ସୁବର୍ଣ୍ଣପୁର

ଅଂଶଗ୍ରହଣ କରିବେ ୪୨ପରେଡ୍‌ ଦଳ

ସୋନପୁର,୧୧।୧(ନି.ପ୍ର): ସୁବର୍ଣ୍ଣପୁର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସକାଶେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର...

୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଚାଉଳ ହଡ଼ପ ଅଭିଯୋଗ

ସୋନପୁର,୬।୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତରେ ଥିବା ପିଇଜି(ପ୍ରାଇଭେଟ ଏଣ୍ଟରପ୍ରେନ୍ୟୁୟର ଗୋଡାଉନ୍‌) ଅରିଗାଁରେ ଅନିୟମିତତା ହୋଇଛି। ଗୋଦାମରେ ଥିବା ସରକାରଙ୍କ ପ୍ରାୟ ୧୦ହଜାର ୩୪୪ କୁଇଣ୍ଟାଲ କଷ୍ଟମ ମିଲିଂ ଚାଉଳର ହିସାବ ମିଳୁନି। ହଡପ ଚାଉଳର ଆନୁମାନିକ...

ଲୋକକଳାକୁ ବଞ୍ଚାଇ ରଖିଛି ପଏଁରୀ

ସୋନପୁର,୨।୧(ନି.ପ୍ର.):ସୁବର୍ଣ୍ଣପୁର ଜିଲାର ଲୋକକଳା ଗବେଷଣା କେନ୍ଦ୍ର ତଥା ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ନବବର୍ଷ ଅବସରରେ ପଏଁରୀ ତିହାର-୨୩ ଭୀମ ଭୋଇ କଳା ମଣ୍ଡପରେ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଏହା ତିନି ଦିନ ଧରି ଚାଲିବ। ପୂର୍ବାହ୍ନରେ ଅନୁଷ୍ଠାନର...

ଉଗ୍ରସେନ ଗାଦିଚ୍ୟୁତ, କଂସଙ୍କ ସିଂହାସନ ଆରୋହଣ

ଅମରପାଲି,୨୮।୧୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଅବସରପ୍ରାପ୍ତ ହାଇକୋର୍ଟର ବିଚାରପତି ଶତ୍ରୁଘ୍ନ ପୂଜାହାରୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ଆଞ୍ଚଳିକ ଧନୁଯାତ୍ରା କମିଟି ସଭାପତି...

ଜମା ହୋଇଛି ୪.୫କୋଟି, ଖୋଳାଯାଉନି ନଳକୂପ

ସୋନପୁର,୨୬।୧୨(ନି.ପ୍ର.):ସରକାର ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ଓ ଉତ୍ପାଦନ ବୃଦ୍ଧି କଥା କହୁଛନ୍ତି। ଚାଷ ଜମିକୁ ଜଳସେଚନ ପାଇଁ ଅଗ୍ରାଧିକାର ଦିଆଯାଉଥିବା କୁହାଯାଉଛି। କିନ୍ତୁ ବାସ୍ତବ ସ୍ଥିତି ସମ୍ପୂର୍ଣ୍ଣ ଓଲଟା। ସୁବର୍ଣ୍ଣପୁର ଜିଲାର ୩୦୦୫ ଜଣ ଚାଷୀ ଗଭୀର ନଳକୂପ...

ଦକ୍ଷିଣୀପାଲିରୁ ହକି ମହୋତ୍ସବର ଶୁଭାରମ୍ଭ

ସୋନପୁର,୨୪।୧୨(ନି.ପ୍ର.): ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆରମ୍ଭ ହେବ। ବିଶ୍ୱକପ ହକିର ଆୟୋଜନରେ କେବଳ ଓଡିଶା ନୁହେଁ, ସାରା ଦେଶର ସମ୍ମାନ ଜଡିତ। ବିଶ୍ୱକପ୍‌ ହକିକୁ ସ୍ମରଣୀୟ କରିବା ପାଇଁ ସୁବର୍ଣ୍ଣପୁର...

୧୨୭୭୬ ପ୍ଲଟ୍‌ରେ ମିଛ ଧାନଚାଷ

ସୋନପୁର, ୨୧।୧୨(ନି.ପ୍ର.): ଚାଷ ନାହିଁ, ହେଲେ ଜମିରେ ଖରିଫ ଚାଷ ହୋଇଛି ଦର୍ଶାଇ ବିଭାଗ ପାଖରେ ଶତାଧିକ ଚାଷୀ ପଞ୍ଜୀକରଣ କରିଛନ୍ତି। ସରକାରଙ୍କ ପକ୍ଷରୁ ହୋଇଥିବା ସାଟେଲାଇଟ୍‌ ସର୍ଭେ କିନ୍ତୁ ଏହି ଜାଲିଆତି ଧରାପକାଇଛି। ପଞ୍ଜୀକରଣ ହୋଇଥିବା ଜମି କେଉଁଠି...

ଝିଅ ବାହାଘର ପରେ କର୍ମଚାରୀଙ୍କୁ ଦେଲେ ୨ଲକ୍ଷ ଟଙ୍କାର ଉପହାର

ଅମରପାଲି,୧୯ା୧୨(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ମୁର୍ଷୁଣ୍ଢି ଗ୍ରାମର ବିଶିଷ୍ଟ ବ୍ୟବସାୟୀ କୁଶ କୁମାର ସାହୁଙ୍କ ଝିଅ ଶତାଦ୍ଦୀର ବାହାଘର ସରିଛି। ବାହାଘର ପରେ ସେ ତାଙ୍କ ପାଖରେ ୫ବର୍ଷରୁ ଊର୍ଦ୍ଧ୍ୱ ସମୟ କାମ କରୁଥିବା ୧୨ଜଣ କର୍ମଚାରୀଙ୍କୁ...

ଅନିଶ୍ଚିତତାରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ

ସୋନପୁର,୧୯।୧୨(ନି.ପ୍ର.):ସୁବର୍ଣ୍ଣପୁରର ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତା ମଧ୍ୟରେ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ ହେଁ ଏଥିପ୍ରତି ପରିବହନ ବିଭାଗ, ପୌର ପରିଷଦ କି ଜିଲା ପ୍ରଶାସନର ଦୃଷ୍ଟି ନାହିଁ। ନିର୍ବାଚିତ ଲୋକ...

୧୧ ମାସରେ ଗଲାଣି ୭୯ ଜୀବନ

ସୋନପୁର,୧୫।୧୨(ନି.ପ୍ର.): ସଚେତନତା କାର୍ଯ୍ୟକ୍ରମ ଓ ପୋଲିସ-ପରିବହନ ବିଭାଗର ମିଳିତ ତନଖି ସତ୍ତ୍ୱେ ସୁବର୍ଣ୍ଣପୁର ଜିଲାରେ ସଡକ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ନିଶାସକ୍ତ ଅବସ୍ଥାରେ ଗାଡି ଚାଳନା ଓ ହେଲମେଟ୍‌ ନ ପିନ୍ଧି ବାଇକ୍‌ ଚଳାଇବା କାରଣରୁ ଦୁର୍ଘଟଣା ଏବଂ...

୧୪୮୦ କେନ୍ଦ୍ରରେ ତାଲା ଝୁଲୁଛି

ସୋନପୁର,୧୪।୧୨(ନି.ପ୍ର.): ଭାରତୀୟ ମଜଦୁର ସଂଘ ଦ୍ୱାରା ଅନୁବନ୍ଧିତ ଅଲ୍‌ ଓଡିଶା ଲେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ ଡାକରାରେ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାମାନେ ରାଜ୍ୟବ୍ୟାପୀ ହରତାଳ ଜାରି ରଖିଛନ୍ତି। ଏହିକ୍ରମରେ ସୁବର୍ଣ୍ଣପୁର ଜିଲାର ଅଧିକାଂଶ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ଗତ...

ମଣ୍ଡିରୁ ଉଠୁନି ଧାନ

ସୋନପୁର,୧୨ା୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନକିଣା ଆରମ୍ଭ ହେବାର ୬ ଦିନ ବିତିଲାଣି। ପ୍ରଥମ ପର୍ଯ୍ୟାୟରେ ଜିଲାର ଚାଷୀଙ୍କଠାରୁ ୩୦ଲକ୍ଷ ୪୭ ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଏ ପର୍ଯ୍ୟନ୍ତ ଟାର୍ଗେଟ୍‌ ମିଳିଛି। ମାତ୍ର ଶନିବାର ସନ୍ଧ୍ୟା ସୁଦ୍ଧା କେବଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri