ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ ଛିଡାକୁଦର ଗ୍ରାମର ୨ ଭାଇଙ୍କୁ ଉଠାଇ ନେଇଥିଲା। ତେବେ ଉଭୟଙ୍କୁ ନିକଟସ୍ଥ ବିମଳାଗଡ...
ହେମଗିରରେ ପୁଣି ଠାବ ହେଲା କଳାବାଘ ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍ ପାନ୍ଥର ବା କଳାବାଘ ଠାବ ହୋଇଛି। ଜଙ୍ଗଲ ବିଭାଗ ପକ୍ଷରୁ ଏହି ଜଙ୍ଗଲରେ ଲଗାଯାଇଥିବା ଟ୍ରାପ୍ କ୍ୟାମେରାରେ ଏହି ବିରଳ...
କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପ୍ରକାଶ ଚନ୍ଦ୍ର ସାହୁ। ଶୁକ୍ରବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ...
ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ ଘର ଭାଙ୍ଗିବା ସହିତ ଘରୁ ଦୌଡ଼ି ଜୀବନ ବଞ୍ଚାଇବାକୁ ଚେଷ୍ଟା କରୁଥିବା ସୋମା...
ଟ୍ରାକିଂବେଳେ ବନ କର୍ମଚାରୀଙ୍କୁ ଶୁଣ୍ଢରେ ଟେକି କଚାଡ଼ିଲା ହାତୀ, ଭାଙ୍ଗିଦେଲା ହାତ ବଣାଇଁ,୩ା୧୦(ପ୍ରଦୀପ ତ୍ରିପାଠୀ): ଗୁରୁବାର ବଣାଇଁ ବନଖଣ୍ଡ ତଥା କୁଳିପୋଷ ରେଞ୍ଜ ଅଧୀନ ଗଣିଘଷା ନିକଟରେ ଗତକାଲି ଠାରୁ ଘୂରି ବୁଲୁଥିବା ୪ଟିକିଆ ହାତୀ ପଲ ସମ୍ପର୍କରେ ସୂଚନା ପାଇ ବନବିଭାଗ ପକ୍ଷରୁ ଟ୍ରାକିଂ ଓ ଘଉଡ଼ାଇବା କାର୍ଯ୍ୟ ଚାଲିଥିଲା। ହାତୀଙ୍କ...
ଗୋଠଛଡା ଦନ୍ତାକୁ ଟ୍ରାଙ୍କୁଲାଇଜ କଲା ବନବିଭାଗ: ଲଗାଗଲା ରେଡିଓକୁଲାର ବଣାଇଁ, ୨।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳରେ ଉତ୍ପାତ ମଚାଇ ଚାଲିଥିବା ଏକ ଗୋଠଛଡା ଦନ୍ତାର ପରିଶେଷରେ ବନବିଭାଗ ପକ୍ଷରୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି l ଏବେ ଟ୍ରାକିଂ ଏବଂ ପରବର୍ତ୍ତୀ ସମୟରେ ଆବଶ୍ୟକ ସ୍ଥଳେ ସ୍ଥାନାନ୍ତରିତ...
ସୁନ୍ଦରଗଡ଼ରେ ଯୁବକଙ୍କୁ ହତ୍ୟା ହେମଗିର,୧।୧୦( ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଟାଙ୍ଗରଡିହିରେ ମଙ୍ଗଳବାର ଜଣଙ୍କୁ ଇଟାରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଟାଙ୍ଗରଡିହି ଗ୍ରାମର କରୁଣା ସିଂ(୨୭)। ଘଟଣାସ୍ଥଳରେ ହେମଗିର ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ଏ...
ପାର୍ବଣରେ ବୋନସ୍ ଦାବି ତେଜିଲା, ନ ମିଳିଲେ… ରାଉରକେଲା,୧।୧୦(ବିପ୍ଳବ ରଞ୍ଜନ ଦାଶ): ଆର୍ଏସ୍ପିରେ କାର୍ଯ୍ୟରତ ଠିକା ଶ୍ରମିକଙ୍କୁ ବୋନସ୍ ପ୍ରଦାନ ଦାବି ନେଇ ରାଉରକେଲା ହିନ୍ଦ୍ ମଜଦୁର ସଭା ଓ ଜିଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ପକ୍ଷରୁ ମଙ୍ଗଳବାର ବିଶ୍ରା ଗେଟ୍ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ...
ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ବାଇକ୍: ନିଆଁରେ ଜଳି ଦୁଇ ମୃତ, ଅନ୍ୟଜଣେ ଆହତ କୁଆଁରମୁଣ୍ଡା,୩୦/୦୯(ମହେନ୍ଦ୍ର କୁମାର ସାହୁ): ସୋମବାର ବୀରମିତ୍ରପୁର ଥାନା ଅନ୍ତର୍ଗତ ରାଏବୋଗା ରୋଡ କୁଡ଼ପାନିଟୋଲି ବୁଲାଣି ନିକଟରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ବାଇକ ସହ ଦୁଇ ଆରୋହୀ ଘଟଣାସ୍ଥଳରେ ଜଳି ମୃତ୍ୟୁ ବରଣ କରିଥିବା ବେଳେ...
ଆର୍ଏସ୍ପିରେ ବଡ଼ ଧରଣର ବିସ୍ଫୋରଣ ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍ଏସ୍ପି)ର ଷ୍ଟିଲ୍ ମେଲ୍ଟିଂ ଶପ୍ (ଏସ୍ଏମ୍ଏସ୍)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ ଠିକା କର୍ମଚାରୀ ଆହତ ହୋଇଛନ୍ତି। ଆହତମାନେ ହେଲେ ଆରଏସ୍ପିର ବରିଷ୍ଠ ଅଧିକାରୀ ଏଚ୍....
ସିନେମା ଷ୍ଟାଇଲ୍ରେ ଭିଣୋଇଙ୍କୁ ହତ୍ୟା କଲା ଶଳା, ଆଶ୍ଚର୍ଯ୍ୟ କରିଦେବ ହତ୍ୟା ପଛର କାରଣ… ରାଉରକେଲା,୨୭ା୯(ସଙ୍ଗୀତା ଜେନା): ରାଉରକେଲା ସହରରେ ଘଟିଥିବା ଏକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ମାଲଗୋଦାମ ଅଞ୍ଚଳର ମହମ୍ମଦ ଆମିର(୨୮)। ସେ ହତ୍ୟା କରିଥିବା ସ୍ବୀକାର କରିବା ପରେ ଶୁକ୍ରବାର...
ପରିବାର ଛାଡି ଲିଭ୍ ଇନ୍ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି ସ୍ଥାନୀୟ ଲୋକଙ୍କ ସହାୟତାରେ ବ୍ୟବଚ୍ଛେଦ ପାଇଁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି। ମୃତା...