Advertisement

ସୁନ୍ଦରଗଡ଼

କୁଦାହୁଡ଼ାଙ୍ଗ ଜଙ୍ଗଲରେ ମାଈହାତୀ ମୃତକୁଦାହୁଡ଼ାଙ୍ଗ ଜଙ୍ଗଲରେ ମାଈହାତୀ ମୃତ

କୁଦାହୁଡ଼ାଙ୍ଗ ଜଙ୍ଗଲରେ ମାଈହାତୀ ମୃତ

ନୂଆଗାଁ, ୯ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସୀମାନ୍ତ ବିଶ୍ରା ବନାଞ୍ଚଳ ନୂଆଗାଁ ବ୍ଲକ ଚିତାପେଡି ପଞ୍ଚାୟତ ଅନ୍ତର୍ଗତ କୁଦାହୁଡାଙ୍ଗ ଜଙ୍ଗଲରେ ବୁଧବାର ଏକ ମାଈ ହାତୀର ମୃତଦେହ ମିଳିଛି।…

5 years ago
ଭୟରେ ଓଲଟିଲା ମାଛ ଗାଡ଼ିଭୟରେ ଓଲଟିଲା ମାଛ ଗାଡ଼ି

ଭୟରେ ଓଲଟିଲା ମାଛ ଗାଡ଼ି

ରାଉରକେଲା ଅଫିସ,୯ା୧: ବୁଧବାର ବନ୍ଦ ପାଳନ ସମୟରେ ଏକ ମାଛ ବୋଝେଇ ପିକ୍‌ଅପ୍‌ ଭ୍ୟାନ ଷ୍ଟିଲ ସିଟିର ବିର୍ସା ଛକରେ ଓଲଟି ପଡ଼ିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି…

5 years ago
କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତକେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଜିଲାରେ…

5 years ago
ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ରାଉରକେଲା ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପାଳନର…

5 years ago
ସୋସିଆଲ ମିଡ଼ିଆରେ ବନ୍ଧୁତ୍ୱ: ବନ୍ଧୁଙ୍କୁ ଭେଟିବା ଲାଗି କୋରିଆରୁ ସୁନ୍ଦରଗଡ଼ସୋସିଆଲ ମିଡ଼ିଆରେ ବନ୍ଧୁତ୍ୱ: ବନ୍ଧୁଙ୍କୁ ଭେଟିବା ଲାଗି କୋରିଆରୁ ସୁନ୍ଦରଗଡ଼

ସୋସିଆଲ ମିଡ଼ିଆରେ ବନ୍ଧୁତ୍ୱ: ବନ୍ଧୁଙ୍କୁ ଭେଟିବା ଲାଗି କୋରିଆରୁ ସୁନ୍ଦରଗଡ଼

ସୁନ୍ଦରଗଡ଼, ୫।୧(ଡି.ଏନ୍‌.ଏ.) -ସବୁ ସମ୍ପର୍କ ମଧ୍ୟରେ ବନ୍ଧୁତ୍ୱ ଭାବ ନିଆରା । କେତେବେଳେ କାହା ସହିତ ଅନ୍ତରଙ୍ଗ ବନ୍ଧୁତ୍ୱ ସୃଷ୍ଟି ହୁଏ ତାହାର କୌଣସି ନିର୍ଦ୍ଦିଷ୍ଟ ସୀମା…

5 years ago
କୁକୁଡା ଲଢ଼େଇ ଦେଖି ଫେରୁଥିଲା ବେଳେ ଦୁର୍ଘଟଣା: ଟିପ୍ପର ଓଲଟି ୩ ମୃତ, ୧ ଗୁରୁତରକୁକୁଡା ଲଢ଼େଇ ଦେଖି ଫେରୁଥିଲା ବେଳେ ଦୁର୍ଘଟଣା: ଟିପ୍ପର ଓଲଟି ୩ ମୃତ, ୧ ଗୁରୁତର

କୁକୁଡା ଲଢ଼େଇ ଦେଖି ଫେରୁଥିଲା ବେଳେ ଦୁର୍ଘଟଣା: ଟିପ୍ପର ଓଲଟି ୩ ମୃତ, ୧ ଗୁରୁତର

ଲହୁଣୀପଡା, ୪।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଚୋରଧରା ପଞ୍ଚାୟତ କଲ୍ୟାଣ ମଣ୍ଡପ ପାଖରେ ଏକ ଟିପ୍ପର ଗୁରୁବାର ସନ୍ଧ୍ୟା ସାଢ଼େ ୬ଟା ବେଳେ…

5 years ago
ସୁନ୍ଦରଗଡ଼ରେ ତୁଷାରପାତସୁନ୍ଦରଗଡ଼ରେ ତୁଷାରପାତ

ସୁନ୍ଦରଗଡ଼ରେ ତୁଷାରପାତ

ସୁନ୍ଦରଗଡ଼,୨୯।୧୨(ଡି.ଏନ୍‌.ଏ.) - ସୁନ୍ଦରଗଡ଼ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାତିରେ ପାରଦ ଖସୁଥିବା ଯୋଗୁ ଶୀତ ବଢୁଛି। ଶୁକ୍ରବାର ରାତିରେ ଜିଲାର କୋଇଡା, ଟେନସା ଓ…

5 years ago

ଆର୍‌ଏସ୍‌ପି ଭିତରକୁ ଦୁଇଟି ଗାଡ଼ିର ସନ୍ଦେହଜନକ ପ୍ରବେଶ

ରାଉରକେଲା ଅଫିସ, ୨୯। ୧୨-ରାଉରକେଲା ଇସ୍ପାତ କାରଖାନା ଭିତରକୁ ଶନିବାର ସନ୍ଦେହଜନକ ଭାବେ ପଶିଥିବା ଦୁଇଟି ଭାରିଯାନକୁ ଅଟକ ରଖାଯାଇଛି। ଏହା ସହ କାରଖାନା ସୁରକ୍ଷା ଅଧିକାରୀ…

5 years ago
ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ

ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ

ସୁନ୍ଦରଗଡ,୨୯।୧୨ (ଡି.ଏନ୍‌.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ…

5 years ago
ଖସିଲା ପାରଦ: ସୁନ୍ଦରଗଡ଼ରେ ବରଫପାତ, ଜନଜୀବନ ଅସ୍ତବ୍ୟସ୍ତଖସିଲା ପାରଦ: ସୁନ୍ଦରଗଡ଼ରେ ବରଫପାତ, ଜନଜୀବନ ଅସ୍ତବ୍ୟସ୍ତ

ଖସିଲା ପାରଦ: ସୁନ୍ଦରଗଡ଼ରେ ବରଫପାତ, ଜନଜୀବନ ଅସ୍ତବ୍ୟସ୍ତ

ସୁନ୍ଦରଗଡ଼,୨୮।୧୨(ଡି.ଏନ୍‌.ଏ.): ଅଦିନିଆ ବର୍ଷା ପରେ ସୁନ୍ଦରଗଡ଼ରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଏଠାରେ ଶନିବାର ପାରଦ ଆହୁରି ତଳକୁ ଖସିଛି। ବିଶେଷକରି କୋଇଡ଼ା, ଟେନ୍‌ସା ଆଦି ସ୍ଥାନରେ…

5 years ago