Advertisement

ସୁନ୍ଦରଗଡ଼

ସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେ

ସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେ

କୁଆଁରମୁଣ୍ଡା,୨୨।୮(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର-ସଲଙ୍ଗାବାହାଲ ପୂର୍ତ୍ତ ବିଭାଗ ରାସ୍ତାର ସଲଙ୍ଗାବାହାଲ ବଜାର ନିକଟରେ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଗତ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ହେଲା ରାସ୍ତା…

6 years ago
ଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍‌ପିଙ୍କ ନାଁରେ ମାମଲାଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍‌ପିଙ୍କ ନାଁରେ ମାମଲା

ଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍‌ପିଙ୍କ ନାଁରେ ମାମଲା

ସୁନ୍ଦରଗଡ଼, ୧୮।୮ (ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କନିକା ଗ୍ରାମରେ ଜୁଲାଇ ୪ରେ ଏକ ଦୁର୍ଘଟଣାକୁ କେନ୍ଦ୍ରକରି ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଆରମ୍ଭ…

6 years ago
ରାଉରକେଲା ଏନ୍‌ଆଇଟି କ୍ୱାଟର୍ସରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାରରାଉରକେଲା ଏନ୍‌ଆଇଟି କ୍ୱାଟର୍ସରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

ରାଉରକେଲା ଏନ୍‌ଆଇଟି କ୍ୱାଟର୍ସରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

ରାଉରକେଲା ଅଫିସ, ୧୭।୮: ରାଉରକେଲାସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ(ଏନ୍‌ଆଇଟି) କ୍ୱାଟର୍ସରୁ ଶନିବାର ଏକ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଏନ୍‌ଆଇଟିର ସହକାରୀ ପ୍ରଫେସର ଆର୍‌.…

6 years ago
ସାପ କାମୁଡ଼ାରେ ଭଉଣୀଭାଇଙ୍କ ମୃତ୍ୟୁସାପ କାମୁଡ଼ାରେ ଭଉଣୀଭାଇଙ୍କ ମୃତ୍ୟୁ

ସାପ କାମୁଡ଼ାରେ ଭଉଣୀଭାଇଙ୍କ ମୃତ୍ୟୁ

ସୁନ୍ଦରଗଡ଼, ୧୨।୮ (ଡି.ଏନ.ଏ.) -ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସବ୍‌ଡେଗା ବ୍ଲକ ସୁବଲିୟା ନବରଙ୍ଗପୁର ବସ୍ତିରେ ସାପ କାମୁଡାରେ ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବର୍ଷା…

6 years ago
ଜିଲା ଚିଠି ସୁନ୍ଦରଗଡ଼..ଅଧିକାର ପାଇଁ ଲଢ଼େଇଜିଲା ଚିଠି ସୁନ୍ଦରଗଡ଼..ଅଧିକାର ପାଇଁ ଲଢ଼େଇ

ଜିଲା ଚିଠି ସୁନ୍ଦରଗଡ଼..ଅଧିକାର ପାଇଁ ଲଢ଼େଇ

ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କ ଜଙ୍ଗଲ ଜମି ଅଧିକାରକୁ ନେଇ ଏବେ ଜିଲାରେ ଆନ୍ଦୋଳନ ମୁଣ୍ଡ ଟେକିଛି। ଜଙ୍ଗଲ ଅଧିକାର ଆଇନ-୨୦୦୬ ଅନୁଯାୟୀ ଗ୍ରାମସଭା ଜରିଆରେ ମନୋନୀତ…

6 years ago
କନଷ୍ଟେବଳଙ୍କ ଘରୁ ଚୋରି ଉଦ୍ୟମ ବିଫଳକନଷ୍ଟେବଳଙ୍କ ଘରୁ ଚୋରି ଉଦ୍ୟମ ବିଫଳ

କନଷ୍ଟେବଳଙ୍କ ଘରୁ ଚୋରି ଉଦ୍ୟମ ବିଫଳ

ବଡ଼ଗାଁ,୯।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କୁରେଇବଗା ଗ୍ରାମରେ ଶୁକ୍ରବାର ଜଣେ କନେଷ୍ଟବଳଙ୍କ ଘରୁ ଚୋରି ଉଦ୍ୟମ ବିଫଳ ହୋଇଛି। ସୂଚନାଯୋଗ୍ୟ, ଲାଠିକଟା ଅଞ୍ଚଳର ଏକ…

6 years ago
ଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀ

ଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀ

ବଡ଼ଗାଁ,୭।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନ ଜଙ୍ଗଲକୁ ଆସିଥିବା ୧୪ଟି ହାତୀ ଶନିବାର ଉପଦ୍ରବ କରିଥିବା ବେଳେ ମଙ୍ଗଳବାର ରାତିରେ ଏମାନଙ୍କ ମଧ୍ୟରୁ ଗୋଟିଏ…

6 years ago
୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ : ୫ ଜୁଆଡ଼ି ଗିରଫ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ : ୫ ଜୁଆଡ଼ି ଗିରଫ

୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ : ୫ ଜୁଆଡ଼ି ଗିରଫ

ରାଉରକେଲା ଅଫିସ,୭।୮: ରାଉରକେଲା ଉଦିତନଗର ପୋଲିସ ବୁଧବାର ୫ ଜୁଆଡ଼ିଙ୍କୁ ଗିରଫ କରିଛି। ଏମାନେ ହେଲେ ନାଲ ରୋଡ୍‌ ବାସିନ୍ଦା ଉତ୍ତମ ଶର୍ମା, ବାସନ୍ତୀ କଲୋନୀର ଉମା…

6 years ago
ହାତୀ ଉପଦ୍ରବ : ଫସଲ ଖାଇଲା, ଘର ଭାଙ୍ଗିଲାହାତୀ ଉପଦ୍ରବ : ଫସଲ ଖାଇଲା, ଘର ଭାଙ୍ଗିଲା

ହାତୀ ଉପଦ୍ରବ : ଫସଲ ଖାଇଲା, ଘର ଭାଙ୍ଗିଲା

ବଡ଼ଗାଁ,୪।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ମାସେ ହେଲା ରହି ଆସୁଥିବା ହାତୀପଲ ମଧ୍ୟରୁ ଗୋଟିଏ ହାତୀ ଶନିବାର ରାତିରେ ଉପଦ୍ରବ ଘଟାଇଛି। ବିଳମ୍ବିତ…

6 years ago
ସ୍କୁଲ ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁସ୍କୁଲ ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

ସ୍କୁଲ ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

ରାଉରକେଲା ଅଫିସ,୧।୮: ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ କୋଏଲନଗର ସି-ବ୍ଲକ ଛକରେ ଗୁରୁବାର ପୂର୍ବାହ୍ନରେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି।…

6 years ago