ସମ୍ବଲପୁର

କାର୍‌-ଟ୍ରକ୍‌ ମୁହାଁମୁହିଁ, ଗଲା ୨ ଜୀବନ

ସମ୍ବଲପୁର,୨୬ା୭(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ୫୫ନଂ. ଜାତୀୟ ରାଜପଥର ସମ୍ବଲପୁର ଜିଲା ଯୁଯୁମୁରା ଥାନା ଜରାଙ୍ଗ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ କାର୍‌ ମୁହାଁମୁହିଁ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା...

ଟ୍ରେନ ଲାଇନରୁ ମିଳିଲା ମୃତଦେହ

ରେଢାଖୋଲ,୨୨।୭(ଡି.ଏନ୍‌.ଏ): ରେଢାଖୋଲ ରେଳ ଷ୍ଟେଶନଠାରୁ ୨୦କି.ମି. ଦୂର ମୋଚିବାହାଳ ଗ୍ରାମ ନିକଟ ଟ୍ରେନ୍‌ ଲାଇନରୁ ଗୁରୁବାର ଜିଆର୍‌ପି ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ସେ ହେଲେ ରେଢାଖୋଲ ଏନ୍‌ଏସିର ପୋଡାବଲଣ୍ଡା ଗ୍ରାମର ବିନୋଦ ପ୍ରଧାନଙ୍କ ପୁଅ ସୁଦର୍ଶନ...

୭କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ରେଢାଖୋଲ,୨୨।୭(ଡି.ଏନ୍‌.ଏ.): ରେଢ଼ାଖୋଲ କନ୍ଧରା ଗ୍ରାମରେ ଅବକାରି ବିଭାଗର ଚଢ଼ାଉ। ଏହି ଚଢ଼ାଉରେ ୭କିଲୋଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ପୋଲିସ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ବୁଧବାର ଅପରାହ୍ନରେ ଅବକାରୀ ଇନ୍ସପେକ୍ଟର ଅନ୍ନପୁର୍ଣ୍ଣା ରଥ, ସବ୍‌ ଇନ୍ସପେକ୍ଟର ଓ କନେଷ୍ଟେବଳ...

ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧୨ା୭(ବ୍ୟୁରୋ):ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ରବିବାର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ପୂର୍ବାହ୍ନ ୧୧ଟା ସମୟରେ କୋଭିଡ୍‌ କଟକଣା ପାଳନ କରି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ ୨ଟି ସ୍ଲୁଇସ ଗେଟ୍‌ ଖୋଲାଯାଇଥିଲା। ଏହି ଗେଟ୍‌ ଦେଇ ପ୍ରତି ସେକେଣ୍ଡରେ...

ହୀରାକୁଦରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର ଅଫିସ,୧୧ା୭: ହୀରାକୁଦ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳଭଣ୍ଡାରକୁ ଜଳର ପ୍ରବେଶ ମାତ୍ରା ବୃଦ୍ଧି ପାଇଛି । ଜଳଭଣ୍ଡାରରେ ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ରବିବାର ପୂର୍ବାହ୍ନରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି ବୋଲି ହୀରାକୁଦ ଜଳଭଣ୍ଡାର...

ମଙ୍ଗଳବାର ମୁଣ୍ଡଳୀରେ ପହଞ୍ଚିବ ହୀରାକୁଦର ବନ୍ୟାଜଳ

ସମ୍ବଲପୁର,୧୦।୭: ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ରବିବାର ପୂର୍ବାହ୍ନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡାଯିବ। ଏନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଡ୍ୟାମ କର୍ତ୍ତୃପକ୍ଷ। ବିଧି ଅନୁସାରେ ପୂଜାର୍ଚ୍ଚନା ପରେ ୭ ନମ୍ବର ଗେଟରୁ ବନ୍ୟା ଜଳ ନିଷ୍କାସନ...

ଉଜ୍ଜ୍ୱଳା ଯୋଜନା ଦିଗହରା

ସମ୍ବଲପୁର,୧୦ା୭(ବ୍ୟୁରୋ): କେନ୍ଦ୍ର ସରକାର ଉଜ୍ଜ୍ୱଳା ଯୋଜନାକୁ ଲୋକାଭିମୁଖି ବୋଲି ପ୍ରଚାର କରୁଥିବାବେଳେ ସମ୍ବଲପୁର ଜିଲାରେ ଏହା ଦିଗହରା ହୋଇପଡିଛି। ୨୦୧୯ ଅକ୍ଟୋବର ମାସରୁ ପ୍ରାୟ ୨ବର୍ଷ ହେଲା ଜିଲାର କୌଣସି ନୂତନ ଉପଭୋକ୍ତାଙ୍କୁ ସଂଯୋଗ ଦିଆଯାଇ ନାହିଁ। ଅନୁରୂପ ଭାବେ...

ଭିମ୍‌ସାରରେ ଦ୍ୱିତୀୟ ଅକ୍ସିଜେନ୍‌ ପ୍ଲାଣ୍ଟ

ସମ୍ବଲପୁର,୧୦ା୭(ବ୍ୟୁରୋ): ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଚ ସେଣ୍ଟର (ଭିମ୍‌ସାର)ରେ ଆଉ ଏକ ଅକ୍ସିଜେନ୍‌ ପ୍ଲାଣ୍ଟ ନିର୍ମାଣ ହେବ। ଏହା ସ୍ବତନ୍ତ୍ର ଭାବେ ଯଷ୍ମା ଓ ଛାତି ବିଭାଗ ମେଡିସିନ ୱାର୍ଡ ପାଇଁ କାର୍ଯ୍ୟ କରିବ।...

୧୧ରେ ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟାଜଳ

ସମ୍ବଲପୁର, ୯ା୭(ବ୍ୟୁରୋ):ସମ୍ବଲପୁରସ୍ଥିତ ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ରେ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂର୍ବାହ୍ନ ୧୧ଟାରେ ଜଳଭଣ୍ଡାର ଗେଟ୍‌ ଖୋଲାଯିବ ବୋଲି ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର, ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, କନ୍ଧମାଳ, ଅନୁଗୋଳ,...

୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ

ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର ସମେତ ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, ଫୁଲବାଣୀ, ଅନୁଗୋଳ, ନୟାଗଡ଼,...

ସମ୍ବଲପୁର, ବରଗଡ଼ରେ ୪ଦିନ ବିଦ୍ୟୁତ୍‌ କାଟ

ସମ୍ବଲପୁର,୫ା୭ (ବ୍ୟୁରୋ): ସମ୍ବଲପୁର ଚିପିଲିମା ପାୱାର ହାଉସ୍‌ରେ ମରାମତି କାମ ଯୋଗୁ ସମ୍ବଲପୁର ଓ ବରଗଡ ଜିଲାର ବିଭିନ୍ନ ଅଞ୍ଚଳକୁ ୪ଦିନ ବିଦ୍ୟୁତ୍‌ ଯୋଗାଣ ପ୍ରଭାବିତ ହେବ। ଓଏଚ୍‌ପିସି ପକ୍ଷରୁ ଚିପିଲିମାରେ ପାୱାର ଟ୍ରାନ୍ସଫର୍ମରରେ ୧୨.୫ ଏମ୍‌ଭିଏ କ୍ଷମତାବିଶିଷ୍ଟ ନୂଆ...

ଯୁବତୀଙ୍କୁ କମେଣ୍ଟ କରି ୧୦ ଗିରଫ

ସମ୍ବଲପୁର,୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଦେଉଳବନ୍ଧ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ କମେଣ୍ଟମରାକୁ ପ୍ରତିବାଦ କରିବାରୁ ଜଣେ ଯୁବତୀଙ୍କୁ ଆକ୍ରମଣ ହୋଇଛି। ଯୁବତୀଙ୍କ ମା’ ତୁଳସୀ ତ୍ରିପାଠୀଙ୍କ ଅଭିଯୋଗ କ୍ରମେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ସେମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri