ସୁନ୍ଦରଗଡ଼

ପ୍ରେମିକଙ୍କ ସହ ମିଶି ସୁପାରି ଦେଇ ସ୍ବାମୀଙ୍କୁ ହତ୍ୟା, ଅଭିଯୁକ୍ତ ସ୍ତ୍ରୀଙ୍କ ସହ ୪ ଗିରଫ

ବଣାଇ, ୨୭।୧୨ (ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ସଂଘଟିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଗତ ୧୯ ତାରିଖରେ ବଣାଇ ଅଞ୍ଚଳର ଅନିଲ ମୁଣ୍ଡାଙ୍କୁ କେନ୍ଦ୍ରୀକଳା ଜଙ୍ଗଲରେ ତଣ୍ଟି କାଟିବା ପରେ ପଥରରେ ଛେଚି...

ସୁନ୍ଦରଗଡ଼ ଜିଲାପାଳଙ୍କ ଅଭିନବ ପ୍ରୟାସ: ‘ବହିପଢ଼’ ଅଭିଯାନର ଶୁଭାରମ୍ଭ

ସୁନ୍ଦରଗଡ଼, ୨୭।୧୨ (ଡି.ଏନ୍‌.ଏ) – ସମ୍ପ୍ରତି ଇଣ୍ଟରନେଟ୍‌ର ବହୁଳ ବ୍ୟବହାର ଦ୍ୱାରା ପୁସ୍ତକ ପଠନ ଅଭ୍ୟାସ ହ୍ରାସ ପାଉଛି। ଛାତ୍ରୀ, ଛାତ୍ର, ଯୁବ ତଥା ସାଧାରଣବର୍ଗଙ୍କ ମଧ୍ୟରେ ପୁସ୍ତକ ପଠନ ଅଭ୍ୟାସ ପାଇଁ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ...

ଉପାନ୍ତ ଅଞ୍ଚଳରେ ଡାକ୍ତର ଅଭାବ : ରୋଗୀଙ୍କ ଜୀବନ ସହିତ ଚାଲିଛି ଖେଳ

କୁଆଁରମୁଣ୍ଡା, ୨୭।୧୨(ଡି.ଏନ.ଏ.)-ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା, ଅଣ୍ଡାଳି-ଜାମବାହାଲ, କାଦୋବାହାଲ ଇତ୍ୟାଦି ଅଞ୍ଚଳରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ଫଳରେ ଏହି ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ଫାର୍ମାସିଷ୍ଟମାନେ ନିଜକୁ ଡାକ୍ତର ବୋଲାଇବା ସହ ଘରୋଇ କ୍ଲିନିକ ଖୋଲି ସାଧାରଣ...

କଠିନ ବର୍ଜ୍ୟବସ୍ତୁ ପରିଚାଳନା

ମହାନଗର ରାଉରକେଲା ସ୍ମାର୍ଟ ସିଟି ମାନ୍ୟତା ପାଇବା ପରେ ବିଭିନ୍ନ ଦୃଷ୍ଟିରୁ ଏହାର ଗୁରୁତ୍ୱ ବଢିଛି। ନାନା ଯୋଜନା ମାଧ୍ୟମରେ ସହରକୁ ନୂଆ ରୂପ ଦେବାକୁ ଚେଷ୍ଟା ଜାରି ରହିଛି। ଆଧୁନିକତାର ସ୍ବାଦ କିପରି ଷ୍ଟିଲ ସିଟିର କୋଣ ଅନୁକୋଣରେ...

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ବଡଗାଁ,୨୪।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପଟୁଆବେଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବନମାଳୀ ନାୟକଙ୍କ ସ୍ତ୍ରୀ ଉର (୫୮)। ଉଭୟ ସ୍ବାମୀ ସ୍ତ୍ରୀ ସୋମବାର ଜଙ୍ଗଲ ପାଖ ବିଲକୁ ଧାନ କାଟିବାକୁ...

ଜିଲା ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ସୁନ୍ଦରଗଡ଼,୨୧।୧୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାର ସମ୍ବଲପୁରଠାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ଶନିବାର ପିକେଟିଂ କରାଯାଇ ସମସ୍ତ କାର୍ଯ୍ୟାଳୟ ବନ୍ଦ କରିଦିଆଯାଇଥିଲା। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର ନାଏକ, ଜିଲା...

ଯୁବକଙ୍କ ତଣ୍ଟି କାଟିବା ପରେ ପଥରରେ ଛେଚି ହତ୍ୟା

ବଣାଇଁ,୧୯।୧୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ଗୁରୁବାର ସକାଳେ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ମିଳିବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ମୃତ ଯୁବକ ହେଲେ ଅନିଲ ମୁଣ୍ଡା ଓ ତାଙ୍କ...

ଓ୍ବେସ୍କୋ ଡିଭିଜନ ଅଫିସ ସମ୍ମୁଖରେ ଗଣଧାରଣା

ସୁନ୍ଦରଗଡ,୧୭।୧୨(ଡି.ଏନ୍‌.ଏ.): ବେଆଇନ ନିଯୁକ୍ତି ବନ୍ଦ କରିବା, କାର୍ଯ୍ୟରତ କର୍ମଚାରୀଙ୍କୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପଦୋନ୍ନତି ଓ ଅନ୍ୟାନ୍ୟ ୫ ଦଫା ଦାବି ନେଇ ଓଡିଶା ରାଜ୍ୟ କର୍ମଚାରୀ ସଂଘ ରାଉରକେଲା-ସୁନ୍ଦରଗଡ ଶାଖା ତରଫରୁ ସୋମବାର ସ୍ଥାନୀୟ ଓ୍ବେସ୍କୋ ଡିଭିଜନ...

ସାନରକ୍ସିଠାରେ ସୁନ୍ଦରଗଡ ଖାଦାନ ମଜଦୁର ୟୁନିୟନର ଶ୍ରମିକ ସମାବେଶ: ଆଦିବାସୀଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରା ନ ଯାଉ

  ଲହୁଣୀପଡା,୧୫।୧୨(ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଅନ୍ତର୍ଗତ ସାନରକ୍ସିସ୍ଥିତ କୁଶଳ ତିର୍କୀ ମିନିଷ୍ଟାଡିୟମରେ ସିଆଇଟିୟୁ ଅନୁବନ୍ଧିତ ଶ୍ରମିକ ସଙ୍ଗଠନ ସୁନ୍ଦରଗଡ଼ ଖାଦାନ ମଜଦୁର ୟୁନିୟନର ଶନିବାର ଏକ ବିଶାଳ ଶ୍ରମିକ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ପଟାସାହି, ରକ୍ସି,...

ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ସୁନ୍ଦରଗଡ଼,୧୪।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ରେଞ୍ଜ ଅନ୍ତର୍ଗତ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଶୁକ୍ରବାର ରାତିରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାମ ପରୀକ୍ଷିତ ଗହୀର (୪୬)। ତାଙ୍କ ଘର କେନ୍ଦୁଡିହି ଗ୍ରାମରେ। ଖବର ପାଇ ପୋଲିସ...

ସେବା ଆଳରେ ଶୋଷଣ

ଶିଶୁ ଅଧିକାର ଆଇନକୁ କଡ଼ାକଡ଼ି କରାଯାଇଛି। ଶିଶୁମାନଙ୍କ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ମାତ୍ର ସୁନ୍ଦରଗଡ଼ ଜିଲାରେ ବିଭିନ୍ନ ସାମାଜିକ ଅନୁଷ୍ଠାନ ସହାୟତାରେ ପରିଚାଳିତ ହେଉଥିବା ଅଧିକାଂଶ ଶିଶୁଯତ୍ନ ଅନୁଷ୍ଠାନରେ ଶିଶୁମାନେ ଅସୁରକ୍ଷିତ ରହୁଥିବା ଅଭିଯୋଗ ହୋଇଛି। ଜିଲାରେ...

ଦୁର୍ଘଟଣା ଗ୍ରସ୍ତ ଟ୍ରକରେ ବାଡେଇ ହୋଇ ୩ ବାଇକ ଆରୋହୀ ମୃତ

ସୁନ୍ଦରଗଡ଼/ସବଡେଗା,୧୩।୧୨(ଡି.ଏନ.ଏ.): ସୁନ୍ଦରଗଡ ଜିଲା ତଳସରା ଥାନା କୁହ୍ଲିଆଜରଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ରେ ପିଟି ହୋଇ ୩ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୁତକମାନେ ହେଲେ ବାଲିଶଙ୍କରା ବ୍ଲକ ସଉନାମୁରା ଗ୍ରାମର କ୍ରିଷ୍ଣା ନାଏକ (୩୩),...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image