ସମ୍ବଲପୁର

ସମ୍ବଲପୁର ଦୂରଦର୍ଶନ କେନ୍ଦ୍ର ବନ୍ଦ ପାଇଁ ଷଡ଼ଯନ୍ତ୍ର

ସମ୍ବଲପୁର,୨୫ା୮ (ବ୍ୟୁରୋ):ସମ୍ବଲପୁରଠାରେ ୧୯୭୮ରେ ସ୍ଥାପିତ ରାଜ୍ୟର ପ୍ରଥମ ତଥା ଦେଶର ଅଷ୍ଟମ ଦୂରଦର୍ଶନ କେନ୍ଦ୍ରକୁ ବନ୍ଦ କରିଦେବା ଲାଗି ଷଡ଼ଯନ୍ତ୍ର କରାଯାଉଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଏହି କେନ୍ଦ୍ରର ସମସ୍ତ କର୍ମଚାରୀ, ଅଧିକାରୀଙ୍କୁ ବଦଳି କରିଦିଆଯାଇଛି। ଏହାକୁ ନେଇ...

ଗୁପ୍ତଯୁଗ ସଭ୍ୟତାର ସନ୍ଧାନ

ସମ୍ବଲପୁର,୧୮ା୮(ବ୍ୟୁରୋ):ସମ୍ବଲପୁର ଜିଲାରେ ଗୁପ୍ତଯୁଗୀୟ ସଭ୍ୟତାର ସନ୍ଧାନ ମିଳିଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ନାତକୋତ୍ତର ଇତିହାସ ବିଭାଗ ଗବେଷଣାରୁ ଏହା ଜଣାପଡ଼ିଛି। ଜିଲାର ଯୁଯୁମୁରା ନିକଟ ବଡ଼ମାଳ ଓ ମହାନଗର ନିଗମର ଦୁର୍ଗାପାଲିଠାରୁ ବଡ଼ବଜାର ପର୍ଯ୍ୟନ୍ତ ୨କି.ମି. ଅଞ୍ଚଳରେ ଭଗ୍ନାବଶେଷ ଠାବ...

ସ୍ବାଧୀନତା ଦିବସରେ ସମ୍ମାନିତ ହେଲେ ଛାତ୍ରୀ

ରେଢାଖୋଲ,୧୫।୮(ଡି.ଏନ.ଏ): ରେଢାଖୋଲ କଦମ୍ବପଡ଼ିଆରେ ୭୫ତମ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି। ଉପଜିଲାପାଳ ପବିତ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଚଳିତ ମାଟ୍ରିକ ପରୀକ୍ଷାରେ ଉପଖଣ୍ଡରେ ଅଧିକ ନମ୍ବର ରଖିଥିବା ଛାତ୍ରୀ...

ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ ୫ ବର୍ଷର। ଏନେଇ ଭୀମସାର ଅଧୀକ୍ଷକ ଡା. ଲାଲମୋହନ ନାୟକ ସୂଚନା...

ଧରାପଡ଼ିଲା ବାଇକ୍‌ ଚୋରି ଗ୍ୟାଙ୍ଗ, ୩ ନାବାଳକଙ୍କ ସହ ୧୫ ଗିରଫ

ସମ୍ବଲପୁର,୧୩ା୮ (ବ୍ୟୁରୋ): ୨ ବର୍ଷ ଧରି ସମ୍ବଲପୁର ଜିଲାରେ ଚାଲିଥିବା ବାଇକ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ ହୋଇଛି। ବିଭିନ୍ନ ଥାନା ପୋଲିସ ୨୧ ବାଇକ୍‌ ସହ ଗୋଟିଏ ଚାରିଚକିଆ ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତ ୩ ନାବାଳକଙ୍କ ସମେତ...

ପ୍ରତାରଣା ପାଇଁ ଗଲେ ଜେଲ

କୁଚିଣ୍ଡା,୧୧ା୮(ଡି.ଏନ.ଏ.): ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ କୁଚିଣ୍ଡା ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମହୁଲପାଲି ଥାନା ଭୁଲୁପଡା (ବାଉରୀଗୋଡା) ଗ୍ରାମର ବୃନ୍ଦାବନ ନାଏକ (୨୨)। ସୂଚନା ଅନୁଯାୟୀ, ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳର...

୧୩ ଲକ୍ଷ ଟଙ୍କାର ନକଲି ନୋଟ୍‌ ସହ ଛପା ମେଶିନ ଜବତ

ସମ୍ବଲପୁର ଅଫିସ,୮ା୮: ସମ୍ବଲପୁର ପୋଲିସ ପକ୍ଷରୁ ନକଲି ନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକିଲ ଟଙ୍କା ଜବତ କରିବା ସହ ୬ ଜଣଙ୍କୁ ଗରିଫ କରିଛି ପୋଲିସ। ସୂଚନାନୁଯାୟୀ, ଦୀର୍ଘଦିନ ସମ୍ବଲପୁର ଅଞ୍ଚଳରେ ନକଲି...

କଲେଜ ଛାତ୍ରୀଙ୍କୁ ବଳାତ୍କାର

ରେଢ଼ାଖୋଲ,୩୧ା୭(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଚାରମାଳ ପୋଲିସ ଏକ ମାମଲା (ନଂ.୧୦୦/୨୧) ରୁଜୁ କରି ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ବସନ୍ତ କୁମାର...

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୩୧।୭(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୦୫.୧୦ ଫୁଟ୍‌ ରହିଛି। ବାମ ପାର୍ଶ୍ୱର ୫ ଓ ଡାହାଣ ପାର୍ଶ୍ୱର ୩ ଗେଟ୍‌...

ଅଲିମ୍ପିକ୍ସକୁ ନେଇ ଚିତ୍ରକଳା ପ୍ରଦର୍ଶନ

ସମ୍ବଲପୁର,୨୯ା୭ (ବ୍ୟୁରୋ): ଅଲିମ୍ପିକ୍ସକୁ ନେଇ ଇଣ୍ଡିଆନ କଣ୍ଟେମ୍ପରାରି ଆଟର୍‌ସ ଆସୋସିଏଶନ ଦ୍ୱାରା ଆନ୍ତର୍ଜାତୀୟ ଭର୍ଚୁଆଲ ଆର୍ଟ ଶୋ ପ୍ରଦର୍ଶିତ ହୋଇଛି। ଏଥିରେ ପଶ୍ଚିମ ଓଡ଼ିଶାର ୮ ଚିତ୍ରଶିଳ୍ପୀଙ୍କ କଳାକୃତି ସାମିଲ ହୋଇଛି। ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଆନ୍ତର୍ଜାତୀୟ...

ହୀରାକୁଦ ଜଳଭଣ୍ଡାର ଦ୍ୱୀପରେ ହେବ କଟେଜ୍‌

ସମ୍ବଲପୁର,୨୯ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ରାଜ୍ୟ ସରକାର ଏଠାରେ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ପାଇଁ ୧୩୦ କୋଟି ଟଙ୍କା ଖର୍ଚ୍ଚ କରିବା ଯୋଜନା କରିଛନ୍ତି। ଜଳଭଣ୍ଡାର ଦ୍ୱୀପରେ କଟେଜ୍‌...

ହୀରାକୁଦ ଡ୍ୟାମ୍‌ର ୧୪ ଗେଟ୍‌ରେ ଜଳ ନିଷ୍କାସନ

ସମ୍ବଲପୁର,୨୯ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ବୁଧବାର ୧୪ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ମିଳିଥିବା ରିପୋର୍ଟ ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୦୭.୧୭ ଫୁଟ୍‌ ରହିଛି। ୧୪ ଗେଟ୍‌ ଦେଇ ୨ ଲକ୍ଷ ୪ ହଜାର ୨୪୩ କ୍ୟୁସେକ ଜଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri