ସୁନ୍ଦରଗଡ଼

ସିଏଏ: ସୁନ୍ଦରଗଡ଼ରେ ହିଂସା; ୨ଗୋଷ୍ଠୀ ମୁହାଁମୁହିଁ, ପଥର ମାଡ଼ରେ ଆଇଆଇସିଙ୍କ ସମେତ ୧୦ ଆହତ

ସୁନ୍ଦରଗଡ଼,୧୫-୧(ଡି.ଏନ୍‌.ଏ.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ସୁନ୍ଦରଗଡ଼ରେ ସୋମବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ମଙ୍ଗଳବାର ଏହା ହିଂସାର ରୂପ ନେଇଛି। ସ୍ଥାନୀୟ ରିଜେଣ୍ଟ ମାର୍କେଟ ଅଞ୍ଚଳରେ ମଙ୍ଗଳବାର ୨ ଗୋଷ୍ଠୀ ମୁହଁାମୁହିଁ ହେବା ସହ ପଥର ମାଡ଼ କରିଥିଲେ। ଏଥିରେ...

ସୁନ୍ଦରଗଡ଼ରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ବୈଠକ : ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନ ହେଲା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁରହିବ

ସୁନ୍ଦରଗଡ଼, ୧୫।୧ (ଡି.ଏନ୍‌.ଏ.)- ଆଗାମୀ ଦିନରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନ ନ ହେବା ପର୍ଯ୍ୟନ୍ତ ଓକିଲଙ୍କ ଆନ୍ଦୋଳନ ଚାଲୁ ରହିବ। ମଙ୍ଗଳବାର ସୁନ୍ଦରଗଡ଼ଠାରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ସାଧାରଣ ବୈଠକରେ...

ପଥର ଫିଙ୍ଗାକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ମୃଦୁ ଲାଠିଚାଳନା,ବ୍ୟାପକ ପୋଲିସ ମୁତୟନ

ସୁନ୍ଦରଗଡ଼,୧୪।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ପଥର ଫିଙ୍ଗା ଘଟଣାକୁ ନେଇ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ଘଟଣାସ୍ଥଳରେ ଏସ୍‌ପି ସୋମ୍ୟ ମିଶ୍ରା ଏବଂ ଏସ୍‌ଡିପିଓ ମଧୁସିକ୍ତା ମିଶ୍ର ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା...

ପୂର୍ବତନ ଏମ୍‌ପି ମୋରିସ କୁଜୁରଙ୍କ ପରଲୋକ

ସୁନ୍ଦରଗଡ଼,୧୨।୧(ଡି.ଏନ୍‌.ଏ.): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ରାଜ୍ୟ ସଭା ଏମ୍‌ପି ମୋରିସ କୁଜୁରଙ୍କ ରବିବାର ସକାଳେ ପରଲୋକ ଘଟିଛି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ...

ରାସ୍ତା ଜାମ ନେଲା ଗର୍ଭବତୀଙ୍କ ଜୀବନ

ଲହୁଣୀପଡା, ୧୨।୧ (ଡି.ଏନ.ଏ)- କଲେଇପୋଷ- ବରସୁଆଁ ରାସ୍ତା ନିର୍ମାଣ ଚାଲିଥିବା ବେଳେ ସକାଳ ୭ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ନୋ ଏଣ୍ଟ୍ରି ଚାଲିଛି। ଯାହାକି ଭାରିଯାନ ରାସ୍ତାରେ ରହି ଜାମ ଥାଏ। ବଉରକେଲା ଗ୍ରାମର ବୁଧୁଆ ମୁଣ୍ଡାଙ୍କ ସ୍ତ୍ରୀ ପାର୍ବତୀ...

କେନ୍ଦ୍ରୀୟ ଅବକାରୀ ଅଧିକାରୀଙ୍କ ଘରେ ସିବିଆଇ ଚଢାଉ

ରାଉରକେଲା ଅଫିସ,୧୨। ୧-କେନ୍ଦ୍ରୀୟ ଅବକାରୀ ବିଭାଗ ଡେପୁଟି କମିଶନର ଆସିକ ଜମାଲଙ୍କ ଘରେ ଶନିବାର ସିବିଆଇ ଚଢାଉ କରିଥିବା ସୂଚନା ମିଳିଛି। ରାଉରକେଲା ସେକ୍ଟର ୬ ସି/ ୮୧ କ୍ୱାର୍ଟର୍ସରେ ଝାଡ଼ଖଣ୍ଡରୁ ଆସିଥିବା ସିବିଆଇ (କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ) ଟିମ୍‌...

ବନ୍ଦ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର, ବିଷମିଶା କ୍ଷୀର ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ

ସୁନ୍ଦରଗଡ଼,୧୧।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଧୀନ ଆଇଟି କଲୋନୀର ଏକ କ୍ୱାର୍ଟର୍ସରୁ ଶନିବାର ଗୋଟିଏ ପରିବାରର ୪ଜଣଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ ରଞ୍ଜିତ ପ୍ରସାଦ, ତାଙ୍କ ସ୍ତ୍ରୀ କଳ୍ପନା ଏବଂ ଦୁଇ ପୁଅ ଝିଅ।...

ମୋବାଇଲ ଅଛି, ନେଟଓ୍ବର୍କ ନାହିଁ: ଅପହଞ୍ଚ ଇଲାକାରେ ମୋବାଇଲ ଫୋନ ସେବା ବିଚ୍ଛିନ୍ନ

ଲେଫ୍ରିପଡା,୧୦।୧(ଡି.ଏନ.ଏ) -ସୁନ୍ଦରଗଡ ଜିଲା ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ରାଜବାହାଲ ପଞ୍ଚାୟତ ଏକ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳ। ଏହା ଦୁର୍ଗମ ପାହାଡି ଅଞ୍ଚଳରେ ରହିଥିବା ବେଳେ ଅଞ୍ଚଳବାସୀ ମୋବାଇଲ ଫୋନ ସେବା ପାଇବାରୁ ବଞ୍ଚିତ ରହିଛନ୍ତି। ରାଜବାହାଲ ପଞ୍ଚାୟତରେ କୁଆଘରା,...

ଗାଁକୁ ନାହିଁ ରାସ୍ତା: ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ

ସୁନ୍ଦରଗଡ଼,୯।୧(ଡି.ଏନ୍‌.ଏ.): ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ। ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ସରଫଗଡ଼ ପଞ୍ଚାୟତ ହାତୀଟୁକୁ ଗାଁର ଜଣେ ମହିଳାଙ୍କୁ ଖଟିଆ ବୋହି ୨ କିମି ଆଣିବା ପରେ ଆମ୍ବୁଲାନ୍ସ ଯୋଗେ ମେଡିକାଲ ଅଣାଯାଇଛି। ମହିଳାଜଣକ ହେଲେ ଏମ୍ବ୍ରିତା ଆଇନ୍ଦ।...

କୁଦାହୁଡ଼ାଙ୍ଗ ଜଙ୍ଗଲରେ ମାଈହାତୀ ମୃତ

ନୂଆଗାଁ, ୯ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସୀମାନ୍ତ ବିଶ୍ରା ବନାଞ୍ଚଳ ନୂଆଗାଁ ବ୍ଲକ ଚିତାପେଡି ପଞ୍ଚାୟତ ଅନ୍ତର୍ଗତ କୁଦାହୁଡାଙ୍ଗ ଜଙ୍ଗଲରେ ବୁଧବାର ଏକ ମାଈ ହାତୀର ମୃତଦେହ ମିଳିଛି। ହାତୀକୁ କେହି ମାରି ଦେଇଛନ୍ତି ନା ଅନ୍ୟ କୌଣସି କାରଣରୁ ମୃତ୍ୟୁ...

ଭୟରେ ଓଲଟିଲା ମାଛ ଗାଡ଼ି

ରାଉରକେଲା ଅଫିସ,୯ା୧: ବୁଧବାର ବନ୍ଦ ପାଳନ ସମୟରେ ଏକ ମାଛ ବୋଝେଇ ପିକ୍‌ଅପ୍‌ ଭ୍ୟାନ ଷ୍ଟିଲ ସିଟିର ବିର୍ସା ଛକରେ ଓଲଟି ପଡ଼ିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଜିଅନ୍ତା ମାଛ ଭର୍ତ୍ତି ଥିଲା। ମାଛସବୁ ରାସ୍ତାରେ ପଡ଼ି...

କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଜିଲାରେ ଏଆଇଟିୟୁସି ନେତୃତ୍ୱରେ ବିଭିନ୍ନ ଶ୍ରମିକ ସଂଗଠନ ଏହି ବନ୍ଦ ଆନ୍ଦୋଳନରେ ସାମିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri