ସୁବର୍ଣ୍ଣପୁର

ସହଲା ଗ୍ରାମ ପଞ୍ଚାୟତ: କାର୍ଯ୍ୟରେ ଯୋଗଦେଲେ ନିଲମ୍ବିତ ସରପଞ୍ଚ

ଡୁଙ୍ଗୁରିପାଲି, ୨୨।୪: (ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସହଲା ଗ୍ରାମ ପଞ୍ଚାୟତରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ନିଲମ୍ବିତ ସରପଞ୍ଚ ପଟୁଆରୀ ପଧାନ । ସୂଚନା ଅନୁସାରେ, ସହଳା ଗ୍ରାମ ପଞ୍ଚାୟତର ସରପଞ୍ଚ ପଧାନ ଅପରାଧିକ ମାମଲାରେ ଗିରଫ...

ମାଛ ଧରିବା ନେଇ ବ୍ଲାଷ୍ଟିଂ

ସୋନପୁର,୨୧।୪: (ନି.ପ୍ର.) ମହାନଦୀରୁ ମାଛ, ଚିଙ୍ଗୁଡି ଧରିବା ପାଇଁ ଚାଲିଛି ବେଆଇନ ବ୍ଲାଷ୍ଟିଂ ଓ କୀଟନାଶକ ପ୍ରୟୋଗ। ମୁଷ୍ଟିମେୟ ଅଣପାରମ୍ପରିକ ମତ୍ସ୍ୟଜୀବୀ ସୁବିଧାରେ ମାଛ ଧରିବା ପାଇଁ ନଦୀଗର୍ଭରେ ଡିନାମାଇଟ୍‌ ଫୁଟାଉଛନ୍ତି। ବିସ୍ଫୋରଣ ଯୋଗୁ ମାଛ ମରି ପାଣିରେ ଭାସୁଛନ୍ତି...

ମହିଳାଙ୍କ ୧୨.୨୫ ଲକ୍ଷ ଋଣ ଟଙ୍କା ଆତ୍ମସାତ୍‌

ସୋନପୁର,୧୭।୪(ନି.ପ୍ର.): ମହିଳାଙ୍କ ଋଣ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ନିଉ ଅପର୍ଚୁନିଟି କନ୍‌ସଲଟାନ୍ସି ପ୍ରାଇଭେଟ୍‌ ଲିମିଟେଡ୍‌ ସୋନପୁର ଶାଖାର ପ୍ରାକ୍ତନ ପରିଚାଳକ ବିଭୁ ରଞ୍ଜନ ଦେହୁରୀ(୩୧)ଙ୍କୁ ସୋନପୁର ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି । ବିଭୁ...

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀ ମୃତ

ସୋନପୁର/ବିନିକା,୧୨।୪(ନି.ପ୍ର./ଡି.ଏନ.ଏ.): ସୁବର୍ଣ୍ଣପୁର ବନଖଣ୍ଡ ବିନିକା ରେଞ୍ଜ ବାରଡୁଙ୍ଗୁରି ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ସକାଳେ ଏକ ଦନ୍ତାହାତୀର ମୃତଦେହ ଜବତ ହୋଇଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ବାର୍‌ହା ଶିକାର ପାଇଁ ଶିକାରୀମାନେ ପାର୍ଶ୍ୱରେ...

ଦେବୋତ୍ତର ବିଭାଗ ଜମି ଅସୁରକ୍ଷିତ

ସୋନପୁର,୧୧।୪(ନି.ପ୍ର.): ମନ୍ଦିରମାଳିନୀ ତଥା ଐତିହ୍ୟ ସମ୍ପନ୍ନ ସୁବର୍ଣ୍ଣପୁର ଜିଲାରେ ରହିଛି ଶତାଧିକ ଏକର ଦୋବୋତ୍ତର ଜମି। ଏହି ସବୁ ଜମି ଜିଲା ସଦର ମହକୁମା ସମେତ ଗ୍ରାମାଞ୍ଚଳରେ ଦେବାଦେବୀଙ୍କ ନାମରେ ରହିଛି। ବିଭିନ୍ନ ମନ୍ଦିରର ସେବାୟତଙ୍କ ନାମରେ ମଧ୍ୟ ଶତାଧିକ...

ଭିନ୍ନକ୍ଷମ ଭଉଣୀଭାଇଙ୍କୁ ବଢ଼ିଲା ସହାୟତାର ହାତ

ଅମରପାଲି,୧୦।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ଗ୍ରାମରେ ସରକାରୀ ଯୋଜନାରୁ ବାଦ ପଡି ଦୁର୍ବିସହ ଜୀବନ ଜିଉଁଥିବା ଭିନ୍ନକ୍ଷମ ଭଉଣୀ ଭାଇଙ୍କୁ ସହାୟତାର ହାତ ବଢାଇଛନ୍ତି ସ୍ଥାନୀୟ ସରପଞ୍ଚ। ଗତ ମାର୍ଚ୍ଚ ୧୯ତାରିଖରେ ଧରିତ୍ରୀରେ ’ଯୋଜନାରୁ ବଞ୍ଚିତ...

ସହର ଧୂଆଁମୟ : ପଲିଥିନ, ଅଳିଆ ପୋଡାଯାଉଛି

ସୋନପୁର,୧୦।୪(ନି.ପ୍ର.): ସୁବର୍ଣ୍ଣପୁର ସହରକୁ ସକାଳେ ଧୂଆଁମୟ କରାଯାଉଛି। ପଲିଥିନ ପୋଡା ବାସ୍ନା ଓ ଧୂଆଁ ଯୋଗୁଁ ପ୍ରାତଃଭ୍ରମଣରେ ଯାଉଥିବା ଲୋକେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ସଫେଇ କର୍ମଚାରୀମାନେ ପଲିଥିନ ଓ ଅଳିଆରେ ନିଆଁ ଲଗାଇ ଦେଉଥିବାରୁ ସହରରେ...

୩ ପଥକର ଫାଟକ ବନ୍ଦ ହେଉନି

ସୋନପୁର,୯।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ୩ଟି ସ୍ଥାନରେ ଥିବା ପଥକର ଫାଟକ(ଟୋଲ ଗେଟ୍‌)ରୁ ଦୀର୍ଘ ବର୍ଷ ଧରି ଟିକସ ଆଦାୟ ହେଉଛି। ବ୍ରିଜ୍‌ ନିର୍ମାଣର ଖର୍ଚ୍ଚ ବାହାରି ସାରିଥିଲେ ମଧ୍ୟ ସରକାର ଟୋଲଗେଟ୍‌ଗୁଡିକୁ ବନ୍ଦ କରୁନାହାନ୍ତି। ବିଧାନସଭାରେ ପ୍ରଶ୍ନ ପଚାରିଲେ ମଧ୍ୟ...

ଭୀମ ଭୋଇଙ୍କ ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ଦାବି

ସୋନପୁର,୬l୪(ନି. ପ୍ର ): ସୁବର୍ଣ୍ଣପୁର ଜିଲା ଖଲିଆପାଲି ସ୍ଥିତ ସନ୍ଥ କବି ଭୀମ ଭୋଇଙ୍କ ସିଦ୍ଧି ଓ ସାଧନା ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ପାଇଁ ଦାବି ହୋଇଛି। ସେହିଭଳି ପୀଠ ନିକଟରେ ଏକ ଗବେଷଣାକେନ୍ଦ୍ର ପ୍ରତିଷ୍ଠା ଓ ସୁବର୍ଣ୍ଣପୁର...

ଜୁନ୍‌ ସୁଦ୍ଧା ସୋନପୁରକୁ ଟ୍ରେନ୍‌ ଗଡ଼ିବା ନେଇ ପ୍ରଶ୍ନବାଚୀ

ସୋନପୁର,୫ା୪(ନି.ପ୍ର.): ରେଳ ବଜେଟ୍‌ରେ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ବ୍ୟୟବରାଦ ବଢୁଛି। ଗତ ୨୦୧୫-୧୬ ମସିହାରୁ ଏହି ପ୍ରକଳ୍ପ ପାଇଁ ଅନୁଦାନ ରାଶି ବୃଦ୍ଧି ପାଇଛି। ୨୦୨୩-୨୪ ରେଳ ବଜେଟ୍‌ରେ ବହୁ ପ୍ରତିକ୍ଷୀତ ଏହି ପ୍ରକଳ୍ପ ପାଇଁ ରେକର୍ଡ ୧୫୯୯...

ଖେଳବେଳେ ଅଘଟଣ, କୂଅରେ ପଡ଼ି ଦୁଇ ଭଉଣୀ ମୃତ

ଅମରପାଲି,୫।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ମଙ୍ଗଳବାର ଖେଳୁଥିବା ବେଳେ କୂଅରେ ପଡି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେଢବର୍ଷର ସିଦ୍ଧିଶ୍ରୀ ଶତପଥୀ ଏବଂ ତିନିବର୍ଷର ଦିଶା ମିଶ୍ର। ମୃତା ଶିଶୁକନ୍ୟା ସମ୍ପର୍କରେ ମାମୁ ଝିଅ ଓ ପିଉସୀ...

୧୯୨୦ ବୋତଲ କଫ ସିରପ୍‌ ଜବତ : ୫ ଗିରଫ

ସୋନପୁର/ତରଭା,୧।୪(ନି.ପ୍ର./ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ତରଭା ଥାନା ପୋଲିସ ଏକ ବଡ ଧରଣର ବେଆଇନ୍‌ କଫ ସିରପ୍‌ ନେଟଓ୍ବାର୍କିଂକୁ ଭେଦ କରିଛି। ଖାରୀ ନିକଟରେ ତରଭା ପୋଲିସ ଶୁକ୍ରବାର ଚଢାଉ କରି ୧୨ ପେଟି ଏସକଫ କମ୍ପାନୀର କଫ ସିରପ୍‌ ଜବତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri