ସମ୍ବଲପୁର

ଚାଷରେ ବ୍ୟବହାର ହେଲା ଝରଣାପାଣି

ସମ୍ବଲପୁର,୨୭ା୮(ବ୍ୟୁରୋ): ଜଙ୍ଗଲ ଭିତରେ ଝରଣା ପାଣି ଅପଚୟ ହେଉଥିଲା। ବର୍ଷାଋତୁରେ ଏହି ଝରଣା ପାଣିକୁ କେବଳ ଲୋକେ ବ୍ୟବହାର କରିପାରୁଥିଲେ। ଗ୍ରୀଷ୍ମ ଋତୁରେ ସେହି ପାଣି ବ୍ୟବହାର ହୋଇପାରୁ ନ ଥିଲା। ଝରଣାର ସେହି ଅପଚୟ ଜଳକୁ ସଂରକ୍ଷଣ କରିବା...

ଇସ୍ରୋ-ଭିସୁଟ୍‌ ମଧ୍ୟରେ ଚୁକ୍ତି ସ୍ବାକ୍ଷର

ସମ୍ବଲପୁର/ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ) ସହାୟତାରେ ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଶର ପ୍ରଥମ ମହାକାଶ ଅନ୍ବେଷଣ କେନ୍ଦ୍ର ଖୋଲାଯିବ। ଏ ନେଇ ଇସ୍ରୋ ଓ ଭିସୁଟ୍‌ ମଧ୍ୟରେ...

ପାକଳ ଧାନ କ୍ଷେତରେ ପୂଜା

ନୂଆଁଖାଇ କୃଷି ଓ କୃଷକର ପର୍ବ । ସେଥିପାଇଁ ଏହାକୁ କୃଷିଭିତ୍ତିକ ପର୍ବ ବୋଲି କୁହାଯାଏ । ନୂଆଁଖାଇ ଦିନ ଚାଷୀ ପୁଅ ପାକଳ ଧାନ କ୍ଷେତକୁ ଯାଇ ଅରୁଆ ଚାଉଳ, ଫୁଲ, ଦୀପ, ଧୂପ, ନାରିକେଳ ଦେଇ ପୂଜାର୍ଚ୍ଚନା...

ଫେସ୍‌ବୁକ୍‌ ଲାଇଭ୍‌ରେ ସମଲେଇଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ସମ୍ବଲପୁର,୨୩।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ  ନୂଆ ଖାଇବା ପରେ ବିଭନ୍ନ ଦେବୀଦେବଙ୍କୁ ଲୋକେ ଦର୍ଶନ କରିଥାନ୍ତି। ସେହିପରି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ଦର୍ଶନ ଶ୍ରଦ୍ଧାଳୁ କରିଥାନ୍ତି । ହେଲେ କରୋନା କଟକଣା ଯୋଗୁ ଚଳିତ ବର୍ଷ...

ଆଜି ଗଣପର୍ବ ନୂଆଁଖାଇ: ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ

ସମ୍ବଲପୁର, ୨୩।୮ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ରବିବାର ପାଳିତ ହେବ। ମହାମାରୀ କରୋନା ସତ୍ତ୍ବେ ଗଣପର୍ବ ଲାଗି ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ ହୋଇ ଉଠିଛି । ପରମ୍ପରାନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ସମ୍ବଲପୁରର ଇଷ୍ଟଦେବୀ ମା’...

ସମ୍ବଲପୁର: ସର୍ବସାଧାରଣ ସ୍ଥାନ, ଅନୁଷ୍ଠାନରେ ଗଣେଶ ପୂଜା ବନ୍ଦ

ସମ୍ବଲପୁର,୨୦ା୮(ବ୍ୟୁରୋ)-ଚଳିତ ବର୍ଷ କରୋନା ଯୋଗୁ ଗଣେଶ ପୂଜା ଉପରେ କଟକଣା ଲଗାଯାଇଛି। ସର୍ବସାଧାରଣ ସ୍ଥାନ, ଶିକ୍ଷାନୁଷ୍ଠାନ, କ୍ଲବ ଗୁଡିକରେ ପୂଜା କରିବା ଉପରେ ରୋକ ଲଗାଯାଇଛି। ଘରେ ପରିବାର ସହ ପୂଜା କରିବାକୁ ଅନୁରୋଧ କରାଯାଇଛି। ଏ ନେଇ ଜିଲାପାଳ...

ହୀରାକୁଦ ଡ୍ୟାମ୍‌ର ୧୨ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୭ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୧୨ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଏବେ ଜଳସ୍ତର ୬୧୫.୪୧...

ହୀରାକୁଦ ଡ୍ୟାମ୍‌ର ୯ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୧୫.୦୨ ଫୁଟକୁ ବୃଦ୍ଧି ପାଇଛି। ସେହିପରି...

କେନ୍ଦୁପତ୍ର କର୍ମଚାରୀ ସଂଘର ଦାବିପତ୍ର

ରେଢାଖୋଲ, ୧୪।୮(ଡି.ଏନ.ଏ.) କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଚପରାସୀମାନଙ୍କ ଦରମା ପ୍ରଦାନ, ଚେକରମାନଙ୍କ ଛଟେଇକୁ ନେଇ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଅସନ୍ତୋଷ ପ୍ରକାଶ କରିଛି। ମହାମାରୀ କରୋନା ପାଇଁ ସିଜନାଲ କର୍ମଚାରୀ, ତୋଳାଳି, ବନ୍ଧେଇ ଶ୍ରମିକ ଦୁର୍ଦ୍ଦିନରେ ରହିଛନ୍ତି। ଏ...

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସମ୍ବଲପୁର,୧୨।୮(ବ୍ୟୁରୋ)-ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ବୁଧବାର ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ତୁଳା ଲଗ୍ନରେ ଚଳିତ ମାସ ୨୩ ତାରିଖ ଇଷ୍ଟଦେବୀ ସମଲେଶ୍ୱରୀଙ୍କ ପାଖରେ ପୂର୍ବାହ୍ନ ୯ଟା ୩୫ ମିନିଟରୁ ୯ଟା ୫୦...

ହାତୀ ଦିବସରେ ହାତୀର ମୃତଦେହ ଉଦ୍ଧାର

ସମ୍ବଲପୁର, ୧୨।୮ (ବ୍ୟୁରୋ): ଅଗଷ୍ଟ ୧୨ ଅର୍ଥାତ୍‌ ବୁଧବାର ହେଉଛି ଅନ୍ତର୍ଜାତୀୟ ହସ୍ତୀ ଦିବସ। ଏହି ହାତୀ ଦିବସରେ ସମ୍ବଲପୁର ବନଖଣ୍ଡ ଧମା ରେଞ୍ଜ ଅନ୍ତର୍ଗତ କେଶାପାଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି...

ସମ୍ବଲପୁର ଜିଲାର ପ୍ରଥମ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ସମ୍ବଲପୁର,୧୨।୮(ବ୍ୟୁରୋ): ସମ୍ବଲପୁର ଜିଲାରେ ପ୍ରଥମ କରୋନା ଯୋଦ୍ଧା ରେଙ୍ଗାଲି ଥାନାର କନଷ୍ଟେବଳ ପେଟ୍ରସ ଟିଗା (୪୦)ଙ୍କର ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍‌ ଗୁରୁତର ହୋଇପଡ଼ିବା ପରେ ତାଙ୍କୁ ବୁର୍ଲା ମେଡିକାଲ ନିଆଯାଇଥିଲା। ସେଠାରେ କରୋନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri