Advertisement

ସୁନ୍ଦରଗଡ଼

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି ଦିବସରେ…

12 months ago
ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାରଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା ପଞ୍ଚାୟତର…

12 months ago
ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ ତଥା…

12 months ago
ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ ରାଜେନ୍ଦ୍ର…

12 months ago
ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜାମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦) ମଙ୍ଗଳବାର…

12 months ago
ବ୍ରେକ୍‌ ଫେଲ୍‌ ହେବାରୁ ଟ୍ରକକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ଜଣଙ୍କ ଜୀବନବ୍ରେକ୍‌ ଫେଲ୍‌ ହେବାରୁ ଟ୍ରକକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ଜଣଙ୍କ ଜୀବନ

ବ୍ରେକ୍‌ ଫେଲ୍‌ ହେବାରୁ ଟ୍ରକକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ଜଣଙ୍କ ଜୀବନ

ବଣାଇଁ, ୧।୫ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା କେ ବଲାଙ୍ଗ ଥାନା ଚୁନାଘାଟିରେ ଏକ ଦୁର୍ଘଟଣା ଘଟିଛନ୍ତି। ଘଟଣାସ୍ଥଳରେ ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି l ଟ୍ରକରେ…

12 months ago
ପ୍ରାର୍ଥିପତ୍ର ଦାଖଲ କଲେ ପଦ୍ମଶ୍ରୀ ଦିଲୀପ ତିର୍କୀ,ଯୋଗେଶ ସିଂହପ୍ରାର୍ଥିପତ୍ର ଦାଖଲ କଲେ ପଦ୍ମଶ୍ରୀ ଦିଲୀପ ତିର୍କୀ,ଯୋଗେଶ ସିଂହ

ପ୍ରାର୍ଥିପତ୍ର ଦାଖଲ କଲେ ପଦ୍ମଶ୍ରୀ ଦିଲୀପ ତିର୍କୀ,ଯୋଗେଶ ସିଂହ

ସୁନ୍ଦରଗଡ଼,୧ା୫(ଜୟ ନାରାୟଣ ମେଣ୍ଡୁଳି) ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ସୁନ୍ଦରଗଡ ଜିଲାରେ ନାମାଙ୍କନ ଦାଖଲର ୩ୟ ଦିନରେ ବିଧାନ ସଭା ଆସନ ପାଇଁ ୪ ଜଣ ପ୍ରାର୍ଥୀ…

12 months ago
ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାରସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ ସିଧାସଳଖ…

12 months ago
ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ନିହାର…

12 months ago
ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର ହଜାର…

1 year ago