ସୁବର୍ଣ୍ଣପୁର

ମା’ଙ୍କୁ ମୁଖାଗ୍ନି ଦେଇପାରିଲେନି ପୁଅ

ବିନିକା୧୮ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଗାଁର ଜଣେ ଯୁବକ ଗୁଜରାଟରେ ଫସି ରହିଛନ୍ତି। ସାପ କାମୁଡ଼ାରେ ତାଙ୍କ ମା’ଙ୍କ ମୃତ୍ୟୁ…

4 years ago

ସରକାର ଶୁଣିଲେନି, ନିଜଖର୍ଚ୍ଚରେ ତାମିଲନାଡୁରୁ ଫେରୁଛନ୍ତି ୪୫ ଶ୍ରମିକ

ସୋନପୁର,୧୭।୫(ନି.ପ୍ର.)-ଲକ୍‌ଡାଉନ୍‌ ଯୋଗୁଁ ତାମିଲନାଡୁର ନାମକୋଲରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୪୫ ଜଣ ଶ୍ରମିକ ଘରକୁ ପେରୁଛନ୍ତି। ଶନିବାର ରାତିରେ ଅନ୍ୟ ଜିଲାର ଓଡିଆ ଶ୍ରମିକଙ୍କ ସହିତ…

4 years ago

ପାଣି ଲାଗି ହଟହଟା ପଡ଼ାବାସୀ

ବିନିକା,୧୬ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ସାଲମାଟିକ୍ରାର ସମଲେଇ ପଡା। ଏହି ପଡ଼ାବାସୀ ଏବେ ଘୋର ପାନୀୟ ଜଳାଭାବର ସମ୍ମୁଖୀନ ହୋଇଛନ୍ତି। ପଡ଼ାରେ…

4 years ago

ଶୁକ୍ରବାରଠାରୁ ଧାନକିଣା, ଚାଷୀଙ୍କୁ ଅଡୁଆ ସମ୍ଭାବ୍ୟ ବାତ୍ୟା

ସୋନପୁର,୧୪ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ରବିଋତୁ ଧାନକିଣା ଶୁକ୍ରବାରଠାରୁ ଆରମ୍ଭ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅନ୍ୟପକ୍ଷେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ…

4 years ago

ଭିନ୍ନକ୍ଷମ ପୁଅର ବୋଝ ବୋହି ବାଟ ଚାଲୁଛନ୍ତି କାନ୍ତା

ବିନିକା,୧୪ା୫(ଡି.ଏନ୍‌.ଏ.)  କାନ୍ତା ଅଗ୍ରଓ୍ବାଲ। ବୟସ ୬୨। ଜୀବନର ସାୟାହ୍ନରେ ଉପନୀତ ହେଲେ ମଧ୍ୟ ଜୀବନ ଯୁଦ୍ଧରେ ସେ ହାରିନାହାନ୍ତି। ଏବେ ବି ପରଘରେ କାମ କରି ନିଜର…

4 years ago

ସୁବର୍ଣ୍ଣପୁର ଜିଲା: ୬୬୯ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ସୋନପୁର,୧୩।୫(ନି.ପ୍ର.) - ସୁବର୍ଣ୍ଣପୁର ଜିଲାରୁ ପ୍ରତ୍ୟହ କରୋନା ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ଭୁବନେଶ୍ୱର ପଠାଯାଉଛି। ଜିଲା ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ୍‌ ସନ୍ଦିଗ୍ଧଙ୍କଠାରୁ ସ୍ବାବ୍‌ ସଂଗ୍ରହ…

4 years ago

ପ୍ରଥମେ କଡ଼ାକଡ଼ି, ଘଡ଼ିସନ୍ଧି ବେଳେ କୋହଳ

ସୋନପୁର,୧୩ା୫(ନି.ପ୍ର.) - ପ୍ରଥମେ କଡ଼ାକଡ଼ି, ଏବେ ଘଡ଼ିସନ୍ଧି ମୁହୂର୍ତ୍ତରେ ସବୁ କୋହଳ। ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା ପରେ ସମସ୍ତ ରିପୋର୍ଟ ନେଗେଟିଭ୍‌ ଆସିଥିବାରୁ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ…

4 years ago

ମାଛ ମାରୁଥିବାବେଳେ ପୋଖରୀରେ ବୁଡି ଯୁବକ ମୃତ

ଅମରପାଲି, ୧୨।୫ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଶାଲପାଲି ଗ୍ରାମ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ…

4 years ago

ଅସ୍ଥାୟୀ ଆଶ୍ରୟଗୃହରେ ଶ୍ରମିକଙ୍କ ଜୀବନ ଗଲା

ସୋନପୁର/ବିନିକା,୯।୫(ନି.ପ୍ର./ଡି.ଏନ୍‌.ଏ.):ଲକ୍‌ଡାଉନ୍‌ରେ ଫସି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ସିଂଘିଯୁବା ୟୁପି ସ୍କୁଲ(ଅସ୍ଥାୟୀ ଆଶ୍ରୟ ସ୍ଥଳ)ରେ ରହୁଥିବା ପଶ୍ଚିମବଙ୍ଗର ଜଣେ ଶ୍ରମିକଙ୍କର ଶନିବାର ମୃତ୍ୟୁ ହୋଇଛି। ମୃତ…

4 years ago

କରୋନା ପାଇଁ ସତର୍କ, ସଚେତନ ରହିବାକୁ ପରାମର୍ଶ

ବିନିକା,୮ା୫(ଡି.ଏନ୍‌.ଏ.)-ଶୁକ୍ରବାର ବିଶ୍ୱ ରେଡକ୍ରସ ଦିବସ ଅବସରରେ ବିନିକା ଓ ଡୁଙ୍ଗୁରୀପାଲି ବ୍ଲକ୍‌ ଶିକ୍ଷା ବିଭାଗ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଥିଲା। ଏହି…

4 years ago