ସୁବର୍ଣ୍ଣପୁର

ଦୁଇ ଦିନ ହେଲା ଥିଲେ ନିଖୋଜ: ନାଳରୁ ମିଳିଲା…

ଅମରପାଲି,୩।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଧୀନ ଯାଲୋଏ ପଞ୍ଚାୟତ ଜାମଗାଁ ନିକଟସ୍ଥ ନାଳରୁ ଜଣେ କଲେଜ ଛାତ୍ରଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ହେଲେ ବୀରମହାରାଜପୁର ଥାନା ଜାମଗାଁର ଯଦୁ ମହାକୁରଙ୍କ ପୁଅ...

ଧାନଫସଲ ଦଳିଚକଟି ନଷ୍ଟକଲେ ୯ଟିକିଆ ହାତୀପଲ

ଅମରପାଲି,୨ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବନାଞ୍ଚଳ ଅନ୍ତର୍ଗତ ପିତାମହୁଲ ପଞ୍ଚାୟତ ଗରିଆମୁଣ୍ଡା ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଦୁଇଦିନ ହେଲା ଦୁରଦୁରା ସଂରକ୍ଷିତ ଜଙ୍ଗଲରୁ ନଅ ଟିକିଆ ହାତୀପଲ ଆସି ଗରିଆମୁଣ୍ଡା ଓ...

ଶିକାର କରିବା ପୂର୍ବରୁ ଧରାପଡ଼ିଲେ ଦୁଇ ଶିକାରୀ

ସୋନପୁର/ଉଲୁଣ୍ଡା, ୩୦।୮ (ମୃତ୍ୟୁଞ୍ଜୟ ଶତପଥୀ/ଉରୁକ୍ରମ ପାଣ୍ଡିଆ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ବନ କ୍ଷେତ୍ରାଞ୍ଚଳର ସିଂହାସନ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ରାତିରେ ବନବିଭାଗର ଟିମ୍‌ ଚଢାଉ କରିଥିଲା। ଠିକ୍‌ ସମୟରେ ଚଢାଉ ଯୋଗୁ ଶିକାରୀ ବନ୍ୟପ୍ରାଣୀ ଶିକାର କରିବା ପୂର୍ବରୁ...

ବାରଝୁଲାରେ ବ୍ୟାପିଲା ଝାଡାବାନ୍ତି: ୨ ଦିନରେ ୧୨ ଆକ୍ରାନ୍ତ ଚିହ୍ନଟ

ଅମରପାଲି,୨୯।୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଗ୍ରାମର ପ୍ରାୟ ୧୨ଜଣ ବ୍ୟକ୍ତି ଝାଡ଼ା ବାନ୍ତି ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ୮ ଜଣ ଆକ୍ରାନ୍ତ ହୋଇଥିବା...

ପୁରୁଷୋତ୍ତମପାଲିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣେ ମୃତ, ୧୪ ଆକ୍ରାନ୍ତ

ଅମରପାଲି,୧୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ପଞ୍ଚାୟତର ପୁରୁଷୋତ୍ତମପାଲିରେ ଝାଡ଼ାବାନ୍ତି ବ୍ୟାପିଛି। ଏଥିରେ ଜଣକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ତେବେ ଶନିବାର ରାତିରେ ଆଉ ୩ ଜଣ ଆକ୍ରାନ୍ତ...

ଲେଖିପଢ଼ି ଜାଣିନାହାନ୍ତି ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେ, ରଦ୍ଦ ହେଲା ସଭ୍ୟପଦ

ଅମରପାଲି,୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ନିମ୍ନା ପଞ୍ଚାୟତ ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଏନେଇ ବୀରମହାରାଜପୁର ଦଓ୍ବୋନି ଅଦାଲତରେ ନ୍ୟାୟ ପ୍ରକାଶ ପାଇଛି। ନ୍ୟାୟଧୀଶ ରାଜଶ୍ରୀ ପଟ୍ଟନାୟକ ଏହି ମାମଲାର ବିଚାର...

ବାନ୍ଧକାମରେ ଶ୍ରୀମଦ୍‌ ଭଗବଦ୍‌ ଗୀତା

ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ): ବର୍ଣ୍ଣିଳ ସଂସ୍କୃତିର ମାଟି ସୁବର୍ଣ୍ଣପୁର। ଏଠାକାର ବାନ୍ଧକଳାରେ ସୃଷ୍ଟ ବୟନଶିଳ୍ପ ବିଶ୍ୱ ବସ୍ତ୍ର ବଜାରରେ ଶୀର୍ଷ ସ୍ଥାନରେ ରହିଛି। ଏଇ ମାଟିର ବାନ୍ଧଶିଳ୍ପୀ ଓ ବୁଣାକାରଙ୍କ ତନ୍ତରୁ ପ୍ରସ୍ତୁତ ବସ୍ତ୍ର ସବୁ ଗ୍ରାହକଙ୍କ ପ୍ରଥମ ପସନ୍ଦ। ସେମିତି...

ପୋଲିସ ପିସ୍ତରୁ ଫୁଟିଲା ଗୁଳି: ଚାଲିଗଲା ୨ ଜୀବନ

ବିନକା,୬।୮: ସୁବର୍ଣ୍ଣପୁର ଜିଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲମାଲ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଳି ମାଡ଼ରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତରୁ ଏହି ଗୁଳି ଫୁଟିଥିବା ଜଣାପଡିଛି।...

ଓଏଲ୍‌ଆଇସି ଆକାଉଣ୍ଟରୁ ୧.୧୯ କୋଟି ଆତ୍ମସାତ୍‌:ସହକାରୀ ହିସାବରକ୍ଷକ ଫେରାର

ସୋନପୁର,୬ା୮: (ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଉଠା ଜଳସେଚନ ନିଗମ(ଓଏଲ୍‌ଆଇସି) ଆକାଉଣ୍ଟରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ ହୋଇଛି। କାର୍ଯ୍ୟାଳୟର ସହକାରୀ ହିସାବରକ୍ଷକ ବଳରାମ ମେହେର ଏହି ଟଙ୍କା ଆତ୍ମସାତ କରିଛନ୍ତି। ଏ ସମ୍ପର୍କରେ ଜଣାପଡିବା ପରେ ଓଏଲ୍‌ଆଇସିର ପରିଚାଳନା ନିର୍ଦ୍ଦେଶକ ସୁଧାଂଶୁ...

ଲାଞ୍ଚନେଇ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ଗିରଫ

ସୋନପୁର,୪ା୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ମୃତ୍ତିକା ସଂରକ୍ଷଣ ବିଭାଗ ଓଭରସିଅର ସୁଧାଂଶୁ ଶେଖର ରଣା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ କାଦୋଦର ପଞ୍ଚାୟତ ବୀରସିଂହପୁର ଗ୍ରାମର ଫାର୍ମପଣ୍ଡ ହିତାଧିକାରୀ ରାମଚନ୍ଦ୍ର ମହାକୁରଙ୍କ ନିକଟରୁ ମଷ୍ଟର ରୋଲ ପ୍ରସ୍ତୁତି...

ଲୋକ ସଭାରେ ଉଠିଲା ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପ୍ରସଙ୍ଗ

ସୋନପୁର,୨।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ମତ୍ସ୍ୟ ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଲୋକ ସଭାରେ ପ୍ରଶ୍ନ ଉଠାଇଛନ୍ତି ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂହଦେଓ। ଜିଲାରେ ମହାନଦୀ, ତେଲନଦୀ, ଅଙ୍ଗନଦୀ ଏବଂ ସୁକତେଲ ନଦୀର ବିସ୍ତୀର୍ଣ୍ଣ ଜଳରାଶି ସହ ଏକାଧିକ ଛୋଟ...

ସୁବର୍ଣ୍ଣପୁର ସହର ପାଇଁ ସିସି କ୍ୟାମେରା ସ୍ବପ୍ନ

ସୋନପୁର,୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ଗୁରୁତ୍ୱପୂର୍ଣ୍ଣ ଛକ ଏବଂ ଜିଲାର ବିନିକା ଓ ତରଭା ସହରରେ ସିସି ଟିଭି କ୍ୟାମେରା ଲଗାଇବା ପାଇଁ ନିଷ୍ପତ୍ତି ହୋଇଛି। ଜାନୁୟାରୀ ମାସରେ ଜିଲା ସଡକ ସୁରକ୍ଷା କମିଟି ଓ ସଚେତନ ନାଗରିକଙ୍କୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri