ସୁବର୍ଣ୍ଣପୁର

ଫେଲ୍‌ ମାରିଛି ଗାଈ ଗୁହାଳ ଯୋଜନା

ଡୁଙ୍ଗୁରିପାଲି,୨୮ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକରେ ଫେଲ୍‌ ମାରିଛି ସରକାରଙ୍କ ଗାଈ ଗୁହାଳ ଯୋଜନା। ଖୋଲାଆକାଶ ତଳେ ଗାଈ ରଖୁଛନ୍ତି ଚାଷୀ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ବୈଇଦୁପାଲି ଗ୍ରାମ ପଞ୍ଚାୟତ ବଡ଼ ଫଟାମୁଣ୍ଡା ଗ୍ରାମରେ ା ଗ୍ରାମର ହାରାଧନ...

ମତ ନେଇ ନେବାର ଥିଲା ନିଷ୍ପତ୍ତି

ଅମରପାଲି,୨୭ା୫(ଡି.ଏନ.ଏ.):ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଢାଞ୍ଚାରେ ପୁଣି ପରିବର୍ତ୍ତନ କରାଯାଇଛି। ଚଳିତ ଶିକ୍ଷାବର୍ଷ ଠାରୁ ଦୁଇଟି ସମ୍ମେଟିଭ ପରୀକ୍ଷା ବଦଳରେ ବର୍ଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ। ପରୀକ୍ଷାର୍ଥୀ ଥରକେ ୬୦୦ମାର୍କର ପରୀକ୍ଷା ଦେବେ। ଦଶମ ଶ୍ରେଣୀ...

ଆଜିଠୁ ସୁବର୍ଣ୍ଣପୁର ଜିଲାରେ ରବିଧାନ ସଂଗ୍ରହ

ସୋନପୁର,୨୨।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ସୋମବାରଠାରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ୬୦ ପ୍ୟାକ୍ସ ଓ ୩୪ ଡବ୍ଲ୍ୟୁଏସ୍‌ଏଚ୍‌ଜି ଜରିଆରେ ଯୋଗାଣ ନିଗମ ପଞ୍ଜୀକୃତ ଚାଷୀଙ୍କ ନିକଟରୁ ଧାନ କିଣିବ। ଆଗକୁ ଆଉ ୩ଟି ଡବ୍ଲ୍ୟୁଏସ୍‌ଏଚ୍‌ଜି ଓ ଗୋଟିଏ ପ୍ୟାକ୍ସ ଧାନ...

ଫଡି ଘରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ଅମରପାଲି,୨୧ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର କେନ୍ଦୁପତ୍ର ରେଞ୍ଜ ଅଧୀନ ବଡବର୍ଡାକଟା କେନ୍ଦୁପତ୍ର ଫଡି ଘରେ ଦୁର୍ବୁତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଉକ୍ତ କେନ୍ଦୁପତ୍ର ଫଡିରେ ଥିବା ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ଜଳି ପୋଡି ନଷ୍ଟ ହୋଇଯାଇଛି।...

ଲାଞ୍ଚ ନେଇ ଧରାପଡ଼ିଲେ କିରାଣି

ସୋନପୁର,୨୧ା୫(ନି.ପ୍ର.): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମୁଖ୍ୟ ପ୍ରାଣୀ ଚିକିତ୍ସାଳୟର କିରାଣି ଗୋଲକ ବିହାରୀ ପୋଢ଼। ଏରିଅର ବିଲ୍‌ କରାଇ ଦେବାକୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାବୁଡ଼ରେ...

ପଞ୍ଚାୟତ ଅଫିସରେ ପିଇଓଙ୍କୁ ତାଲା ପକାଇଲେ

ଅମରପାଲି,୨୦ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ କାର୍ଯ୍ୟରତ ପିଅନ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ଙ୍କୁ ଶୁକ୍ରବାର ତାଲା ପକାଇ ଦେଇଥିଲେ। ଆକ୍ରୋଶ ମନୋଭାବ ରଖି ପିଅନ ଅନ୍ୟଜଣେ ଯୁବକଙ୍କ ସହ ମିଶି ତାଙ୍କୁ ଆକ୍ରମଣ କରିବା...

ବଜ୍ରକାପ୍ତା ବିକ୍ରି ପାଇଁ କରିଥିଲେ ଅପେକ୍ଷା: ମାଡ଼ିବସିଲା ଏସ୍‌ଟିଏଫ୍‌

ସୋନପୁର,୧୭ା୫(ନି.ପ୍ର.): କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ତିଲେଇମାଲ-ଖେମୁଡିଆମୁଣ୍ଡା ରାସ୍ତାରେ ଚଢାଉ କରି ୨ଟି ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଅଢେଇ ଫୁଟ୍‌ ଲମ୍ବ ମା’ ବଜ୍ରକାପ୍ତାର ଓଜନ ୭କିଲୋ ଓ ଛୁଆ ବଜ୍ରକାପ୍ତାର ଓଜନ ୩...

ପାଇପ ଫାଟିଛି, ମରାମତି ହେଉନି

ଡୁଙ୍ଗୁରିପାଲି,୧୫ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକ ଦିଗଶିରା ହରିଜନ ପଡାବାସୀ ଏବେ ପାଇପ ପାଣି ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପାଇପ ଫାଟି ଯାଇଥିବାରୁ ଏହି ସମସ୍ୟା ଦେଖାଦେଇଛି। ଦୀର୍ଘଦିନ ହେବ ଏହାର ମରାମତି ନ ହେବାରୁ ଏବେ ପରିସ୍ଥିତି...

ଭିଜିଲାନ୍ସ ଜାଲରେ ମୁଖ୍ୟ କିରାଣୀ

ସୋନପୁର,୯।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ତରଭା ସବରେଜିଷ୍ଟ୍ରି ଅଫିସର ମୁଖ୍ୟ କିରାଣୀ ଶିବ ପ୍ରସାଦ ଗୁରୁଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶିବ ପ୍ରସାଦ ଗୁରୁ ଜମି ରେଜିଷ୍ଟ୍ରି ସମ୍ପର୍କିତ କାମ ପାଇଁ ୨୪ ହଜାର ଟଙ୍କା ଲାଞ୍ଚ ନେଉଥିଲା...

ଅମଳ ଅଧିକ, ବିକ୍ରି ହୋଇପାରୁନି

ଅମରପାଲି,୯ା୫ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଚଳିତ ରବିଋତୁରେ ପ୍ରଚୁର ପରିମାଣରେ କଖାରୁ(ମାଖନ) ଉତ୍ପାଦନ ହୋଇଛି। ହେଲେ ବିକ୍ରି କରି ପାରୁ ନ ଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛି। ହଜାର ହଜାର କୁଇଣ୍ଟାଲ କଖାରୁ ନଷ୍ଟ...

ପ୍ରତିଶ୍ରୁତି ରଖିଲାନି ପ୍ରଶାସନ

ବିନିକା,୯ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ଗଁାର ଜିବର୍ଦ୍ଧନ କର୍ଣ୍ଣଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଥିଲା। ଘଟଣାକୁ ଇତିମଧ୍ୟରେ ୫ବର୍ଷ ୬ମାସ ବିତିଛି। ହେଲେ ସେହି ସମୟରେ ଜିଲା ପ୍ରଶାସନ ଦେଇଥିବା ଲିଖିତ ପ୍ରତିଶ୍ରୁତି ଅନୁଯାୟୀ ଜିବର୍ଦ୍ଧନଙ୍କ...

୮ ବର୍ଷରେ ମଲେଣି ୮ହାତୀ

ସୋନପୁର,୯ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ହାତୀଙ୍କ ଆବାସସ୍ଥଳୀ ଅସୁରକ୍ଷିତ ହୋଇପଡିଛି। କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ହାତୀଙ୍କୁ ସୁରକ୍ଷା ଦିଆ ଯାଇପାରୁନି। ବିଦ୍ୟୁତ୍‌ ଆଘାତରେ ପ୍ରାୟତଃ ଅଧିକାଂଶ ହାତୀଙ୍କ ଜୀବନ ଯାଉଛି। ଗତ ୮ ବର୍ଷ ମଧ୍ୟରେ ଜିଲାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri