ୍ରଶାନ୍ତ କୁମାର ମେହେର,ଥାନା...

ବାର୍‌ହା ମାଂସ ଭାଗବଣ୍ଟା ବେଳେ ଘଟିଲା ଏମିତି

ରେଢ଼ାଖୋଲ,୨ା୯(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡ ବଡ଼ମାଳ ରେଞ୍ଜ ଅଧୀନ ଗରଗଡ଼ବାହାଳ ପଞ୍ଚାୟତ ଲମଟିଦାଦର ଜଙ୍ଗଲରେ ବୁଧବାର ରାତିରେ ବାର୍‌ହା ଶିକାର ପରେ ଚାଲିଥିଲା ମାଂସ ଭାଗବଣ୍ଟା। ଖବର ପାଇ ବଡ଼ମାଳ ବନ କର୍ମଚାରୀ ଚଢାଉ କରି ୨ଜଣ ଅଭିଯୁକ୍ତଙ୍କୁ...

ନୂଆଖାଇ ପାଇଁ ନିର୍ଘଣ୍ଟ ହେଲା ଲଗ୍ନ

ସମ୍ବଲପୁର,୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧୧ରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ମଙ୍ଗଳବାର ଶୁଭ ଲଗ୍ନ ନିର୍ଘଣ୍ଟ କରାଯାଇଛି। ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଦ୍ୱାରା ଚଳିତ ବର୍ଷ ପାଇଁ ଲଗ୍ନ ନିର୍ଦ୍ଧାରିତ ହୋଇଛି। ସକାଳ ୧୦ଟା ୧୫ରୁ ୧୦ଟା ୨୫...

ଓଡ଼ିଆ ଝିଅ ପାଇଲେ ମେକ୍‌ଅପ୍‌ କଳାକାର ଟାଇଟଲ

ସମ୍ବଲପୁର,୩୦ା୮(ବ୍ୟୁରୋ): ସମ୍ବଲପୁର ଝିଅ ମନିଶା ପଣ୍ଡା ଶ୍ରେଷ୍ଟ ମେକ୍‌ଅପ୍‌ କଳାକାର ଟାଇଟଲ ହାସଲ କରିଛନ୍ତି। ଗୋଆରେ ଭିକୋନେଟ ଷ୍ଟାର ଇଭେଣ୍ଟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଭାଗ ନେଇ ମନିଶା ବିଜୟୀ ହୋଇଛନ୍ତି। ରବିବାର ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବା ସହ...

ଗାଈ ଗୋଠରେ ବଜ୍ରପାତ: ଗଲା ୨୫ ଗୋରୁଙ୍କ ଜୀବନ

ନାକଟିଦେଉଳ,୩୦।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ପାଣିମୁରା ପଞ୍ଚାୟତ ଜରେସିଙ୍ଘା ଗ୍ରାମରେ ସୋମବାର ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ଗୋଠରେ ଥିବା ୨୫ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ଏନେଇ ଗୋପାଳନ କରୁଥିବା ଚାଷୀମାନେ କ୍ଷତିଗ୍ରସ୍ତ...

ରେଢ଼ାଖୋଲରେ ଆଉ ଏକ ଦନ୍ତାହାତୀ ମୃତ

ରେଢ଼ାଖୋଲ,୨୮ା୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ବଡ଼ବାହାଳ ରେଞ୍ଜ ଅଧୀନ କର୍ଡାପାଳ ଗ୍ରାମ ନିକଟ ଲାଙ୍ଗରତୈଳା ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଶନିବାର ସକାଳେ କର୍ଡାପାଳ ଗ୍ରାମର ଲୋକେ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତା ମରିପଡିଥିବା ଦେଖି ବନ...

୫ ହଜାର ପାଇଁ ଧରାପଡ଼ିଲେ

ସମ୍ବଲପୁର,୨୭।୮(ବ୍ୟୁରୋ): ସମ୍ବଲପୁର ଭିଜିଲାନ୍ସ ଟିମ୍‌ ହାତରେ ଶୁକ୍ରବାର ଧରାପଡିଛନ୍ତି ଚିପିଲିମା ମେଷ ପ୍ରଜନନ କେନ୍ଦ୍ରର କନିଷ୍ଠ କିରାଣି ନରସିଂହ ଗଡତିଆ। ତାଙ୍କଠାରୁ ୫ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍‌। ଏ ନେଇ ଭିଜିଲାନ୍ସ ଏକ ମାମଲା ରୁଜୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri