ସମ୍ବଲପୁର

ଭାଜପାର ୭୨ଘଣ୍ଟିଆ ଚେତାବନୀ

ସମ୍ବଲପୁର,୨୩।୧(ବ୍ୟୁରୋ): ସମ୍ବଲପୁରରେ ଅନୁଷ୍ଠିତ ଚାଷୀ ଅଧିକାର ରାଲିରେ ଗିରଫ ଭାଜପା ନେତାମାନେ ଗୁରୁବାରଠାରୁ ଥାନା ପରିସରରେ ଦେଇଥିବା ଧାରଣା ସ୍ଥଗିତ ରଖିଛନ୍ତିି। ଆର୍‌ଡିସି ନିରଞ୍ଜନ ସାହୁଙ୍କଠାରୁ ପ୍ରତିଶ୍ରୁତି ପାଇ ଦଳ ୭୨ ଘଣ୍ଟା ସମୟ ଦେଇ ଆନ୍ଦୋଳନରୁ ଓହରି ଯାଇଛି।...

ହାତୀ ମୃତ୍ୟୁ ପାଇଁ ବନ ବିଭାଗ ଦାୟୀ

ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ କସଂର ଗ୍ରାମ ନିଟକସ୍ଥ ଜଙ୍ଗଲରୁ ଗୁରୁବାର ବନ ବିଭାଗ ଏକ ମାଈ ହାତୀର ମୃତଦେହ ଜବତ କରିଥିଲା। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଅନୁଯାୟୀ ବିଦ୍ୟୁତ୍‌ ଆଘାତରେ...

୯୦ ଟଙ୍କା ପାଇଁ ହତ୍ୟା: ଦେଢ଼ମାସ ପରେ ଧରାପଡିଲେ ହତ୍ୟାକାରୀ

ସମ୍ବଲପୁର,୨୦ା୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସୁନାପାଲି ନିକଟ ଏକ ପୋଖରୀ ହୁଡାରୁ କ୍ଷେତିପଡାର ମହମ୍ମଦ ଅଫ୍‌ତାର (୪୫)ଙ୍କ ମୃତଦେହ ପୋଲିସ ଜବତ କରିଥିଲା। ଦେଢମାସ ପରେ ପୋଲିସ ଏହି ହତ୍ୟା ଘଟଣାର ପର୍ଦ୍ଦଫାଶ କରିଛି। ପୋଲିସ ବିଭିନ୍ନ ଦିଗରୁ...

ବିଶ୍ୱସ୍ତରୀୟ କରିବାକୁ ଲକ୍ଷ୍ୟ

ସମ୍ବଲପୁର, ୨୦ା୧(ବ୍ୟୁରୋ): ୨୦୨୦ ଜାନୁୟାରୀ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁରର ସମଲେଇ ମନ୍ଦିର ଦର୍ଶନ କରି ଏହାର ସର୍ବାଙ୍ଗୀନ ଉନ୍ନତି କରିବା ଲାଗି ଘୋଷଣା କରିଥିଲେ। ତଦନୁଯାୟୀ ରାଜ୍ୟ ସରକାର ସମଲେଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହ ପାରିପାର୍ଶ୍ୱିିକ...

ନକଲି ସର୍ଫ ବିକ୍ରି ଘଟଣା: ଗୋଦାମ ସିଲ୍‌, ମାଲିକଙ୍କୁ କୋର୍ଟ ଚାଲାଣ

ସମ୍ବଲପୁର,୧୭ା୧(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳ ରେଳ ଫାଟକ ନିକଟ ଓ ଅଇଁଠାପାଲି ଥାନା ନୂଆଁପଡ଼ାସ୍ଥିତ ଗୋଦାମରେ ପୋଲିସ ଚଢାଉ କରିଥିଲା। ଅସଲି ବ୍ରାଣ୍ଡରେ ନକଲି ସାମଗ୍ରୀ ମିଶାଇ ସର୍ଫ ପ୍ୟାକିଂ କରାଯାଉଥିବା ଜାଣି ପୋଲିସ ଉପରୋକ୍ତ ୨...

ଅସଲି ବ୍ରାଣ୍ଡ୍‌ରେ ନକଲି ସର୍ଫ

ସମ୍ବଲପୁର, ୧୬ା୧ (ବ୍ୟୁରୋ): କଟକ, ସୋନପୁର, ବରଗଡ ପରେ ସମ୍ବଲପୁର ଜିଲାରେ ନକଲି ସାମଗ୍ରୀ କାରଖାନା ଠାବ ହୋଇଛି। ଶନିବାର ସନ୍ଧ୍ୟାରେ ଜିଲା ପୋଲିସ ପକ୍ଷରୁ ଅଇଁଠାପାଲି ଥାନା ନୂଆଁପଡା ନିକଟ ଏକ ଗୋଦାମରେ ଚଢ଼ାଉ କରାଯାଇ ୨୪୪ ବସ୍ତା...

ଡିଲ୍‌ ସମୟରେ ୨ ହାତୀ ଦାନ୍ତ ଜବତ

ସମ୍ବଲପୁର,୧୪ା୧(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ବରେଇପାଲି ଛକରୁ ବନ ବିଭାଗର ସ୍ବତନ୍ତ୍ର ଟାସ୍କ ଫୋର୍ସ ଟିମ୍‌(ଏସ୍‌ଟିଏଫ୍‌) ଗୁରୁବାର ଦୁଇଟି ହାତୀ ଦାନ୍ତ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୋନପୁର ଜିଲା...

ଭୀମସାର ନିର୍ଦ୍ଦେଶକଙ୍କ ଅଫିସ ଆଗରେ ଦଳିତ ସେନାର ବିକ୍ଷୋଭ

ସମ୍ବଲପୁର, ୧୪।୧ (ବ୍ୟୁରୋ): ବୁର୍ଲା ଭୀମସାରଠାରେ ଠିକା ସଫେଇ କର୍ମଚାରୀଙ୍କ ବିଭିନ୍ନ ଦାବି ନେଇ ବୁଧବାର ଓଡିଶା ଆଦିବାସୀ ଦଳିତ ସେନା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପୂର୍ବାହ୍ନ ସାଢ଼େ ୧୧ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଆନ୍ଦୋଳନକାରୀ ଦାବି ପୂରଣ...

ଖୁବ୍‌ଶୀଘ୍ର ଦେବଝରଣରେ ବୋଟିଂ ସେବା

ସମ୍ବଲପୁର,୧୩ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଇକୋଟୁରିଜମ ଦେବଝରଣରେ ବୋଟିଂ ସେବା ଖୁବ୍‌ଶୀଘ୍ର ଆରମ୍ଭ ହେବ। ବୁଧବାର ଡ୍ୟାମ୍‌ରେ ବନ ବିଭାଗ ପକ୍ଷରୁ ପ୍ଲାଟଫର୍ମ ନିର୍ମାଣ କରାଯାଇଛି। ଏସିଏଫ୍‌ ମଦନଲାଲ ଶର୍ମା, ସଦର ରେଞ୍ଜର ଗୌରୀ ଦାସ ଉପସ୍ଥିତ ରହି...

ହୀରାକୁଦରେ ପକ୍ଷୀ ସଂଖ୍ୟା ବଢ଼ିଲା

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ଜିଲାର ହୀରାକୁଦ ଡ୍ୟାମରେ ଚଳିତବର୍ଷ ପକ୍ଷୀସଂଖ୍ୟା ବୃଦ୍ଧି ପାଇଛି। ଶୁକ୍ରବାର ବନ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ମୋଟ ୯୮ ପ୍ରଜାତିର ୧ ଲକ୍ଷ ୨୪ ହଜାର ୮୬୪ ପକ୍ଷୀ ହୀରାକୁଦ ଡ୍ୟାମକୁ...

ପିଲାଖେଳରୁ ଗଣ୍ଡଗୋଳ: ଆକ୍ରମଣରେ ଶିଶୁକନ୍ୟାର ଜୀବନ ଗଲା

ସମ୍ବଲପୁର,୯ା୧: ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପିଲାଖେଳକୁ ନେଇ ଗଣ୍ଡଗୋଳ ଘଟିବାରୁ ଏଥିରେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏହି ଘଟଣା ଘଟିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ...

ମଣ୍ଡିରେ ପଡ଼ି ରହିଛି ଧାନ, ଚିନ୍ତାରେ ଚାଷୀ

ନାକଟିଦେଉଳ,୯।୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ବାଟଗାଁ ମଣ୍ଡିରେ ଟାର୍ଗେଟ ନ ଥିବାରୁ ଚାଷୀମାନଙ୍କ ଧାନ ଉଠି ପାରୁ ନ ଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଧାନ ବିକି ପାରି ନ ଥିବା ଚାଷୀମାନେ ଏବେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri