ସୁନ୍ଦରଗଡ଼

ଶବ ଦାହ ପାଇଁ ମିଳୁନି କାଠ: DFO’ଙ୍କ ବାସଭବନ ଆଗରେ ମୃତଦେହ ରଖି ପ୍ରତିବାଦ

ସୁନ୍ଦରଗଡ଼,୨୩ା୩(ଜୟ ନାରାୟଣ ମେଣ୍ଡୁଳି): ମୃତଦେହ ସତ୍କାର ପାଇଁ କାଠ ନ ମିଳିବାରୁ ସନ୍ଧ୍ୟାରେ ସୁନ୍ଦରଗଡ ଡିଏଫଓଙ୍କ ବାସଭବନ ସମ୍ମୁଖରେ ମୃତଦେହ ରଖି ମୃତକଙ୍କ ପରିବାର ସହିତ ଶ୍ମଶାନ…

9 months ago

ଚା’ ଦୋକାନରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୩ ଜୀବନ

ସୁନ୍ଦରଗଡ଼,୨୩।୩(ଜୟ ନାରାୟଣ ମେଣ୍ଡୁଳି) ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍‌ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା…

9 months ago

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ ସୁଏର(୪୫)…

9 months ago

ଫ୍ରିଜ୍‌ କମ୍ପ୍ରେସର ଫାଟି ଘରେ ଅଗ୍ନିକାଣ୍ଡ

ରାଉରକେଲା,୨୦।୩(ସଙ୍ଗୀତା ଜେନା): ରାଉରକେଲା ମଧୁସୂଦନପାଲୀରେ ଗୁରୁବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ଫ୍ରିଜ କମ୍ପ୍ରେସର ଫାଟି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଘରର ଲକ୍ଷାଧିକ ଟଙ୍କାର ସମସ୍ତ ଆସବାବପତ୍ର ଜଳିପୋଡି…

10 months ago

ପୁଅ ଶୋଇଥିବା ବେଳେ ବାହାର ପଟୁ କବାଟ ବନ୍ଦ କରି ନିଆଁ ଲଗାଇଦେଲେ ବାପା, ସାବତ ମା’

ବଣାଇ,୧୭।୩(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ତାଳ ବହାଳୀ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ପୁଅ (ଦଶରଥ ଭୂମିଜ) ଶୋଇଥିବା ବେଳେ…

10 months ago

ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ଯୁବକ, ଅସ୍ବୀକାର କରିବାରୁ ଭାଇରାଲ କରିଦେଲେ ଫଟୋ

ରାଉରକେଲା,୧୬।୩(ସଙ୍ଗୀତା ଜେନା): ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଯୁବତୀ ଜଣଙ୍କ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅପରପକ୍ଷେ…

10 months ago

ଟ୍ରକ ପଛରେ ପିଟି ହୋଇ ଚାଲିଗଲା ୨ବାଇକ୍‌ ଆରୋହୀଙ୍କ ଜୀବନ

ସୁନ୍ଦରଗଡ଼,୧୫।୩(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ବିଜୁ ଏକ୍ସପ୍ରେସ ଓ୍ବେରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା…

10 months ago

ଗୋଦାମ ରେ ଅଗ୍ନିକାଣ୍ଡ: ଘରୁ ଜିନିଷପତ୍ର ନେଇ ଦୌଡିଲେ ଲୋକେ

ରାଉରକେଲା,୧୫/୩(ସଂଗୀତା ଜେନା): ବିଳମ୍ବିତ ରାତିରେ ରାଉରକେଲାରେ ଅଗ୍ନିକାଣ୍ଡ ଘଟିଛି। ରାଉରକେଲାର ଗାନ୍ଧୀ ରୋଡ ବସ୍ତିରେ ଥିବା ସୁରେଶ ଭାଙ୍ଗରଙ୍କ ଗୋଦାମରେ ଅପରାହ୍ନ ପ୍ରାୟ ୨ଟା ସମୟରେ ହଠାତ୍‌…

10 months ago

ଓଲଟିଲା ବସ୍‌: ଚାପି ହୋଇଗଲେ ଜଣେ, ୩୦ ଆହତ

ସୁନ୍ଦରଗଡ଼,୧୩ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲାରୁ ମା’ ସମଲେଶ୍ବରୀ ଘରୋଇ ବସ୍‌ ସୁନ୍ଦରଗଡ଼କୁ ଆସୁଥିବା ବେଳେ ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ତେଲେନଡ଼ିହିରେ ସାମ୍ନା…

10 months ago

ଘରେ ଶୋଇଥିବା ବେଳେ ଉପରେ ଖସିପଡ଼ିଲା ଚାଳ, ଜଣଙ୍କ ଜୀବନ ଗଲା

ବଣାଇଁ,୧୩ା୩(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଦେଉଳହୁଡ଼ି ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଦୀର୍ଘଦିନ ହେବ ଗ୍ରାମର ଜେନା ମୁଣ୍ଡାରୀ ଘର ଖଣ୍ଡେ…

10 months ago