ସୁବର୍ଣ୍ଣପୁର

କ୍ୱାର୍ଟର୍ସରେ ବରିଷ୍ଠ କିରାଣିଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୨୩।୨(ନି.ପ୍ର.) ସୋନପୁର ସହରସ୍ଥିତ କ୍ଲଷ୍ଟର କଲୋନୀର ସରକାରୀ କ୍ୱାର୍ଟର୍ସରେ ବରିଷ୍ଠ କିରାଣି ଶିବ ନାରାୟଣ ବିଶ୍ୱାଳ(୪୧)ଙ୍କ ସନ୍ଦେହଜନକଭାବେ ମୃତ୍ୟୁ ଘଟିଛି। ପୋଲିସ କ୍ୱାର୍ଟର୍ସ ତାଲା ଭାଙ୍ଗି ଭିତରକୁ ପ୍ରବେଶ କରିବା ପରେ କାନ୍ଥରେ ପୋତା ହୋଇଥିବା ଏକ ଲୁହା କଣ୍ଟାରେ...

ମାହେଶ୍ୱରୀ ଏକଦିବସୀୟ ଫୁଟବଲ : ସିଙ୍ଘପାଲି ଚାମ୍ପିୟନ

ଅମରପାଲି, ୨୩।୨ (ଡି.ଏନ.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ବାଗବର ମାହେଶ୍ୱରୀ ଭେଟେରାନ କ୍ଲବ ଆନୁକୂଲ୍ୟରେ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚରେ ଭେଟେରାନ ବୁର୍ଲାକୁ ହରାଇ ସିଙ୍ଘପାଲି (ସମ୍ବଲପୁର)...

ନାରୀଙ୍କୁ ସମ୍ମାନ ପ୍ରଧାନ କର୍ତ୍ତବ୍ୟ ହେବା ଉଚିତ

ସୋନପୁର,୨୩।୨(ନି.ପ୍ର.) ଭାରତୀୟ ସାମ୍ବିଧାନିକ ବ୍ୟବସ୍ଥାରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ସମାନ ଅଧିକାର ଦିଆଯାଇଛି। ଯେଉଁଠି ଜାତି, ଧର୍ମ, ବର୍ଣ୍ଣ ବା ଲିଙ୍ଗର କୌଣସି ପ୍ରଭେଦ ନଥାଏ। କିନ୍ତୁ ନାରୀମାନଙ୍କ ପ୍ରତି ଏବେ ବି ଅଣଦେଖା କରାଯାଉଛି । ସେମାନେ ନିର୍ଯାତନାର ଶିକାର...

ଲାଞ୍ଚ ନେଇ ଧରାପଡ଼ିଲେ ସୁପରଭାଇଜର, ଅବସରପ୍ରାପ୍ତ ଆର୍‌ଆଇ

ସୋନପୁର,୧୯।୨: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ସୁପରଭାଇଜର ନବେନ୍ଦ୍ର ମହାକୁର ଓ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକ ବାବାଜୀ ଚରଣ ସାହୁ ସମ୍ବଲପୁର ଭିଜିଲାନ୍ସ ଜାଲରେ ପଡିଛନ୍ତି । ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଉଭୟଙ୍କୁ ଗିରଫ କରି...

ନିଆରା ଢଙ୍ଗରେ ଭାଲେଣ୍ଟାଇନ୍ସ ଡେ’ ପାଳନ କଲେ ଯୁବଗୋଷ୍ଠୀ

ସୋନପୁର,୧୪।୨: ଫେବୃୟାରୀ ୧୪ ଭାଲେଣ୍ଟାଇନ୍ସ ଡେ। ଏହି ଦିବସକୁ ଯୁବଗୋଷ୍ଠୀ ମନଭରି ଉପଭୋଗ କରିଥିଲେ। ଚକୋଲେଟ୍‌ ଦୋକାନ, ଫୁଲ ଦୋକାନ ଓ ଗିଫ୍ଟ କର୍ଣ୍ଣରରେ ପ୍ରେମୀ ଯୁଗଳଙ୍କ ବେଶ ଭିଡ ଜମିଥିଲା। ତେବେ ସୋନପୁର ବୁଢାରାଜା ଯୁବକ ସଂଘର କର୍ମକର୍ତ୍ତାମାନେ...

ବନପାଳଙ୍କ ସମ୍ପତ୍ତି ୧. ୪୧ କୋଟି

ସୋନପୁର,୩।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ବିନିକା ବନପାଳ ଜଗବନ୍ଧୁ ବାରିକଙ୍କ ବାସଭବନ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ଭିଜିଲାନ୍ସ ଟିମ୍‌ ଜଗବନ୍ଧୁଙ୍କ ସୋନପୁର ସହର ଶାନ୍ତିନଗରସ୍ଥିତ ଦ୍ୱିତଳ କୋଠା, ଜିଲାପାଳଙ୍କ...

ପୁସ୍ତକ ଅସୁମାରି ସ୍ବପ୍ନ ସମାଜ ପାଇଁ ଆଲୋକ ବର୍ତ୍ତିକା

ସୋନପୁର,୨୬ା୧(ନି.ପ୍ର.) – ପୁସ୍ତକ ଅସୁମାରି ସ୍ବପ୍ନ ଏକ ପ୍ରବନ୍ଧ ସଙ୍କଳନ। ଏହା ସମାଜରେ ସୁଧାର ଆଣିବ। ସମସାମୟିକ ସାମାଜିକ ସମସ୍ୟା ସମ୍ପର୍କରେ ଏଥିରେ ସୁନ୍ଦର ଭାବେ ଉପସ୍ଥାପନ କରାଯାଇଛି। ଶିଶୁ ଅଧିକାର, ସୁରକ୍ଷା, ବାଲ୍ୟ ବିବାହ ଓ ପ୍ରାଥମିକ ଶିକ୍ଷା...

ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଯୁବତୀଙ୍କୁ ଗଣବଳାତ୍କାର: ପୋଲିସ ହାତରେ ଲାଗିଲା ସିସିଟିଭି ଫୁଟେଜ୍‌

ସୋନପୁର,୧୮।୧: ସୁବର୍ଣ୍ଣପୁର ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଜଣେ ଯୁବତୀଙ୍କୁ ସୋମବାର ଗଣବଳାତ୍କାର କରାଯାଇଛି। ପୂର୍ବାହ୍ନରେ ଏହି ଘଟଣା ଘଟିଛି। ସ୍ପଷ୍ଟ ଦିବାଲୋକରେ ୨ଜଣ ଏହି କାଣ୍ଡ ଭିଆଇବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଦକ୍ଷତା ବୃଦ୍ଧି ତାଲିମ...

ଖୋଲିଲା ଧାର୍ମିକସ୍ଥଳ: ନୀତିକାନ୍ତୀ ସମ୍ପନ୍ନ ପରେ ଦର୍ଶନ କଲେ ଭକ୍ତ

ସୋନପୁର,୮।୧: ୯ ମାସର ବ୍ୟବଧାନ ପରେ ସୁବର୍ଣ୍ଣପୁର ଜିଲାର ଧାର୍ମିକସ୍ଥଳଗୁଡିକ ଜନସାଧାରଣଙ୍କ ଦର୍ଶନ ଓ ଉପାସନା ପାଇଁ ଶୁକ୍ରବାର ଖୋଲିଛି। ଜିଲାର ଇଷ୍ଟଦେବୀ ସୁରେଶ୍ୱରୀଙ୍କ ସମେତ ଇଷ୍ଟ ଦେବତା ସୁବର୍ଣ୍ଣମେରୁ, ରାମେଶ୍ୱର, ଗୋକର୍ଣ୍ଣେଶ୍ୱେର, ପଞ୍ଚରଥ, ପଶ୍ଚିମ ସୋମନାଥ, ବୈଦ୍ୟନାଥର କୋଶଲେଶ୍ୱର,...

ଭାଙ୍ଗିଲା ଗତବର୍ଷର ରେକର୍ଡ

ସୋନପୁର,୭।୧(ନି.ପ୍ର.):ନଦୀ, ନାଳ ଓ ବନ୍ଧ ପରିବେଷ୍ଟିତ ସୁବର୍ଣ୍ଣପୁର ଜିଲାରେ ଶୀତକାଳୀନ ପକ୍ଷୀ ଗଣନା ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ପକ୍ଷୀ ଜିଲାକୁ ଆସିଥିବା ଜଣାପଡିଛି। ଏଥର ୯୧ ପ୍ରଜାତିର ମୋଟ ୩୫ ହଜାର ୪୬୦ରୁ ଅଧିକ...

 ଓଲଟିଲା ମାଟି ବୋଝେଇ ହାଇଓ୍ବା: ତଳେ ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଡୁଙ୍ଗୁରିପାଲି,୨ା୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅଧୀନ ଡୁଙ୍ଗୁରିପାଲି ଶିଶୁମନ୍ଦିର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଅଘଟଣ ଘଟିଛି। ଘର ତିଆରି ବେଳେ ମାଟି ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମାଟି ଆଣୁଥିବା...

ମନ୍ଥର ଗତିରେ ଧାନକିଣା : ଅପେକ୍ଷାରେ ବସିଛନ୍ତି ୨୭ହଜାର ଚାଷୀ

ସୋନପୁର,୩୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହେବା ଇତିମଧ୍ୟରେ ୪୦ଦିନ ବିତିଲାଣି । ସରକାର ଜିଲାର ଚାଷୀଙ୍କଠାରୁ ୩ ଲକ୍ଷ ୪୦ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଏ ପର୍ଯ୍ୟନ୍ତ ଟାର୍ଗେଟ୍‌ ଦେଇଛନ୍ତି। ମାତ୍ର ଗୁରୁବାର ସନ୍ଧ୍ୟା ସୁଦ୍ଧା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri