ସୁବର୍ଣ୍ଣପୁର

ସେଲ୍‌ଫି ହେଲା କାଳ: ମହାନଦୀ ବ୍ରିଜ୍‌ରୁ ଖସିପଡ଼ିଲେ ଯୁବକ

ସୋନପୁର,୨୭।୧୨(ନି.ପ୍ର.): ମୋବାଇଲରେ ସେଲ୍‌ଫି ନେବା ଯୁବକଙ୍କୁ ମହଙ୍ଗା ସାବ୍ୟସ୍ତ ହୋଇଛି। ଗୁରୁବାର ସକାଳେ ସୋନପୁର ସହର ପଟାଭାଡି ଅଞ୍ଚଳର ଜିତୁ ନାଏକ(୨୪) ମହାନଦୀ ବ୍ରିଜ୍‌ ଉପରେ ଛିଡା ହୋଇ ସେଲ୍‌ଫି ନେଉଥିଲେ। ତେବେ ଅସାବଧାନତାରୁ ସେ ବ୍ରିଜ୍‌ ତଳକୁ ଖସି...

ପାପୀ ଗାଁବାସୀକର ଅଭିଯୋଗ: ମାସ୍‌କେ ଦୁଇଦିନ୍‌ ଖୁଲୁଛେ ଉପ ସ୍ବାସ୍ଥ୍ୟକେନ୍ଦ୍ର

ବିନିକା, ୨୬।୧୨ (ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍‌ ଅଧୀନ ପାପୀ ଉପ ସ୍ବାସ୍ଥ୍ୟକେନ୍ଦ୍ର ତଥା ଏଏନ୍‌ଏମ୍‌ ସେଣ୍ଟର ତିଆର ହେଲାଦିନୁ ଅବେବସ୍‌ତା ଘେରରେ ରହିଛେ। ଦେଖ୍‌ଭାଲ ଅଭାବୁ କେନ୍ଦ୍ରଟା ଲଟାବୁଟା ଢାପି ହେଇ ଭୁତକୁଠି ପାଲଟିଗଲାନ। କେନ୍ଦ୍ରରେ...

ପକ୍ଷୀ, ବାସସ୍ଥଳୀର ସୁରକ୍ଷା ଚିନ୍ତା : ଏକାଠି ହେଲେ ପରିବେଶବିତ୍‌

ସୋନପୁର,୨୭।୧୨(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଛୋଟ ବଡ ନଦୀ, ନାଳ ଓ ବହୁ ସଂଖ୍ୟକ ବନ୍ଧ ରହିଛି। ଜଙ୍ଗଲ ସମ୍ପଦ ଓ ଉତ୍ତମ ଜଳବାୟୁ ଅଛି। ସ୍ଥାନୀୟ ଅଞ୍ଚଳରେ ଦେଖା ଯାଉଥିବା ପକ୍ଷୀଙ୍କ ସମେତ ଦେଶ ଓ ବିଦେଶର ବିରଳ ପକ୍ଷୀଙ୍କ ସମାଗମ...

ମହାନଦୀ ଶଯ୍ୟାରେ ବିଦେଶାଗତ ପକ୍ଷୀଙ୍କ ଭିଡ଼: ଠାବହେଲା ବିରଳ ପକ୍ଷୀ କମନ୍‌ ମରଗାନସର

ସୋନପୁର,୨୬ା୧୨(ନି.ପ୍ର.): ବର୍ତ୍ତମାନ ଶୀତଦିନରେ ଦେଶ ତଥା ଦେଶ ବାହାରର ପକ୍ଷୀଙ୍କ ପାଇଁ ଚିରସ୍ରୋତା ମହାନଦୀ ପାଲଟିଛି ଜଳନିବାସ। ପ୍ରଚଣ୍ଡ ଶୀତରେ ସେଠାକାର ପରିବେଶରେ ବରଫ ପଡୁଥିବାରୁ ବିଦେଶରୁ ପକ୍ଷୀମାନେ ଏଠାକୁ ଚାଲି ଆସୁଛନ୍ତି ସ୍ବଚ୍ଛନ୍ଦରେ ରହିବାକୁ। ଦେଶ ତଥା ବିଦେଶର...

ବାରବୁଲା ଜୀବନ୍‌ ବିତଉଛନ୍‌ ବୁରୁଧ୍‌ ଦମ୍ପତି

ବିନିକା, ୨୬।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ଏନ୍‌ଏସି ଅଧୀନ ଡଭଲା ଓ୍ବାର୍ଡ ନଂ.୧ ରେ ବାପ୍‌ଅଜା ଅମଲୁ ରହିଆସୁଛନ୍‌ ଅସାହା ବୁରୁଧ୍‌ ଦମ୍ପତି ନାଥ ଭୁଏ(୭୭) ଆର ଇଚ୍ଛା ଭୁଏ(୭୨)। ଦମ୍ପତିକଁର ଛୁଆପିଲା, ଘରଦୁଆର ବଲି କିଛି ନାଇଁ।...

ବାପ୍‌ ଉପରେ ୭ ପରାନୀର ବୋଝ୍‌: ମା’ର ଚିକିଛା ସାହାଯ୍‌ ଆଶ୍‌ରେ ଝି’ପୁଓ

ବିନିକା,୨୨।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଖଇରମାଲ ଗଁାର ମହାଦେବ ମନ୍ଦିର ଉପରପଡ଼ାର ସତ୍ୟନାରାୟଣ ବାରିକ(୫୨)କଁର ମାଏକିନା ବୃନ୍ଦାବତୀ(୪୫)। ତାକର ମୁଡେ ରକତ୍‌ ଜମା ହେବାର ଲାଗି ଶରୀରର ଡେବ୍‌ରିଫାଲ ଅଚଲ୍‌ ହେଇଯାଇଛେ। ଡାକ୍‌ତର ରୋଗ୍‌ ଭଲ କରବାକେ...

ଦୁରଦିନରେ ଗରିବ୍‌ ପରିବାର: ଭାଇ, ମାଏକିନାର ଚିକିଛା ଚିନ୍‌ତାରେ ବିକୀର୍ତ୍ତନ

ବିନିକା,୧୬।୧୨ (ଡି.ଏନ୍‌.ଏ.)- ସୁବର୍ଣପୁର ଜିଲା ବିନିକା ବ୍ଲକ ସେଲେଡ଼ି ପଁଚେତ୍‌ ତୁଲୁଣ୍ଡିପାଲି ଗଁାର ହରିଜନ ପଡ଼ାର ବିକୀର୍ତ୍ତନ ନାଗ(୩୧)। ପରିବାର କହେଲେ ବାପ୍‌ ରମେଶ ନାଗ, ମା’ ସୁବିଧା, ମାଏକିନା ଦେବାଳୀ, ଭାଇ ସଂକୀର୍ତ୍ତନ, ଝି’ ନିହାରିକା ଆର ପୁଓ...

ସୁବର୍ଣ୍ଣପୁର ଜିଲା ଚିଠି: ଧଳାସୁନା ମଣ୍ଡି

କୃଷିଭିତ୍ତିକ ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପନିପରିବା କିମ୍ବା ଧଳାସୁନା କୁହାଯାଉଥିବା କପା ଫସଲ କରି ଚାଷୀ କ୍ଷତି ସହୁଛି। ଜିଲାରେ ଚଳିତ ବର୍ଷ ସାଢେ...

ଚନ୍ଦ୍ରିକାକଁର ଅଁଟାରେ ଆବୁ ଘଟନା: ସାହାଯ୍‌ର ହାତ୍‌ ବଢ଼ାଲା ସୁଆସ୍‌ତିଅ ବିଭାଗ

  ଅମରପାଲି, ୧୪।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ଉଫୁଲା ଗଁାର ରୋହନ ରାଜହଂସ ଆର ଦ୍ରୌପଦୀକଁର ଝି’ ଚନ୍ଦ୍ରିକା ରାଜହଂସ(୫)। ତାକର ଅଁଟାରେ ଗୁଟେ ଆବୁ ବଢ଼ତେଲ ଯାଉଛେ। ହେଲେ ଟଁକା ପଏସା ଅଭାବୁ ମା’ବାପ୍‌...

ବନ୍ଧରେ ବୁଡି ୨ ଶିଶୁ କନ୍ୟା ମୃତ

ସୋନପୁର,୧୨।୧୨(ନି.ପ୍ର.) :ସୁବର୍ଣ୍ଣପୁର ଜିଲା ସୋନପୁର ଥାନା ମିକମୁଣ୍ଡା ଗ୍ରାମ ପୁଟକି ବନ୍ଧରେ ବୁଡି ୨ ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ମଧ୍ୟାହ୍ନରେ ଏହି ଘଟଣା ଘଟିଛି । ସୂଚନା ପାଇଁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଜଳାଶୟରୁ ଶିଶୁ କନ୍ୟାଙ୍କୁ...

ମହାନଦୀରେ ବୁଡ଼ି ହାତୀ ଶାବକ ମୃତ

  ସୋନପୁର/ଉଲୁଣ୍ଡା, ୮।୧୨(ନି.ପ୍ର./ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ମହାନଦୀର ବାଘପାଲି ଘାଟ ନିକଟ ପାଣିରେ ବୁଡ଼ି ଏକ ହାତୀ ଶାବକର ମୃତ୍ୟୁ ହୋଇଛି। ଶନିବାର ସକାଳ ୬ଟାରେ ଏହି ଘଟଣା ଘଟିଛି । ମୃତ ଅଣ୍ଡିରା ହାତୀ...

ସୁବର୍ଣ୍ଣପୁର ରିଂରୋଡ: ଅବଧି ସରିଲାଣି, ନିର୍ମାଣ କାମ ସରୁନି

ସୋନପୁର, ୫।୧୨(ନି.ପ୍ର.) ସୁବର୍ଣ୍ଣପୁର ସହରର ତିନିପାର୍ଶ୍ୱକୁ ଘେରି ରହିଛି ମହାନଦୀ ଓ ତେଲନଦୀ। ବର୍ଷା ଋତୁରେ ଏହି ସହରକୁ ବନ୍ୟାଦାଉରୁ ରକ୍ଷା କରିବା ପାଇଁ ନଦୀବନ୍ଧ ତଥା ରିଂରୋଡ ନିର୍ମାଣ ସକାଶେ ମହାରାଜା ବୀରମିତ୍ରୋଦୟ ସଙ୍କଳ୍ପ ନେଇଥିଲେ। ଏଥିପାଇଁ ସେହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri