ସୁବର୍ଣ୍ଣପୁର

ଲାଞ୍ଚ ନେଇ ସରକାରୀ ଚକ୍ଷୁ ବିଶେଷଜ୍ଞ ଡାକ୍ତର ଗିରଫ

ସୋନପୁର;୨୭l୧୧(ମୃତ୍ୟୁଞ୍ଜୟ ଶତପଥୀ): ଚକ୍ଷୁ ଅସ୍ତ୍ରୋପଚାର ପାଇଁ ଲାଞ୍ଚ ନେଇ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଞ୍ଜୀବ କୁମାର କର ସୋମବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି l ଉଲୁଣ୍ଡା ବ୍ଲକ ଯାଲୋଏ ଗ୍ରାମର ଲକ୍ଷ୍ମଣ ତ୍ରିପାଠୀଙ୍କ...

ଅନିଶ୍ଚିତତାରେ ସୁବର୍ଣ୍ଣପୁର ନୂଆ ବସ୍‌ଷ୍ଟାଣ୍ଡ

ସୋନପୁର,୨୬।୧୧(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁରବାସୀଙ୍କ ବହୁ ପ୍ରତୀକ୍ଷିତ ନୂତନ ବସଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତତା ମଧ୍ୟରେ ରହିଛି। ଗତ ଅଗଷ୍ଟ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସୁବର୍ଣ୍ଣପୁରରେ ଏ ଟାଇପ୍‌ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।...

ମୁକୁଳାପଡ଼ିଛି ଶତାଧିକ ବୋର୍‌ଓ୍ବେଲ, କ୍ଷେତ୍ରୀୟ ଅନୁଧ୍ୟାନ କରିବେ ବିଭାଗୀୟ ଇଞ୍ଜିନିୟର

ସୋନପୁର,୧୬।୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ ମୟୂରଉଡାନ ପଞ୍ଚାୟତର କଇଁଫୁଲ ଗାଁରେ ଏକ ଡିପ୍‌ ବୋରଓ୍ବେଲରେ ପଡି ଦୁଃଖୀ ନେଗୀ(୭୨) ନାମ୍ନୀ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିଲା। ଓଡିଶା ଉଠା ଜଳସେଚନ ନିଗମ(ଓଏଲଆଇସି) ପକ୍ଷରୁ ୧୦ ବର୍ଷ ପୂର୍ବରୁ...

ଜୀବନ ଯୁଦ୍ଧରେ ହାରିଗଲେ ବୃଦ୍ଧା

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ପରିତ୍ୟକ୍ତ ଅବସ୍ଥାରେ ମୁକୁଳା ପଡିଥିବା ଏକ ବୋରୱେଲ ଗାତରେ ଦୁଃଖୀ ନେଗୀ ନାମ୍ନୀ ଜଣେ ବୃଦ୍ଧା ଖସି ପଡିଥିଲେ। ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ୍‌ ଟିମ୍‌ ସହଯୋଗରେ...

ବୋରୱେଲ ଗାତରୁ ଉଦ୍ଧାର ହେଲେ ବୃଦ୍ଧା

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ମୁକୁଳା ପଡିଥିବା ଏକ ବୋରୱେଲ ଗାତରେ ଦୁଃଖୀ ନେଗୀ ନାମ୍ନୀ ଜଣେ ବୃଦ୍ଧା ଖସି ପଡିଥିଲେ। ହେଲେ ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ୍‌ ଟିମ୍‌ଙ୍କ ସହଯୋଗରେ ଗାତ...

ମୁକୁଳା ବୋରୱେଲ ଗାତରେ ଖସିପଡ଼ିଲେ ବୃଦ୍ଧା: ଉଦ୍ଧାର କାର୍ଯ୍ୟ ଆରମ୍ଭ

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ଜଣେ ବୃଦ୍ଧା ମୁକୁଳା ପଡ଼ିଥିବା ବୋରୱେଲ ଗାତରେ ଖସି ପଡିଛନ୍ତି। ବୃଦ୍ଧାଙ୍କ ନାମ ଦୁଃଖୀ ନେଗୀ ବୋଲି ଜଣାପଡିଛି। ଝାଡୁ ତିଆରି ପାଇଁ ବେଣା ଘାସ ସଂଗ୍ରହ...

ବାନ୍ଧକଳାରେ ଦୀପାବଳି ଶାଢ଼ି

ଅମରପାଲି,୧୨ା୧୧(ପୀତାମ୍ବର ସାହୁ)ସୂକ୍ଷ୍ମ ସୂତାର କାରିଗରିକୁ ନେଇ ସବୁବେଳେ ଚର୍ଚ୍ଚାରେ ଥାଏ ସୁବର୍ଣ୍ଣପୁର। କେତେବେଳେ ଚଳଚ୍ଚିତ୍ର ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାଏଙ୍କ ପାଇଁ ତ ଆଉ କେତେବେଳେ ବିଦ୍ୟା ବଲାନଙ୍କ ପାଇଁ ଶାଢ଼ି ବୁଣି ବେଶ୍‌ ନାଁ କରିଛନ୍ତି ସୁବର୍ଣ୍ଣପୁର ଜିଲାର ବାନ୍ଧଶିଳ୍ପୀ।...

ଆଲୋକର ପର୍ବ ଦୀପାବଳି: ରୋଜଗାର ଆଶାରେ କୁମ୍ଭକାର

ସୋନପୁର,୧୧।୧୧(ମୃତ୍ୟୁଞ୍ଜୟ ଶତପଥୀ): ଆଲୋକର ପର୍ବ ଦୀପାବଳି। ଏଥର ଦୀପାବଳିରେ ଭଲ ରୋଜଗାର ହେବ ବୋଲି ସୁବର୍ଣ୍ଣପୁର ଜିଲାର କୁମ୍ଭକାର ପରିବାର ଆଶା ବାନ୍ଧିଛନ୍ତି। ଏଥିପାଇଁ ୧ ମାସ ପୂର୍ବରୁ ସେମାନେ ରାତି ଦିନ ଏକ କରି ଭଳିକି ଭଳି ଦୀପ...

ସୁନା ହାର, କାନଫୁଲ ଲୁଟ୍‌ ପାଇଁ ମହିଳାଙ୍କୁ ଟାର୍ଗେଟ୍‌

ସୋନପୁର,୯।୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରରେ ଗତ କିଛି ଦିନ ହେବ ଛିନ୍‌ତାଇ ବୃଦ୍ଧି ପାଇବାରେ ଲାଗିଛି। ସୁନା ଅଳଙ୍କାର, କାନଫୁଲ ଲୁଟ୍‌ ପାଇଁ ପ୍ରାତଃ ଭ୍ରମଣ ଓ ସାନ୍ଧ୍ୟ ଭ୍ରମଣରେ ଯାଉଥିବା ମହିଳାଙ୍କୁ ଟାର୍ଗେଟ୍‌ କରାଯାଉଛି। ବୁଧବାର ମଧ୍ୟାହ୍ନରେ ଢେରାପଡାର...

ବିଲ ଭିତରକୁ ପଶିଗଲା ବସ୍‌, ୧୪ ଆହତ

ଡୁଙ୍ଗୁରିପାଲି,୩୦ା୧୦: ସୋମବାର ସକାଳେ ଏକ ବସ୍‌ର ଚକା ଫାଟି ଯିବାରୁ ଏହା ବିଲ ଭିତରକୁ ପଶିଯାଇଛି। ଫଳରେ ଏହି ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ କୁଶାମାଲ ନିକଟରେ ଏହି ଦୁର୍ଘଟଣା...

୯ କିଲୋ ଓଜନର ରୂପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଲେ ମା’ ସୁରେଶ୍ୱରୀ

ସୋନପୁର,୨୮ା୧୦(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀ ୯ କିଲୋ ଓଜନର ରୂପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କୁ ଜଣେ ଭକ୍ତ ଏହି ରୁପା ଅଳଙ୍କାର ଦେଇଛନ୍ତି। ଅଳଙ୍କାର ମଧ୍ୟରେ ପରଭା, ଛତ୍ର, ପଦ୍ମ...

ଅସୁରକ୍ଷିତ ଗୁଣ୍ଡିଚା ମନ୍ଦିର; ଗଛ ଭର୍ତ୍ତି, ସଫା ପାଇଁ ଉଦ୍ୟମ ହେଉନି

ସୋନପୁର,୧୨।୧୦(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ସବୁଠୁ ଉଚ୍ଚ ଓ କାରୁକାର୍ଯ୍ୟପୂର୍ଣ୍ଣ ମନ୍ଦିର ହେଉଛି ଗୁଣ୍ଡିଚା ମନ୍ଦିର। ଏହି ମନ୍ଦିର ଉପରେ ଏବେ ବର ଓ ଅଶ୍ୱତଥ ଗଛ ଭର୍ତ୍ତି ହୋଇଗଲାଣି। ଗଛଗୁଡିକ ବଢି କ୍ରମେ ୪ରୁ ୫ଫୁଟ ହେଲାଣି। ଗଛର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri