ସାଂଘାତିକ ଗୋଷ୍ଠୀ ସଂଘର୍ଷ:୩ ମହିଳା ସହ ୫ ଜଣଙ୍କୁ ନିର୍ମମ ହତ୍ୟା, ୪ ଗୁରୁତର
ସୁନ୍ଦରଗଡ,୩୦/୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗୀତାପଡାରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ତିନି ଜଣ ମହିଳାଙ୍କ ସହ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି ଓ ୪ ଜଣ...