ସୁବର୍ଣ୍ଣପୁର

ବିଛୁପାଲିରୁ-ସୋନପୁରକୁ ଗଡିବ ଟ୍ରେନ୍‌, ଟେଣ୍ଡର ଆହ୍ବାନ କଲା ରେଳ ବିଭାଗ

ସୋନପୁର,୨୬।୨(ନି.ପ୍ର) – ୨୮୯ କିଲୋମିଟର ଦୈଘ୍ୟ ବିଶିଷ୍ଟ ଓଡ଼ିଶାର ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ କାର୍ଯ୍ୟ ଏବେ ତ୍ୱରାନ୍ବିତ ହୋଇଛି। ବଲାଙ୍ଗୀର ପଟୁ ବିଛୁପାଲିରୁ ସୋନପୁର ପର୍ଯ୍ୟନ୍ତ ୩୫ କିଲୋମିଟର ରେଳପଥ ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରିଛି ରେଳ ବିଭାଗ।...

ଭୂମିପୂଜାରେ ସୀମିତ ପାତାଳି ଶ୍ରୀକ୍ଷେତ୍ରର ବିକାଶ

ସୋନପୁର,୨୫।୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ର ହେଉଛି ପଶ୍ଚିମ ଓଡିଶାର ଅନ୍ୟତମ ଧାର୍ମିକ ପର୍ଯ୍ୟଟନସ୍ଥଳୀ। ୨୦୦୩ ମସିହାରେ ରାଜ୍ୟ ସରକାର ଏହି ସ୍ଥାନକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ । ଏହି ମାନ୍ୟତା ପରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...

ଚିକିଛା ଅଭାବୁ ଅଁଧ୍‌ ପାଲଟିଯାଇଛନ୍‌ ପ୍ରାଣବନ୍ଧୁ

ବିନିକା,୨୩।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ କଇଁତରା ଗଁାର ପ୍ରାଣବନ୍ଧୁ ଭୁଏ(୬୫)। ଆଏଜ୍‌କେ ୫ ବଛର ହେଲା ସେ କେହେନ୍‌ସି କାରନ୍‌ରୁ ନିଜର ଦୃଷ୍ଟିଶକ୍ତି ହରେଇଛନ୍‌। ଯାହା ପାରଲେ ଚିକିଛା କରେଇ ନିରାଶ ହେଇଛନ୍‌। ଏହେଦେ ପଏସା କଉଡ଼...

ରାତିସାରା ଟ୍ରଲିରେ ପଡି ରହିଲା ମୃତଦେହ

ସୋନପୁର/ବିନିକା,୨୩।୨(ନି.ପ୍ର./ଡି.ଏନ୍‌.ଏ) ମହା ଶିବରାତ୍ରି ପାଇଁ ସୁବର୍ଣ୍ଣପୁର ଜିଲା ଉତ୍ସବ ମୁଖର ଥିବା ବେଳେ ରାତିରେ ସୁବର୍ଣ୍ଣପୁର ଜିଲା ବିନିକା ସହରର ବିନିକାପଡାରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ବିବାହିତ ମହିଳା ନିଜ ଘରେ ନିଆଁରେ ପୋଡି ହୋଇ ମୃତ୍ୟୁବରଣ...

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଅଙ୍ଗନଓ୍ବାଡି କର୍ମୀ ଗିରଫ

ସୋନପୁର/ତରଭା,୧୯।୨(ନି.ପ୍ର./ଡି.ଏନ.ଏ) – ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀ ମଙ୍ଗଳବାର ତରଭା ବ୍ଲକର ୪ ପଞ୍ଚାୟତ ଗସ୍ତ କରିଥିଲେ। ମଧ୍ୟାହ୍ନ ସାଢେ ୧୨ଟାରେ ହଠାତ୍‌ ଜରାଜରିଙ୍ଗ ପଞ୍ଚାୟତର ତିଲେସରା ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଥିଲେ। କେନ୍ଦ୍ରର ଶିଶୁମାନେ ଏହି ସମୟରେ ଏସଏନପି...

ଆଦିବାସୀ ଚିତ୍ରକଳାର ସ୍ବାତନ୍ତ୍ର୍ୟ ରହିଛି

ସୋନପୁର,୧୯।୨(ନି.ପ୍ର.) – ସୁବର୍ଣ୍ଣପୁରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଆଦିବାସୀ ଚିତ୍ରଶିଳ୍ପୀ ଶିବିର ଓ କଳାକୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ସ୍ଥାନୀୟ ଟାଉନ ହଲରେ ତିନିଦିନ ଏହି କାର୍ଯ୍ୟକ୍ରମ ଆୟୋଜିତ...

୧୧୬୫ ମୂଲ୍ୟବାନ ଗଛକଟାରେ ସୀମିତ ରାସ୍ତା ନିର୍ମାଣ

ସୋନପୁର,୧୩।୨(ନି.ପ୍ର.) – ରାଜନୈତିକ ଓ ପ୍ରଶାସନିକ ଇଛାଶକ୍ତିର ଅଭାବ ଯୋଗୁଁ ସୁବର୍ଣ୍ଣପୁର ଜିଲାର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁନି। ନିର୍ଦ୍ଧାରିତ ସମୟରେ କୌଣସି ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହେଉନି। ବର୍ଷ ବର୍ଷ ଧରି ପ୍ରକଳ୍ପଗୁଡିକ ଅଧାପନ୍ତରିଆ ଅବସ୍ଥାରେ ପଡି ରହୁଛି।...

ମଣ୍ଡିରୁ ଉଠୁନି ଧାନ

ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପରିବା କିମ୍ବା ଧଳା ସୁନା କୁହାଯାଉଥିବା କପାଚାଷ କରି କ୍ଷତି ସହୁଛି। ଚଳିତବର୍ଷ ଭଲ ବର୍ଷା ଓ ଅନୁକୂଳ ପାଗ...

ପିଇଲା ପାଏନ୍‌ ଲାଗି ଜହଗଁଜ୍‌ ଛାତ୍ରୀଛାତ୍ର

ବିନିକା,୧୩।୨(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍‌ ପିତାଇପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟରେ ପିଇଲା ପାଏନ୍‌ ସମସିଆ ଲାଗିରହିଛେ। ଇ ଘଟନାକେ ନେଇ ଅଭିଭାବ ଆର ସ୍କୁଲ କତୁରପକ୍ଷ ବିଭାଗୀୟ ଅଧ୍‌କାରୀମାନକୁ ଜନେଇଥିଲେ ବି ଆଏଜ୍‌ତକ ସମସିଆର...

ଟୋକନ୍‌ ସମସ୍ୟା, ଚାଷୀ ହନ୍ତସନ୍ତ

ସୋନପୁର,୧୨।୨(ନି.ପ୍ର.) – ଅନଲାଇନ ଟୋକନ ବ୍ୟବସ୍ଥାରେ ସମସ୍ୟା ଯୋଗୁଁ ଚଳିତ ବର୍ଷ ସୁବର୍ଣ୍ଣପୁର ଜିଲାରେ ଧାନ ସଂଗ୍ରହ କ୍ଷେତ୍ରରେ ଚରମ ବିଶୃଙ୍ଖଳା ସୃଷ୍ଟି ହୋଇଛି। ନଭେମ୍ବର ୧୫ ତାରିଖରୁ ଖରିଫ ଧାନ କିଣା ଆରମ୍ଭ ହୋଇଥିଲେ ମଧ୍ୟ ହଜାର ହଜାର...

ଅଜନା ରୋଗ୍‌ରେ ପୀଡ଼ିତ ଅଯୋଧ୍ୟା: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

  ବିନିକା,୧୧।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଁଚେତ୍‌ ଖଇରମାଲ ଗଁା ଟିକ୍ରାପଡ଼ାର ମାଞ୍ଜୋ ସୁନାକଁର ମାଏକିନା ଅଯୋଧ୍ୟା ସୁନା(୪୮)। ସେ ଅନେକ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ପରିବାର ଲୋକ୍‌...

ମାନବବାଦ କ୍ଷେତ୍ରରେ ଭୀମଭୋଇ ଉଜ୍ଜ୍ୱଳ ଜ୍ୟୋତିଷ୍କ

ସୋନପୁର, ୯।୨(ନି.ପ୍ର.) ସନ୍ଥ କବି ଭୀମଭୋଇ ଧର୍ମ, ସଂସ୍କୃତି, ସାହିତ୍ୟ ଓ ମାନବବାଦ କ୍ଷେତ୍ରରେ ଏକ ମହାନ ଏବଂ ଉଜ୍ଜ୍ୱଳମୟ ଜ୍ୟୋତିଷ୍କ। ତାଙ୍କ ଦର୍ଶନ ଏବଂ ଜ୍ଞାନାଲୋକ ସମସ୍ତ ମାନବଜାତିକୁ ପଥ ପ୍ରଦର୍ଶନ କରୁଛି। ସମାଜ ଓ ସାମାଜିକ ବ୍ୟବସ୍ଥାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri