ସୁବର୍ଣ୍ଣପୁର

ମାସିକ ୧୬ ବଦଳରେ ମିଳୁଛି ୧୧

ସୋନପୁର,୨୯।୯(ମୃତ୍ୟୁଞ୍ଜୟ ଶତପଥୀ): କିଶୋରୀମାନଙ୍କୁ ସ୍ବାସ୍ଥ୍ୟବାନ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍‌ଏସ୍‌ପି) ପ୍ରଣୟନ କରିଛନ୍ତି। ୧୫ ରୁ ୧୯ ବର୍ଷର ସମସ୍ତ କିଶୋରୀ ବାଳିକାଙ୍କୁ ଉପଯୁକ୍ତ ପୁଷ୍ଟି ସାଧନ ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି। ମହିଳା...

ଅନ୍ୟ ଜାତିରେ ବିବାହ କରିଥିବାରୁ କେହି ଛୁଇଁଲେନି, ୧୨ ଘଣ୍ଟା ପଡ଼ିରହିଲା ମୃତଦେହ

ଅମରପାଲି,୨୮ା୯(ପୀତାମ୍ବର ସାହୁ): ଅନ୍ୟ ଜାତିରେ ବିବାହ କରିଥିଲେ ବୋଲି ମୃତ୍ୟୁ ପରେ କେହି ବି ଛୁଇଁଲେନି ମୃତଦେହ। ନୀରବଦ୍ରଷ୍ଟା ସାଜିଲେ ଜ୍ଞାତିକୁଟୁମ୍ବ ବନ୍ଧୁ ବାନ୍ଧବ ଓ ଗ୍ରାମବାସୀ। ଶେଷରେ ସାମାଜିକ ସଙ୍ଗଠନର ସ୍ବେଚ୍ଛାସେବୀମାନେ ଆସି ମୃତଦେହ ଅନ୍ତିମ ସଂସ୍କାର କରିଛନ୍ତି।...

ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା

ଅମରପାଲି,୨୭।୯(ପୀତାମ୍ବର ସାହୁ):ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲ ଚାରି ଗ୍ରାମର ମହିଳା। ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ କରିଛନ୍ତି। ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଉକ୍ତ ବୈଠକରେ ନିଷ୍ପତ୍ତି...

ଶିକ୍ଷକ ବଦଳି ପ୍ରତିବାଦରେ ହାଇସ୍କୁଲରେ ତାଲା

ଅମରପାଲି,୨୭।୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ହାଇସ୍କୁଲରେ ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲ ଫାଟକରେ ତାଲା ମାରି ପ୍ରତିବାଦ କରିଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଅଭିଯୋଗ ଅନୁସାରେ ସ୍କୁଲର ବିଜ୍ଞାନ ଶିକ୍ଷକ ସୁରେଶ ଚନ୍ଦ୍ର ପଣ୍ଡାଙ୍କ ନାମରେ...

କୁଟୀର ଶିଳ୍ପରେ ପରିଣତ ହେଲାଣି ମହୁଲି ମଦ, ବେପାରୀ-ଅବକାରୀ ବିଭାଗ ସଲାସୁତରା

ଅମରପାଲି,୨୬ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅବକାରୀ ଥାନା ଅଞ୍ଚଳରେ ମହୁଲି ମଦ ପ୍ରସ୍ତୁତି କୁଟୀର ଶିଳ୍ପରେ ପରିଣତ ହୋଇଛି। ବେଫିକର ଭାବେ ଗାଁ ଗାଁରେ ବେଆଇନ ଭାବେ ତିଆରି ହେଉଛି ନକଲି ମଦ। ଅବକାରୀ ବିଭାଗ ସବୁ ଜାଣି...

ଡାକସେବାରେ ବିଭିନ୍ନ ସ୍କିମ୍‌ର ଲାଭ ଉଠାନ୍ତୁ

ଅମରପାଲି,୨୬।୯(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ସ୍ଥିତ ରବୀନ୍ଦ୍ର ନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଣ୍ଡଳ ସ୍ତରୀୟ ଡାକମେଳା ୨୦୨୪-୨୫ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠାନର ଅଧ୍ୟକ୍ଷ ଜଗବନ୍ଧୁ ବେରିହାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ବଲାଙ୍ଗୀର...

ସେବା ବଞ୍ଚିବାର ଶୈଳୀ ଶିକ୍ଷା ଦିଏ

ଅମରପାଲି,୨୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦ୍ୱାରା ଜାତୀୟ ସେବା ଯୋଜନା ଦିବସ ପାଳିତ ହୋଇଛି। ଏହି ଅବସରରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ. ହିମାଂଶୁ ଶେଖର ପାଢ଼ୀ ସଭାପତି ଭାବରେ ଯୋଗଦେଇ ଏନଏସଏସର ସ୍ବେଚ୍ଛାସେବୀ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଇଂ. ରଘୁନାଥ ଜଗଦଲା। ୨୦୨୪ ନିର୍ବାଚନରେ ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ୨୧,୯୪୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ପ୍ରଥମ ଥର...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲାଙ୍କ ନାମ ନ ଥିବାରୁ ଉତ୍ସବ ଆରମ୍ଭ ପୂର୍ବରୁ ଉତ୍ତେଜନା ସୃଷ୍ଟି ହୋଇଥିଲା।...

ସ୍କୁଲରେ ତାଲା: ରାଜରାସ୍ତାରେ ପାଠପଢିଲେ ଛାତ୍ରୀଛାତ୍ର

ଲୋଇସିଂହା,୧୮।୯(ସୁଶାନ୍ତ ବାରିକ): ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ କୁମୁଣ୍ଡେ ଗ୍ରାମର ଉଚ୍ଚ ପ୍ରଥମିକ ବିଦ୍ୟାଳୟରେ ନାନା ଅବ୍ୟବସ୍ଥା ସାଙ୍ଗକୁ ପ୍ରଧାନଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ରହିଛି। ଏନେଇ ଗ୍ରାମବାସୀ ବ୍ଲକ ଶିକ୍ଷା ବିଭାଗ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି...

ଶିକ୍ଷାର ବିକାଶ ହେବା ଜରୁରୀ

ଅମରପାଲି, ୧୮।୯(ପୀତାମ୍ବର ସାହୁ):ସାମ୍ପ୍ରତିକ ବିଶ୍ବର ଶିକ୍ଷା ବ୍ୟବସ୍ଥା ସହ ତାଳଦେଇ ଚାଲିବାକୁ ହେଲେ ଦେଶର ଶିକ୍ଷାର ସ୍ତରକୁ ବିଶ୍ବସ୍ତରୀୟ କରିବାକୁ ହେବ। ଏଥିପାଇଁ ଏକ ଭଲ ଶିକ୍ଷାନୀତିର ଆବଶ୍ୟକତା ରହିଛି। ଏହି ଆବଶ୍ୟକୀୟ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ୧୯୮୬ ମସିହାରେ...

ପୂରା ଉଆଁସ ଶାଢ଼ିରେ ଓଡ଼ିଆ ପରମ୍ପରାର ଝଲକ: ଚର୍ଚ୍ଚାରେ ଟିକାୟତ ମେହେର

ଅମରପାଲି,୩ା୯(ପୀତାମ୍ବର ସାହୁ):ଶାଢ଼ିରେ ବାନ୍ଧକଳା କାମ କରି ଓଡ଼ିଆ ପରମ୍ପରାର ଝଲକ ଦେଖାଇଛନ୍ତି ବାନ୍ଧଶିଳ୍ପୀ। ପଶ୍ଚିମ ଓଡ଼ିଶାର ପାରମ୍ପରିକ ପର୍ବ ପୂରା ଉଆଁସକୁ ଶାଢ଼ିରେ ସ୍ଥାନିତକରି ଏବେ ଚର୍ଚ୍ଚାରେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍‌ ଚମ୍ପାମାଳ ପଞ୍ଚାୟତ ହନୁମାନପାଲି ଗ୍ରାମର ବାନ୍ଧଶିଳ୍ପୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri