ସୁବର୍ଣ୍ଣପୁର

ପାଠପଢ଼ାରେ ଅର୍ଥ ସାଜିଛି ବାଧକ

ଅମରପାଲି,୨୫ା୮(ପୀତାମ୍ବର ସାହୁ): ଦୃଢ ଇଚ୍ଛାଶକ୍ତି ଓ ଅଧ୍ୟବସାୟ କେବେ ବିଫଳ ଯାଏନାହିଁ। ପ୍ରତିକୂଳ ପରିସ୍ଥିତିରେ ସଂଘର୍ଷ କରି ସଫଳତା ପାଇଛନ୍ତି ଜଣେ ଦୃଷ୍ଟିବାଧିତ ଯୁବକ। ସେ ହେଲେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ଗ୍ରାମ ପଞ୍ଚାୟତ ତେଲିପାଲି ଗ୍ରାମର...

ମହାନଦୀରେ ହେବ ୨ଇନ୍‌ଷ୍ଟ୍ରିମ୍‌ ଷ୍ଟୋରେଜ ଷ୍ଟ୍ରକ୍ଚର

ସୋନପୁର,୨୦।୮(ମୃତ୍ୟୁଞ୍ଜୟ ଶତପଥୀ)ମହାନଦୀର ଖଇରମାଳ ଓ ଗୋଧନେଶ୍ୱର ନିକଟରେ ବହୁ ପ୍ରତୀକ୍ଷିତ ଇନ୍‌ଷ୍ଟ୍ରିମ୍‌ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ ହେବ। ଏହି ୨ ପ୍ରକଳ୍ପ ପାଇଁ ପ୍ରାୟ ୧୯୫୦ କୋଟି ଟଙ୍କା ବ୍ୟୟ କରାଯିବ। ଜଳ ସମ୍ପଦ ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ...

ଡେଙ୍ଗୁ ରୋଗୀ ଚିହ୍ନଟ, ପୌର ପ୍ରଶାସନ ବେଫିକର

ସୋନପୁର,୧୮।୮(ମୃତ୍ୟୁଞ୍ଜୟ ଶତପଥୀ): ନଦୀକୂଳିଆ ସହର ସୁବର୍ଣ୍ଣପୁରରେ ଏଡିସ୍‌ ମଶାଙ୍କ ବଂଶ ବୃଦ୍ଧି ପାଇଛି। ଗତ ୯ ତାରିଖରେ ସହରର ଗ୍ରୀଡକୋ ଅଞ୍ଚଳରେ ଜଣେ ୯ ବର୍ଷୀୟା ବାଳିକାଙ୍କୁ ଡେଙ୍ଗୁ ରୋଗ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ସେହିପରି ଜୁଲାଇ ମାସରେ ସୁବର୍ଣ୍ଣପୁର...

୫-ଟି ସ୍କୁଲର ବିକଳ ଚିତ୍ର

ସୋନପୁର,୧୪।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ଉଚ୍ଚ ବିଦ୍ୟାଳୟଗୁଡିକରେ ଶତାଧିକ ଶିକ୍ଷକ ଓ କର୍ମଚାରୀ ପଦ ଖାଲି ପଡିଛି । ସରକାର ନୂତନ ଶିକ୍ଷକ ଓ କର୍ମଚାରୀ ନିଯୁକ୍ତି ପ୍ରତି ଧ୍ୟାନ ଦେଉ ନ ଥିବାରୁ ସରକାରୀ ଉଚ୍ଚ ବିଦ୍ୟାଳୟଗୁଡିକରେ ଶିକ୍ଷା...

୬୫ ହଜାର ଜାତୀୟ ପତାକା ପ୍ରସ୍ତୁତ କଲେ ମହିଳା

ସୋନପୁର,୧୩।୮(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଜିଲାର ୧୦୦ରୁ ଊର୍ଦ୍ଧ୍ୱ ମହିଳା ୬୫ ହଜାର ଜାତୀୟ ପତାକା ପ୍ରସ୍ତୁତ କରିଛନ୍ତି। ମାତ୍ର ୫ ଦିନ ଭିତରେ ମହିଳାମାନେ ୮/୧୨ ଇଞ୍ଚ ସାଇଜର କପଡା ପତାକା ପ୍ରସ୍ତୁତି କରିବାରେ ସକ୍ଷମ ହୋଇଛନ୍ତି। ଆସନ୍ତା ସୋମବାର ସୁଦ୍ଧା...

ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ

ସୋନପୁର,୧୩ା୮(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ ଖଇରଟିକ୍ରା ଗାଁର ଚାଷୀ ସୁରେଶ କୁମାର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ନିମନ୍ତ୍ରଣ ଆସିଛି। ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଅନୁଷ୍ଠିତ ହେବାକୁ ଥିବା ୭୭ତମ ସ୍ବାଧୀନତା ଦିବସ ଉତ୍ସବରେ ସେ ଯୋଗଦେବେ। ଏ ନେଇ ମିଶ୍ର...

୩୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଚାଉଳ ଜବତ କଲା ପୋଲିସ

ଡୁଙ୍ଗୁରିପାଲି,୧୨ା୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଏଫସିଆଇ ଗେଟ ସମ୍ମୁଖରେ ଥିବା ଏକ ଦୋକାନରେ ସ୍ଥାନୀୟ ପୋଲିସ ଶୁକ୍ରବାର ଚଢାଉ କରି ୩୩ କୁଇଣ୍ଟାଲ ୪୫ କେଜି ଚାଉଳ ଜବତ କରିଛି। ଜବତ ଚାଉଳର ଆନୁମାନିକ ମୂଲ୍ୟ ୧ ଲକ୍ଷରୁ...

ଜବରଦଖଲ ଉଚ୍ଛେଦ କଲା ପ୍ରଶାସନ

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ଖଣ୍ଡହତା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଅଡାଲ ଗ୍ରାମରେ ଜବରଦଖଲ ଉଚ୍ଛେଦ କରିଛି ପ୍ରଶାସନ। ଅଡାଲ ଗ୍ରାମଦେଇ ମୁର୍ଷୁଣ୍ଢି -ଖଣ୍ଡହତା-ସୁବଳୟାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗର ରାସ୍ତାଯାଇଛି। ନୂତନ ଭାବେ...

ବୀରମହାରାଜପୁର କଲେଜରେ ଯୁକ୍ତ ଦୁଇ କଳା ସିଟ୍‌ ବୃଦ୍ଧି

ଅମରପାଲି,୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର କଲେଜରେ ଚଳିତ ବର୍ଷ ଯୁକ୍ତ ଦୁଇ କଳାରେ ସିଟ୍‌ ସଂଖ୍ୟା ବୃଦ୍ଧି ହୋଇଛି। କଲେଜର ଯୁକ୍ତ ଦୁଇ କଳାରେ ୬୪ଟି ସିଟ୍‌ ବୃଦ୍ଧି ହୋଇ ସମୁଦାୟ ୩୨୦ଟି ସିଟ୍‌ ହୋଇଥିବା ଷ୍ଟୁଡେଣ୍ଟ ଏକାଡେମିକ...

କୃଷି ଓ କୃଷକର ପରିସ୍ଥିତିରେ ସୁଧାର ଆସିବା ପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଅମରପାଲି,୯ା୮(ପୀତାମ୍ବର ସାହୁ): କୃଷକ ବିକାଶ ପରିଷଦର ଆହ୍ବାନକ୍ରମେ ସଂଯୁକ୍ତ କିଶାନ ମୋର୍ଚ୍ଚା ଓ ପଶ୍ଚିମ ଓଡ଼ିଶା କୃଷକ ସଂଗଠନବ ସମନ୍ବୟ ସମିତି ପକ୍ଷରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଜିଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଙ୍କୁ ଚାଷୀମାନଙ୍କ ବିଭିନ୍ନ ଦାବି...

ଲଗାଣ ବର୍ଷା ବିତ୍ପାତ: ଭାଙ୍ଗିଛି ଶତାଧିକ କଚ୍ଚା ଘର

ଅମରପାଲି,୭ା୮(ପୀତାମ୍ବର ସାହୁ): ନିକଟରେ ହୋଇଥିବା ଲଗାଣ ବର୍ଷା ପ୍ରଭାବରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅନେକ ରାସ୍ତାଘାଟ ଧୋଇ ହୋଇଯିବା ସହିତ ପୋଲ ଓ ଆପ୍ରୋଚ ରାସ୍ତା ମଧ୍ୟ ଭାଙ୍ଗିଯାଇଛି। ବର୍ଷା ପ୍ରଭାବରେ ସବୁଠୁ ବେଶୀ...

ଜାତୀୟସ୍ତରର ବାନ୍ଧଶିଳ୍ପୀ ପ୍ରହଲ୍ଲାଦ ମେହେର

ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ) : ଦେଶ ବିଦେଶରେ ହସ୍ତତନ୍ତ କ୍ଷେତ୍ରରେ ସୁବର୍ଣ୍ଣପୁର ଜିଲାର ପ୍ରସିଦ୍ଧି ରହିଛି। ପ୍ରହଲ୍ଲାଦ ମେହେର(୬୨) ଏହି ଜିଲାର ଜଣେ ପ୍ରସିଦ୍ଧ ବାନ୍ଧଶିଳ୍ପୀ। ସୁବର୍ଣ୍ଣପୁର ସହର ଷ୍ଟେଟ୍‌ବ୍ୟାଙ୍କ୍‌ ରୋଡ୍‌ରେ ତାଙ୍କ ଘର। କୌଳିକ ବୃତ୍ତି ଭାବେ ଛୋଟବେଳୁ ବାନ୍ଧକଳାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri