ସୁନ୍ଦରଗଡ଼

ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ

ରାଉରକେଲା,୩।୬: ରାଜ୍ୟର ଚର୍ଚ୍ଚିତ ବିଧାନସଭା ଆସନ ରାଉରକେଲା ବିଧାନସଭାରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ସାରଦା ନାୟକ ବିଜୟୀ ନିକଟତମ ପ୍ରତିଦ୍ବନ୍ଦୀ ଭାଜପାର ଦିଲୀପ ରାୟଙ୍କୁ ୩୫୫୨ ଖଣ୍ଡ ଭୋଟରେ ହରାଇଛନ୍ତି। ସରାଦାଙ୍କୁ ମୋଟ ୬୪ ହଜାର...

ସୁନ୍ଦରଗଡରେ ଯୋଗେଶ ବିଜୟୀ

ସୁନ୍ଦରଗଡ଼,୪।୬: ସୁନ୍ଦରଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଯୋଗେଶ କୁମାର ସିଂହ ୧୦ହଜାର ଭୋଟରେ ବିଜୟୀ ହୋଇଛନ୍ତି।

ଘର ଉପରେ ପଡ଼ିଲା ବିଶାଳକାୟ ଗଛ

ଲେଫ୍ରିପଡ଼ା,୩ା୬(ଦେଶରଞ୍ଜନ ପଟେଲ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଯୋଗୁ ବ୍ୟାପକ ମାତ୍ରାରେ ଧନହାନି ହୋଇଛି। ସରପଗଡ଼ ପଞ୍ଚାୟତର କନିଆଘାଟି ଗ୍ରାମର ଚିନ୍ମୟ ପଟେଲ ଓ ସୁରେଶ ଚନ୍ଦ୍ର ପଟେଲଙ୍କ ଘର ଉପରେ ବିଶାଳକାୟ...

ଶାଗୁଆନ କାଠ ପଟା ହେଉଥିଲା ଚାଲାଣ: ମାଡ଼ି ବସିଲା ବନ ବିଭାଗ

କୁଆଁରମୁଣ୍ଡା,୨ା୬(ମହେନ୍ଦ୍ର କୁମାର ସାହୁ): ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳର ବିର୍ଡା ସେକ୍ସନରୁ ଚୋରା ଶାଗୁଆନ ଓ ଶାଳ କାଠ ପଟା ଚାଲାଣ ବେଳେ ବନ ବିଭାଗ ମାଡି ବସିଥିଲା। ପଟା ବୋଝେଇ ଗାଡି ଜବତ ସହ...

ଧରିତ୍ରୀ ଫଟୋ ଖବରଦାତା ବିବେକ ମହାନ୍ତିଙ୍କ ଅକାଳ ବିୟୋଗ

ସୁନ୍ଦରଗଡ,୧।୬(ଜୟ ନାରାୟଣ ମେଣ୍ଡୁଳି): ଧରିତ୍ରୀର ରାଉରକେଲା ଫଟୋ ଖବରଦାତା ବିବେକ ମହାନ୍ତିଙ୍କ ଶନିବାର ଭୋରରେ ଅକାଳ ବିୟୋଗ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୩୦ ବର୍ଷ ବୟସ ହୋଇଥିଲା। ସେ ରାଉରକେଲା ଧରିତ୍ରୀ ଅଫିସରେ ଫଟୋ ଖବରଦାତା ଭାବେ କାର୍ଯ୍ୟରତ ଥିଲେ।...

ଓଲଟିଲା ଭ୍ୟାନ୍‌ : ୨ ମୃତ, ୬ ଗୁରୁତର

ହେମଗିର,୩୧।୫(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ଅନ୍ତର୍ଗତ ଉସତାଲି ଘାଟି ନିକଟରେ ଏକ ଶ୍ରମିକ ନେଇ ଯାଉଥିବା କ୍ୟାମ୍ପର ଭ୍ୟାନ ଭାରସାମ୍ୟ ହରାଇ ଦୁଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର...

ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି। ଏହି ଜିଲାରେ ସୁନ୍ଦରଗଡ ଲୋକସଭା ଆସନ ସମେତ ୭ଟି ବିଧାନସଭା ଆସନ ପାଇଁ...

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ ମାମଲା ରୁଜୁ କରି ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ ଆସୁଥିବା ବେଳେ ଅନ୍ୟ ସମୟରେ ସେମାନଙ୍କର ଦେଖା ମିଳେନାହିଁ। ସୁନ୍ଦରଗଡ଼ ସହରରୁ ୩୦...

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାନରଗୁଡ଼ିକ ଉଦିତ୍‌ନଗର, ପାନପୋଷ, ଡେଲି ମାର୍କେଟ୍‌ ଭଳି ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ...

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏପରିକି ମତଦାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri