ସୁବର୍ଣ୍ଣପୁର

ସୋନପୁରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ସୋନପୁର,୧୫।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ କରୋନା ପ୍ରତିରୋଧ ପାଇଁ ପ୍ରଥମ ପର୍ଯ୍ୟାୟରେ ସୋନପୁର ସରକାରୀ ଆଇଟିଆଇକୁ ଅସ୍ଥାୟୀଭାବେ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ବୁଧବାରଠାରୁ ବିଧିବଦ୍ଧ ଭାବେ କାର୍ଯ୍ୟକ୍ଷମ ହୋଇଛି। ଅପରାହ୍ନରେ ଜିଲାପାଳ ମୋନିଷା ବାନାର୍ଜୀ ସାମାଜିକ ଦୂରତ୍ୱ ଅବଲମ୍ବନ...

ହାତୀପଲ ଉଜାଡିଲେ ରବିଧାନ ଫସଲ

ବିନିକା, ୧୪ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ମଣିଗାଁ ଗଁାରେ ହାତୀ ଉପଦ୍ରବ ଦେଖାଦେଇଛି। ଉଲୁଣ୍ଡା ଜଙ୍ଗଲରୁ ସିଣ୍ଡୋଳ ମହାନଦୀ ଦେଇ ଆସିଥିବା ହାତୀପଲ ଗଁା ସମୀପ ରବିଧାନ କ୍ଷେତରେ ପଶି ଖାଇବା ସହ ଦଳିଚକଟି...

ଲକ୍‌ଡାଉନ୍‌ କଟକଣାକୁ ଲୋକେ ମାନୁନାହାନ୍ତି, ପୋଲିସର ଫ୍ଲାଗମାର୍ଚ୍ଚ

ସୋନପୁର,୧୩।୪(ନି.ପ୍ର.):କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଜରୁରୀ କାମ ନଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ହେଲେ ସୁବର୍ଣ୍ଣପୁର ଜିଲାରେ କେତେକ ଲୋକ ଏହି କଟକଣାକୁ ମାନୁନାହାନ୍ତି। ବାହାରେ...

ଅସୁସ୍ଥ ଦନ୍ତାର ଜୀବନଗଲା

ସୋନପୁର,୧୨ା୪(ନି.ପ୍ର.) : ସୁବର୍ଣ୍ଣପୁର ବନଖଣ୍ଡ ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ ଝାରବାହାଲି ଜଙ୍ଗଲରେ ରବିବାର ଏକ ପ୍ରାପ୍ତବୟସ୍କ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ହାତୀଟି ଅସୁସ୍ଥ ଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ଦାନ୍ତ କଟାଯାଇ ବାହାର କରାଯିବ। ପରେ ମୃତଦେହକୁ ମାଟିଖୋଳି...

୮୦୭୪୬ ହିତାଧିକାରୀଙ୍କୁ ତିନିମାସର ଅଗ୍ରୀମ ଚାଉଳ ବଣ୍ଟନ

ଉଲୁଣ୍ଡା, ୮ା୪(ଡି.ଏନ.ଏ.): ରାଜ୍ୟ ତଥା କେନ୍ଦ୍ର ସରକାର କରୋନରୁ ରକ୍ଷା ପାଇବା ପାଇଁ ଲକ୍‌ଡାଉନ ଘୋଷଣା ପରେ ଗରିବ ପରିବାରମାନେ ଯେମିତି ଅସୁବିଧାର ସମ୍ମୁଖୀନ ନହେବେ ସେଥିପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅଗ୍ରୀମ ତିନି ମାସର ଚାଉଳ ଯୋଗଇ...

ଲକ୍‌ଡାଉନ୍‌ ନିୟମକୁ ଫୁ : ହାଟରେ ରହୁନି ସାମାଜିକ ଦୂରତ୍ୱ

ସୋନପୁର,୭।୪(ନି.ପ୍ର.):  ସମଗ୍ର ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଛି। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ସୁବର୍ଣ୍ଣପୁର ଜିଲା ପ୍ରଶାସନ ଲକ୍‌ଡାଉନ୍‌ କଟକଣାକୁ କିପରି କଡାକଡି ଭାବେ ପାଳନ କରାଯିବ ସେ ଦିଗରେ...

ସାମାଜିକ ଦୂରତ୍ୱ ରକ୍ଷା ନ ହେଲେ ଦୋକାନ ବନ୍ଦ

ସୋନପୁର, ୬ା୪(ନି.ପ୍ର.): ଗାଁ ଠୁ ସହର ଦୋକାନ ଭିତରେ ଏବଂ ବାହାରେ ଅତ୍ୟଧିକ ଭିଡ ହେଉଛି। ସାମାଜିକ ଦୂରତ୍ୱ ରକ୍ଷା ହୋଇପାରୁନି। ଏହା ସୁବର୍ଣ୍ଣପୁର ଜିଲା ପାଇଁ ବର୍ତ୍ତମାନ ବିପଦ ସୃଷ୍ଟି କରିଛି। ଏ ସବୁକୁ ଦୃଷ୍ଟିରେ ରଖି ପ୍ରଶାସନ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୪ ସରପଞ୍ଚ ଦେଲେ ୩ ମାସର ଭତ୍ତା

ସୋନପୁର,୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୋନପୁର ବ୍ଳକର ସମସ୍ତ ୧୪ପଞ୍ଚାୟତର ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସେମାନଙ୍କ ୩ ମାସର ଭତ୍ତା/ଦରମା ବାବଦ ୭୮ହଜାର ୯୬୦ଟଙ୍କା ପ୍ରଦାନ କରିଛନ୍ତି। ବିଶିମୁଣ୍ଡା ସରପଞ୍ଚ ମଧୁସୂଦନ ଓତା ସୁବର୍ଣ୍ଣପୁର ପିଡି...

ରକ୍ତ ଅଭାବ ଦୂର ପାଇଁ ପୋଲିସ, ସ୍ବେଚ୍ଛାସେବୀ ଆୟୋଜନ କଲେ ଶିବିର

ସୋନପୁର, ୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଗତ ୨୪ତାରିଖ ମଧ୍ୟରାତ୍ରରୁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। ଜରୁରି କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସ୍ଥିତିରେ ସୁବର୍ଣ୍ଣପୁର ଜିଲାରେ ସ୍ବେଚ୍ଛାକୃତ...

କଲ ଡିଟେଲସରୁ ମିଳିଲା ହତ୍ୟାର ସୁରାଗ: ମହିଳାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗିରଫ

ତରଭା,୫।୪(ଡ଼ି ଏନ ଏ.): ସୁବର୍ଣ୍ଣପୁର ଜିଲା ତରଭା ଥାନା ମାନହୀରା ଗାଁରେ ଅଚିହ୍ନା ବିବାହିତ ମହିଳାଙ୍କୁ ହତ୍ୟା ଘଟଣାର ପର୍ଦାଫାସ ହୋଇଛି। ମହିଳାଙ୍କ ପରିଚୟ ମିଳିବା ସହ ରବିବାର ଅଭିଯୁକ୍ତ ତରଭା ଥାନା ପଦ୍ମପୁର ଗାଁର ସନ୍ତୋଷ କୁମାର ଦାସଙ୍କୁ...

ବ୍ଲଡବ୍ୟାଙ୍କରେ ନାହିଁ ରକ୍ତ, ପୋଲିସ ଆୟୋଜନ କଲା ରକ୍ତଦାନ ଶିବିର

ସୋନପୁର,୫।୪(ନି.ପ୍ର)-କରୋନା ମହାମାରୀ ଏବେ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଛି । ଦେଶରେ ଗତ ୨୪ ତାରିଖ ମଧ୍ୟରାତ୍ରରୁ ଲକଡାଉନ ଘୋଷଣା ହୋଇଛି । ଜରୁରି କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ଏଭଳି ସ୍ଥିତିରେ...

କାମ କରିବାକୁ ଯାଇ ଶ୍ରମିକ ନିଖୋଜ: ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ

ବିନିକା,୨ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ କୁଇବାହାଲ ଗ୍ରାମରେ ବୁଧବାର ଜଣେ ଶ୍ରମିକ କ୍ଷେତକୁ କାମ କରିବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି। ସେ ହେଲେ ତପନ ମହାନନ୍ଦ ଓରଫ କାଳିଆ(୪୩)। ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri