ସୁବର୍ଣ୍ଣପୁର

ଜିଲାପାଳ ବଦଳିଲା ପରେ ଗୋ ଶ୍ରଦ୍ଧା ଯୋଜନା ଫେଲ୍‌

ସୋନପୁର,୨୧।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ପୌର ପ୍ରଶାସନ ପକ୍ଷରୁ ୨୦୨୧ ଅଗଷ୍ଟ ୧୬ ତାରିଖ ଠାରୁ ସହରରେ ଆରମ୍ଭ ହୋଇଥିଲା ଗୋ ଶ୍ରଦ୍ଧା ଯୋଜନା। ସହରରେ ଗାଈ ଗୋରୁ ପାଳନ କରୁଥିବା ବ୍ୟକ୍ତିମାନେ ସେମାନଙ୍କ ପାଳିତ ଗାଈ ଗୋରୁଙ୍କୁ କୌଣସି ପରିସ୍ଥିତିରେ ରାସ୍ତା...

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନାମ ଘୋଷଣା କଲା।...

ସୋନପୁର ହୋଇନି ସୁବର୍ଣ୍ଣପୁର

ସୋନପୁର,୧୪।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ଜିଲା ଗଠନ ହେବାର ଇତିମଧ୍ୟରେ ୩୧ ବର୍ଷ ବିତିଯାଇଛି। ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ସୋନପୁର ଉପଖଣ୍ଡ ବଲାଙ୍ଗୀର ଜିଲାରୁ ଅଲଗା ହୋଇ ଏକ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା। ଏଥିପାଇଁ ରାଜ୍ୟ...

ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢୁଛି

ସୋନପୁର,୧୨।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ଶିକ୍ଷିତ ବେକାରଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ନିଯୁକ୍ତି ସୁଯୋଗ ନ ଥିବାରୁ ଶିକ୍ଷିତ ଯୁବତୀଯୁବକମାନେ ବାହାର ରାଜ୍ୟକୁ କାମ କରିବାକୁ ଯାଉଛନ୍ତି। ଏହି ଜିଲାରେ ପର୍ଯ୍ୟଟନର ଅପାର ସମ୍ଭାବନା ରହିଛି। ଜଙ୍ଗଲ, ପାହାଡ,...

ବିଜେଡି ଛାଡ଼ିଲେ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ

ଅମରପାଲି,୮ା୪(ପୀତାମ୍ବର ସାହୁ): ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ଏବଂ ବ୍ଲକ ଉପାଧ୍ୟକ୍ଷ ତଥା ବ୍ଲକ ବିଜେଡି ଯୁବ ସଭାପତି ନାରାୟଣ ଲୁହା ଓ ତାଙ୍କ ଶତାଧିକ ସମର୍ଥକ। ଏନେଇ ଏକ ଖବରଦାତା ସମ୍ମିଳନୀରେ...

ନିରଞ୍ଜନ-ପ୍ରମୋଦ, ପଦ୍ମନାଭ-ରଘୁନାଥ ଲଢ଼େଇ

ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର ପ୍ରାର୍ଥୀ। ସୋନପୁରରେ ୨୦୧୪ ନିର୍ବାଚନର ପ୍ରାର୍ଥୀ ଓ ବୀରମହାରାଜପୁରରେ ୨୦୧୯ ନିର୍ବାଚନର ପ୍ରାର୍ଥୀ...

କାର୍‌ରୁ ମିଳିଲା ୫୫ ଲକ୍ଷ ଟଙ୍କା

ବିନିକା,୬ା୪: କାର୍‌ରୁ ମିଳିଛି ଲକ୍ଷାଧିକ ଟଙ୍କା। ସୁବର୍ଣ୍ଣପୁର ଜିଲା ବିନିକା କଲେଜ ଛକରେ ଗାଡ଼ି ଚେକିଂ ବେଳେ ଏକ କାର୍‌ରୁ ୫୫ ଲକ୍ଷ ଟଙ୍କା ଜବତ କରିଛି ପୋଲିସ। ଉକ୍ତ ଗାଡ଼ିରେ କାର୍‌ ଡ୍ରାଇଭରଙ୍କ ସମେତ ୬ ଜଣ ଥିଲେ।...

ନେପାଳରେ ଚମକିଲେ ସୁବର୍ଣ୍ଣପୁରର ୩ କୁନି ମଡେଲ

ସୋନପୁର,୬ା୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ୩ ଝିଅ ନେପାଳର ରାଜଧାନୀ କାଠମାଣ୍ଡୁରେ ଆୟୋଜିତ ଅନ୍ତର୍ଜାତୀୟ ମଡେଲିଂ ପ୍ରତିଯୋଗିତାରେ ଭାଗ ନେଇ ନିଜର ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଛନ୍ତି। କୁନି ମଡେଲ ବିଶ୍ୱବିଜୟିନୀ, ସୁଚିସ୍ମିତା ଓ ହର୍ଷିତା ବିଦେଶ ମାଟିରେ ଚମକିବା ସହ...

ଓଡ଼ିଶାରେ ସରକାର ଗଢ଼ିବ ଭାଜପା: ଜୟନାରାୟଣ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ଦଳ ପୁଣିଥରେ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଛି। ଜୟନାରାୟଣଙ୍କ ନାମ ଘୋଷଣା ପରେ ତାଙ୍କ...

ସ୍ବର୍ଗତ ପିତାଙ୍କ ଋଣ ଶୁଝିବାକୁ ଅନାଥ ପୁଅଙ୍କୁ ସମନ, ହସ୍ତକ୍ଷେପ କରିବାକୁ ରାଷ୍ଟ୍ରପତିଙ୍କୁ ନିବେଦନ

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ମା’ବାପା ଛେଉଣ୍ଡ ଦୁଇ ନାବାଳଙ୍କ ନାମରେ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ବରଗଡ଼ ଶାଖା ପକ୍ଷରୁ ପିତାଙ୍କ ନାମରେ ଥିବା ଋଣ ଶୁଝିବାକୁ ସମନ ଜାରି କରାଯାଇଛି। ଏ ନେଇ ନାବାଳକ ଦ୍ୱୟ ପତ୍ର ମାଧ୍ୟମରେ ରାଷ୍ଟ୍ରପତି ଓ ଜାତୀୟ...

ପ୍ରଭାବ ଦେଖାଇବାକୁ ଆଶାୟୀଙ୍କ କସରତ

ଅମରପାଲି,୨୩ା୩ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଧାନସଭା କ୍ଷେତ୍ରରେ ଆଶାୟୀ ପ୍ରାର୍ଥୀମାନେ ଦଳୀୟ ଟିକେଟ ପାଇଁ କସରତ ଆରମ୍ଭ କଲେଣି। ନିଜ ଢଙ୍ଗରେ ଦଳୀୟ ହାଇକମାଣ୍ଡଙ୍କ ନିକଟରେ ନିଜ ଅଞ୍ଚଳରେ ଥିବା ପ୍ରଭାବ ଦେଖାଇବାରେ ଏମାନେ ବ୍ୟସ୍ତ। ବିଜେଡି-ଭାଜପା...

ମନ୍ଦିରମାଳିନୀ ଜିଲା ସୁବର୍ଣ୍ଣପୁର ପର୍ଯ୍ୟଟନ ବିକାଶରେ ଶୂନ

ସୋନପୁର,୨୧ା୩(ମୃତ୍ୟୁଞ୍ଜୟ ଶତପଥୀ)ଓଡିଶା ପର୍ଯ୍ୟଟନ ମାନଚିତ୍ରରେ ସୁବର୍ଣ୍ଣପୁର ଜିଲାର ସ୍ବତନ୍ତ୍ର ସ୍ଥାନ ରହିଛି। ଜିଲାରେ ୧୦୮ଟି ମନ୍ଦିର ସହ ଅନେକ ପର୍ଯ୍ୟଟନ କ୍ଷେତ୍ର ରହିଛି। ସୁବର୍ଣ୍ଣପୁର ସହରରେ ରହିଛନ୍ତି ଅଷ୍ଟଚଣ୍ଡୀ, ଅଷ୍ଟଶମ୍ଭୁ ଓ ଅଷ୍ଟବିଷ୍ଣୁ। ପର୍ଯ୍ୟଟନ ମାନଚିତ୍ରରେ ଜିଲା ସ୍ବତନ୍ତ୍ର ପରିଚୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri