ସୁବର୍ଣ୍ଣପୁର

ସୋନପୁର: ହୋର୍ଡିଂ ହଟୁନି

ସୋନପୁର,୧୮।୩(ମୃତ୍ୟୁଞ୍ଜୟ ଶତପଥୀ): ଆସନ୍ତା ଲୋକସଭା ଓ ଓଡିଶା ବିଧାନସଭା ନିର୍ବାଚନ ପାଇଁ ଭାରତର ନିର୍ବାଚନ କମିଶନର ଶନିବାର ତାରିଖ ଘୋଷଣା କରିଛନ୍ତି। ଓଡିଶାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ କମିଶନର ଶନିବାର ଅପରାହ୍ନ ୩ଟାରେ ନିର୍ବାଚନ ତାରିଖ ଘୋଷଣା...

ସୁବର୍ଣ୍ଣପୁର ଦେଖିନାହିଁ ବିଧାୟିକା

ସୋନପୁର,୧୮।୩(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ରାଜନୀତିରେ ବହୁ ମହିଳା ସରପଞ୍ଚ, ପଞ୍ଚାୟତ ସମିତି ଅଧ୍ୟକ୍ଷ, ପୌରାଧ୍ୟକ୍ଷ ଓ ଜିଲା ପରିଷଦ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ତେବେ ଏ ପର୍ଯ୍ୟନ୍ତ କୌଣସି ରାଜନୈତିକ ଦଳରୁ ଜଣେ ହେଲେ ମହିଳା ବିଧାୟକ...

ସୁବର୍ଣ୍ଣପୁର ରାଜନୀତିକୁ ଉଷ୍ମ କରିଛି ମେଣ୍ଟ ଚର୍ଚ୍ଚା

ସୋନପୁର,୧୪।୩(ମୃତ୍ୟୁଞ୍ଜୟ ଶତପଥୀ)ସାଧାରଣ ନିର୍ବାଚନକୁ ନେଇ ବାତାବରଣ ସରଗରମ ଥିବା ବେଳେ ଏବେ ମେଣ୍ଟ ଚର୍ଚ୍ଚା ସୁବର୍ଣ୍ଣପୁର ରାଜନୀତିକୁ ଆହୁରି ଉଷ୍ମ କରିଛି। ଯଦିଓ ମେଣ୍ଟର ରୂପରେଖ ସମ୍ପର୍କରେ ଚିତ୍ର କିଛି ସ୍ପଷ୍ଟ ହୋଇନି, କିନ୍ତୁ ଖୁବ୍‌ଶୀଘ୍ର ବିଜେଡି-ଭାଜପା ଏ ବାବଦରେ...

ଅନ୍ୟ ଯୁବକଙ୍କ ସହ ଲୁଚିଲୁଚି ଫୋନ୍‌ରେ କଥା ହେଉଥିଲେ ପ୍ରେମିକା , ପ୍ରେମିକ ତଣ୍ଟି ଚିପି ଜାଳିଦେଲେ

ସୁବର୍ଣ୍ଣପୁର,୨୬।୨: ଅନ୍ୟ ଜଣେ ଯୁବକଙ୍କ ସାଙ୍ଗରେ ମୋବାଇଲରେ କଥା ହେଉଥିବାରୁ ପ୍ରେମିକାଙ୍କୁ ମାରିଦେଲେ ପ୍ରେମିକ। ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା କେନଝିରିଆପାଲି ପଞ୍ଚାୟତ ବଲିପାଲିରେ। ସୋମବାର ଅର୍ଦ୍ଧ ଦଗ୍ଧ ମୃତଦେହ ବୀରମହାରାଜପୁରର ପୋଲିସ ଉଦ୍ଧାର କରିଛି...

ବୀରମହାରାଜପୁରକୁ ଏନ୍‌ଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ନୂତନ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟରେ...

ଛେନାପୋଡ଼ ଦେଇଛି ସ୍ବତନ୍ତ୍ର ପରିଚୟ

ସୋନପୁର,୨୪।୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବିନିକାର ଜଣେ ଉଚ୍ଚ ଶିକ୍ଷିତ ଯୁବକ ସୌମ୍ୟରଞ୍ଜନ ପୂଜାରୀ ଚାକିରି ପଛରେ ନ ଗୋଡାଇ ଜଣେ ସଫଳ ଉଦ୍ୟୋଗୀ ହୋଇ ପାରିଛନ୍ତି। କିଛି ନୂଆ କରିବାର ପ୍ରଚେଷ୍ଟା ଓ କଠିନ ପରିଶ୍ରମ ତାଙ୍କୁ ସଫଳତା...

ସୋନପୁରରୁ ବଲାଙ୍ଗୀର-ଭୁବନେଶ୍ୱର ଚାଲିବ ଟ୍ରେନ୍‌, ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ

ସୋନପୁର,୨୧।୨(ମୃତ୍ୟୁଞ୍ଜୟ ଶତପଥୀ): ରେଳ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ପୁଣି ଏକ ଖୁସି ଖବର ଆସିଛି। ଖୁବ୍‌ଶୀଘ୍ର ସୋନପୁରରୁ ବଲାଙ୍ଗୀର ପାସେଞ୍ଜର ଟ୍ରେନ୍‌ ଓ ସୋନପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଚାଲିବ। ରେଳ ମନ୍ତ୍ରଣାଳୟର ଏ...

ଅସହାୟ ୨ ଭାଇଙ୍କୁ ଦଇବ ସାହା

ସୋନପୁର,୧୬।୨(ମୃତ୍ୟୁଞ୍ଜୟ ଶତପଥୀ): ଅସହାୟ, ଅନାଥ ଶିଶୁଙ୍କ ସହାୟତା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ଅସହାୟ ଦୁଇ ଭାଇ ହେମନ୍ତ ଖେତି(୧୩) ଓ ସୁମନ୍ତ ଖେତି(୧୧)ଙ୍କ ପାଇଁ ଏହି ସବୁ ଯୋଜନା ଅପହଞ୍ଚ...

ଚାଲିଗଲା ପ୍ରସୂତି ମା’ ଶିଶୁଙ୍କ ଜୀବନ

ସୋନପୁର,୧୦।୨(ମୃତ୍ୟୁଞ୍ଜୟ ଶତପଥୀ): ସରକାର ମା’ ଓ ଶିଶୁଙ୍କ ସୁରକ୍ଷା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିବା ସହ ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ହସ୍ପିଟାଲରେ ଉଚିତ ଚିକିତ୍ସା ନ ପାଇ ଅନେକଙ୍କ ଜୀବନ ଯାଉଛି। ଏଭଳି ସ୍ଥିତିରେ...

ସୁବର୍ଣ୍ଣପୁରରୁ ଗଡ଼ିଲା ସୋନପୁର-ପୁରୀ ଏକ୍ସପ୍ରେସ୍‌

ସୋନପୁର,୧୦।୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାବାସୀଙ୍କ ଦୀର୍ଘବର୍ଷର ସ୍ବପ୍ନ ପୂରଣ ହୋଇଛି । ପ୍ରଥମକରି ସୁବର୍ଣ୍ଣପୁରକୁ ରେଳ ଗଡ଼ିଛି। ସୋନପୁର ଷ୍ଟେଶନରୁ ସୋନପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସ୍‌ ଶୁକ୍ରବାର ସନ୍ଧ୍ୟାରୁ ନିୟମିତ ଚାଲିଲା। ଜିଲାବାସୀ ଷ୍ଟେଶନରେ ଉପସ୍ଥିତ ରହି ଟ୍ରେନ୍‌ ଓ ଯାତ୍ରୀମାନଙ୍କୁ...

ଆଜି ସୁବର୍ଣ୍ଣପୁରରୁ ପୁରୀକୁ ଗଡ଼ିବ ଟ୍ରେନ୍‌

ସୋନପୁର,୩।୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ୩ ତାରିଖ ଶନିବାର ଏକ ସ୍ମରଣୀୟ ଦିବସ ହେବାକୁ ଯାଉଛି। ଏହି ଦିନ ଦ୍ୱିତୀୟ ବାରାଣସୀ କୁହାଯାଉଥିବା ସୁବର୍ଣ୍ଣପୁର ରେଳ ମାନଚିତ୍ରରେ ସ୍ଥାନ ପାଇବ। ଜିଲା ସଦର ମହକୁମାରୁ ଶ୍ରୀକ୍ଷେତ୍ର ପୁରୀକୁ ଟ୍ରେନ୍‌...

ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ

ଅମରପାଲି,୨୯ା୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପକଣ୍ଠ ଉଫୁଲା ନିକଟ ରାସ୍ତାପାର୍ଶ୍ୱରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟରେ ଏକ ବାଇକ ପିଟି ହୋଇ ୨ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସୁବଳୟା ଥାନା କମିରା ଗ୍ରାମର ସମ୍ବିତ ପଧାନ(୨୧)...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri