ସୁବର୍ଣ୍ଣପୁର

ନଭେମ୍ବର ୩୦ରୁ ଖରିଫ ଧାନ ସଂଗ୍ରହ

ସୋନପୁର,୩୧।୧୦(ନି.ପ୍ର.)ସୁବର୍ଣ୍ଣପୁର ଜିଲାରେ ନଭେମ୍ବର ୩୦ରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ । ରବିବାର ବ୍ୟତୀତ ସପ୍ତାହକୁ ୬ଦିନ ମଣ୍ଡି ଖୋଲା ରହିବ । ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଷୀଙ୍କ ଧାନ ସଂଗୃହୀତ ହେବ ଏବଂ...

୫୪ ବର୍ଷରେ ମଝିପଡ଼ା କାଳୀପୂଜା: ହିନ୍ଦୁ ମୁସଲିମ୍‌ ଭାଇଚାରାର ବାର୍ତ୍ତା ଦିଏ

ସୋନପୁର,୨୪।୧୦(ନି.ପ୍ର.): ସୁବର୍ଣ୍ଣପୁର ସହର ମଝିପଡାରେ ୫୪ତମ ସାର୍ବଜନୀନ କାଳୀପୂଜା ୨୪ ତାରିଖ ସୋମବାର ରାତିରୁ ଆରମ୍ଭ ହେବ। ରାମଧୂନ କ୍ଲବ ମଝିପଡା ପକ୍ଷରୁ ଏହି ପୂଜା ମହୋତ୍ସବ ମହା ସମାରୋହରେ ଆୟୋଜିତ ହେବ ବୋଲି ପୂଜା କମିଟି ପକ୍ଷରୁ ରବିବାର...

ଦାନବାକ୍ସ ଭାଙ୍ଗି ନେଇଗଲେ ଟଙ୍କା

ବିନିକା, ୨୩ା୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା କପିଳେଶ୍ୱର ମନ୍ଦିରରେ ଥିବା ୩ ଦାନବାକ୍ସ ଭାଙ୍ଗି କେତେକ ଦୁର୍ବୃତ୍ତ ଲୁଟ୍‌ପାଟ୍‌ କରିଥିବା ବିନିକା ଥାନାରେ ଅଭିଯୋଗ ହୋଇଛି। ରବିବାର ଅନୁସନ୍ଧାନକାରୀ କୁକୁର ସହାୟତାରେ ପୋଲିସ ଘଟଣାର...

କାମ ମିଳୁନାହିଁ, ଯୋଜନା ଅପହଞ୍ଚ

ସୋନପୁର,୨୩।୧୦:  ରାଜ୍ୟର ୧୧ଟି ଦାଦନପ୍ରବଣ ଜିଲା ମଧ୍ୟରୁ ସୁବର୍ଣ୍ଣପୁର ଅନ୍ୟତମ। ଏହି ଜିଲାରେ ଦାଦନ ଚାଲାଣ ହୁଏନାହିଁ ବୋଲି ଜିଲା ପ୍ରଶାସନ ପୂର୍ବରୁ ବାହୁସ୍ଫୋଟ ମାରୁଥିଲା। କିନ୍ତୁ କରୋନା ମହାମାରୀ ପ୍ରଶାସନର ଦାବିକୁ ଭୁଲ୍‌ ପ୍ରମାଣିତ କରିଥିଲା, ଯେତେବେଳେ ୧୫,୦୦୦ରୁ...

୬.୪୫ କୋଟି ବ୍ୟୟରେ ସୁବର୍ଣ୍ଣପୁରରେ ପ୍ରତିଷ୍ଠା ହେବ ହସ୍ତତନ୍ତ ମଲ୍‌

ସୋନପୁର,୨୨।୧୦(ନି. ପ୍ର ): ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ପାଇଁ ଖୁସି ଖବର। ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ଶାଢୀର ବିକ୍ରି ବଟା ପାଇଁ ୫୭ ନଂ ଜାତୀୟ ରାଜପଥ ପାର୍ଶ୍ୱ ସୋନପୁର ସହର ଉପକଣ୍ଠ ଝିଙ୍କିଠାରେ ପଶ୍ଚିମ ଓଡିଶା ବିକାଶ ପରିଷଦ...

ଲୋକାର୍ପିତ ହେଲା, କାର୍ଯ୍ୟକ୍ଷମ ହେଉନି

ସୋନପୁର,୨୧।୧୦: ସୁବର୍ଣ୍ଣପୁର ଜିଲା ସଦର ମହକୁମାର ଝୁପୁଡିପଡାରେ ନୂତନ ଭାବେ ନିର୍ମିତ ହୋଇଛି ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର। ଗତ ଜୁନ୍‌ ୧୫ ତାରିଖରେ ସୋନପୁର ବିଧାୟକ ତଥା ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର...

ଶୀତ ପୂର୍ବରୁ ବିଦେଶାଗତ ପକ୍ଷୀଙ୍କ ସମାଗମ

ସୋନପୁର,୧୪।୧୦(ନି.ପ୍ର.):ଶୀତ ଆସିବା ପୂର୍ବରୁ ସୁବର୍ଣ୍ଣପୁର ଜିଲାରେ ବିଦେଶାଗତ ପକ୍ଷୀଙ୍କୁ ଦେଖିବାକୁ ମିଳିଲାଣ। ଗୁରୁବାର ସୋନପୁର ସହର ଥନାପତିପଡାରେ ବିରଳ ପେରିଗ୍ରୀନ୍‌ ଫାଲ୍‌କନ ପକ୍ଷୀଙ୍କୁ ଠାବ କରାଯାଇଛି। ସୁଦୂର ଉତ୍ତର ଆମେରିକାରୁ ଏହି ପକ୍ଷୀ ଏଠାକୁ ଆସିଥିବା ଜଣାଯାଇଛି। ଏହି ପକ୍ଷୀ...

ପରମ୍ପରା, ଭାଇଚାରା ବଜାୟ ରଖିବାକୁ ଗୁରୁତ୍ୱ

ସୋନପୁର,୧୧।୧୦(ନି.ପ୍ର): ସୁବର୍ଣ୍ଣପୁର ଜିଲା କୈବର୍ତ୍ତ ସମାଜ ପକ୍ଷରୁ କାର୍ତ୍ତିକ କୃଷ୍ଣପକ୍ଷ ପ୍ରତିପଦା ଅବସରରେ ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ବାର୍ଷିକ ମହାପୂଜା ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ଜୁଗାର ଯାତ୍ରା ଆୟୋଜିତ ହୋଇଥିଲା। ଶତାଧିକ ମହିଳା ଓ ପୁରୁଷ...

୬୭ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନା

ସୋନପୁର,୨।୧୦(ନି.ପ୍ର.): ଦୁଷ୍ଟ ବିନାଶ ପାଇଁ ଧରାବତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା। ଶନିବାରଠାରୁ ଦେବୀଙ୍କ ପୀଠରେ ଆରମ୍ଭ ହୋଇଛି ମହିଷା ମର୍ଦ୍ଦିନୀଙ୍କ ତ୍ରିଦିନାତ୍ମକ ଦୁର୍ଗାପୂଜା। ରବିବାର ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଥିବା ପୂଜା ମଣ୍ଡପରେ ସପ୍ତମୀ ପୂଜା ଆରମ୍ଭ ହେବ।...

ତୋରଣ, ରାବଣ ଦରବାର ଏଥର ଆକର୍ଷଣ

ଅମରପାଲି,୧ା୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ରଥପୁରରେ ହେଉଥିବା ଦୁର୍ଗାପୂଜା ଚଳିତବର୍ଷ ଦ୍ବିତୀୟ ବର୍ଷରେ ପଦାର୍ପଣ କରିଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇସାରିଛି। ପୂଜା ପାଇଁ ପ୍ରାୟ ୨୦ରୁ ୨୫ ଲକ୍ଷ ଟଙ୍କାର ବଜେଟ କରାଯାଇଛି। ୧ତାରିଖରୁ କାର୍ଯ୍ୟକ୍ରମ...

ରେଞ୍ଜରଙ୍କୁ କାରଣଦର୍ଶାଅ ନୋଟିସ୍‌

ସୋନପୁର,୨୮।୯(ନି.ପ୍ର.): ସୁବର୍ଣ୍ଣପୁର ବନଖଣ୍ଡ ଉଲୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ବାଘପାଲି ଜଙ୍ଗଲରେ ବାଘ ଶିକାର ଘଟଣାରେ ଉଲୁଣ୍ଡା ବନାଞ୍ଚଳ ଅଧିକାରୀ ଦିଲୀପ ପ୍ରଧାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ସୁବର୍ଣ୍ଣପୁରର ଭାରପ୍ରାପ୍ତ ବନଖଣ୍ଡ ଅଧିକାରୀ(ଡିଏଫଓ) ନୀତିଶ କୁମାର ଏହି ନୋଟିସ୍‌...

୧୫୨୯୩ ଯୋଗ୍ୟ ଚାଷୀଙ୍କୁ ମିଳିନି କାଳିଆ,ପିଏମ୍‌ କିଷାନ ଟଙ୍କା

ଅମରପାଲି,୨୭ା୯(ଡି.ଏନ.ଏ): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀଙ୍କୁ ସହାୟତା ପାଇଁ କରିଥିବା କାଳିଆ ଯୋଜନା ଓ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଏବେ ବାଟବଣା ହୋଇପଡିଛି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଅନେକ ଯୋଗ୍ୟ ହିତାଧିକାରୀ ଉକ୍ତ ଯୋଜନାରୁ ବାଦ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri