Advertisement

ସୁନ୍ଦରଗଡ଼

ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶିଶୁ ଗୁରୁତରଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶିଶୁ ଗୁରୁତର

ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶିଶୁ ଗୁରୁତର

ବଣାଇଁ,୧୬।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ନୃଶଂସ ଭାବେ ହତ୍ୟା କରାଯାଇଛି। ମୃତ ମହିଳା…

5 years ago
ଟ୍ରେନ୍‌ ଆଗକୁ ଡେଇଁ ରେଳ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମଟ୍ରେନ୍‌ ଆଗକୁ ଡେଇଁ ରେଳ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଟ୍ରେନ୍‌ ଆଗକୁ ଡେଇଁ ରେଳ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ,୧୫।୧: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ରେଳ ଷ୍ଟେଶନରେ ଜଣେ ରେଳ କର୍ମଚାରୀ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଟ୍ରେନ୍‌ରେ ତାଙ୍କର ଗୋଟିଏ ଗୋଡ଼…

5 years ago
ସିଏଏ: ସୁନ୍ଦରଗଡ଼ରେ ହିଂସା; ୨ଗୋଷ୍ଠୀ ମୁହାଁମୁହିଁ, ପଥର ମାଡ଼ରେ ଆଇଆଇସିଙ୍କ ସମେତ ୧୦ ଆହତସିଏଏ: ସୁନ୍ଦରଗଡ଼ରେ ହିଂସା; ୨ଗୋଷ୍ଠୀ ମୁହାଁମୁହିଁ, ପଥର ମାଡ଼ରେ ଆଇଆଇସିଙ୍କ ସମେତ ୧୦ ଆହତ

ସିଏଏ: ସୁନ୍ଦରଗଡ଼ରେ ହିଂସା; ୨ଗୋଷ୍ଠୀ ମୁହାଁମୁହିଁ, ପଥର ମାଡ଼ରେ ଆଇଆଇସିଙ୍କ ସମେତ ୧୦ ଆହତ

ସୁନ୍ଦରଗଡ଼,୧୫-୧(ଡି.ଏନ୍‌.ଏ.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ସୁନ୍ଦରଗଡ଼ରେ ସୋମବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ମଙ୍ଗଳବାର ଏହା ହିଂସାର ରୂପ ନେଇଛି। ସ୍ଥାନୀୟ ରିଜେଣ୍ଟ ମାର୍କେଟ ଅଞ୍ଚଳରେ ମଙ୍ଗଳବାର…

5 years ago
ସୁନ୍ଦରଗଡ଼ରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ବୈଠକ : ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନ ହେଲା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁରହିବସୁନ୍ଦରଗଡ଼ରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ବୈଠକ : ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନ ହେଲା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁରହିବ

ସୁନ୍ଦରଗଡ଼ରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ବୈଠକ : ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନ ହେଲା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁରହିବ

ସୁନ୍ଦରଗଡ଼, ୧୫।୧ (ଡି.ଏନ୍‌.ଏ.)- ଆଗାମୀ ଦିନରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନ ନ ହେବା ପର୍ଯ୍ୟନ୍ତ ଓକିଲଙ୍କ ଆନ୍ଦୋଳନ ଚାଲୁ ରହିବ। ମଙ୍ଗଳବାର ସୁନ୍ଦରଗଡ଼ଠାରେ ପଶ୍ଚିମ…

5 years ago
ପଥର ଫିଙ୍ଗାକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ମୃଦୁ ଲାଠିଚାଳନା,ବ୍ୟାପକ ପୋଲିସ ମୁତୟନପଥର ଫିଙ୍ଗାକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ମୃଦୁ ଲାଠିଚାଳନା,ବ୍ୟାପକ ପୋଲିସ ମୁତୟନ

ପଥର ଫିଙ୍ଗାକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ମୃଦୁ ଲାଠିଚାଳନା,ବ୍ୟାପକ ପୋଲିସ ମୁତୟନ

ସୁନ୍ଦରଗଡ଼,୧୪।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ପଥର ଫିଙ୍ଗା ଘଟଣାକୁ ନେଇ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ଘଟଣାସ୍ଥଳରେ ଏସ୍‌ପି ସୋମ୍ୟ ମିଶ୍ରା…

5 years ago
ପୂର୍ବତନ ଏମ୍‌ପି ମୋରିସ କୁଜୁରଙ୍କ ପରଲୋକପୂର୍ବତନ ଏମ୍‌ପି ମୋରିସ କୁଜୁରଙ୍କ ପରଲୋକ

ପୂର୍ବତନ ଏମ୍‌ପି ମୋରିସ କୁଜୁରଙ୍କ ପରଲୋକ

ସୁନ୍ଦରଗଡ଼,୧୨।୧(ଡି.ଏନ୍‌.ଏ.): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ରାଜ୍ୟ ସଭା ଏମ୍‌ପି ମୋରିସ କୁଜୁରଙ୍କ ରବିବାର ସକାଳେ ପରଲୋକ ଘଟିଛି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

5 years ago

ରାସ୍ତା ଜାମ ନେଲା ଗର୍ଭବତୀଙ୍କ ଜୀବନ

ଲହୁଣୀପଡା, ୧୨।୧ (ଡି.ଏନ.ଏ)- କଲେଇପୋଷ- ବରସୁଆଁ ରାସ୍ତା ନିର୍ମାଣ ଚାଲିଥିବା ବେଳେ ସକାଳ ୭ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ନୋ ଏଣ୍ଟ୍ରି ଚାଲିଛି। ଯାହାକି ଭାରିଯାନ ରାସ୍ତାରେ…

5 years ago
କେନ୍ଦ୍ରୀୟ ଅବକାରୀ ଅଧିକାରୀଙ୍କ ଘରେ ସିବିଆଇ ଚଢାଉକେନ୍ଦ୍ରୀୟ ଅବକାରୀ ଅଧିକାରୀଙ୍କ ଘରେ ସିବିଆଇ ଚଢାଉ

କେନ୍ଦ୍ରୀୟ ଅବକାରୀ ଅଧିକାରୀଙ୍କ ଘରେ ସିବିଆଇ ଚଢାଉ

ରାଉରକେଲା ଅଫିସ,୧୨। ୧-କେନ୍ଦ୍ରୀୟ ଅବକାରୀ ବିଭାଗ ଡେପୁଟି କମିଶନର ଆସିକ ଜମାଲଙ୍କ ଘରେ ଶନିବାର ସିବିଆଇ ଚଢାଉ କରିଥିବା ସୂଚନା ମିଳିଛି। ରାଉରକେଲା ସେକ୍ଟର ୬ ସି/…

5 years ago
ବନ୍ଦ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର, ବିଷମିଶା କ୍ଷୀର ପିଇ ଆତ୍ମହତ୍ୟା କରିଥିବା ସନ୍ଦେହବନ୍ଦ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର, ବିଷମିଶା କ୍ଷୀର ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ

ବନ୍ଦ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର, ବିଷମିଶା କ୍ଷୀର ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ

ସୁନ୍ଦରଗଡ଼,୧୧।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଧୀନ ଆଇଟି କଲୋନୀର ଏକ କ୍ୱାର୍ଟର୍ସରୁ ଶନିବାର ଗୋଟିଏ ପରିବାରର ୪ଜଣଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ…

5 years ago
ମୋବାଇଲ ଅଛି, ନେଟଓ୍ବର୍କ ନାହିଁ: ଅପହଞ୍ଚ ଇଲାକାରେ ମୋବାଇଲ ଫୋନ ସେବା ବିଚ୍ଛିନ୍ନମୋବାଇଲ ଅଛି, ନେଟଓ୍ବର୍କ ନାହିଁ: ଅପହଞ୍ଚ ଇଲାକାରେ ମୋବାଇଲ ଫୋନ ସେବା ବିଚ୍ଛିନ୍ନ

ମୋବାଇଲ ଅଛି, ନେଟଓ୍ବର୍କ ନାହିଁ: ଅପହଞ୍ଚ ଇଲାକାରେ ମୋବାଇଲ ଫୋନ ସେବା ବିଚ୍ଛିନ୍ନ

ଲେଫ୍ରିପଡା,୧୦।୧(ଡି.ଏନ.ଏ) -ସୁନ୍ଦରଗଡ ଜିଲା ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ରାଜବାହାଲ ପଞ୍ଚାୟତ ଏକ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳ। ଏହା ଦୁର୍ଗମ ପାହାଡି ଅଞ୍ଚଳରେ ରହିଥିବା ବେଳେ ଅଞ୍ଚଳବାସୀ…

5 years ago