ସୁନ୍ଦରଗଡ଼

୨୪ ବର୍ଷରେ ଖାତା ଖୋଲିପାରିନି ବିଜେଡି

ସୁନ୍ଦରଗଡ଼,୨ା୪(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଭାଜପା ପୁଣି ଜୁଏଲଙ୍କ ଉପରେ ଭରସା କରି ଟିକେଟ ଦେଇଛି। ଅନ୍ୟପକ୍ଷରେ ବିଜେଡି ଏଥର ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କୀଙ୍କୁ ପ୍ରାର୍ଥୀ କରିଛି। ଭାଜପାର ଭେଟେରାନ ନେତା ଜୁଏଲଙ୍କୁ...

ଚାନ୍ଦା ଆଦାୟରେ ବିଜେଡି ୫ମ ବୃହତ୍‌ ଆଞ୍ଚଳିକ ଦଳ

ରାଉରକେଲା,୩୧।୩(ସଙ୍ଗୀତା ଜେନା):ବିଜେଡ଼ି ଭାରତ ବର୍ଷରେ ୫ମ ବୃହତ ଆଞ୍ଚଳିକ ଦଳ ଭାବେ ୧୦୧୯.୫ କୋଟି ଟଙ୍କା ରାଜନୈତିକ ଚାନ୍ଦା ନିର୍ବାଚନୀ ବଣ୍ଡ ମାଧ୍ୟମରେ ପାଇଛି ବୋଲି ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି। ରାଜ୍ୟବାସୀଙ୍କ ସ୍ବାର୍ଥକୁ ବର୍ଷ ବର୍ଷ...

ଲହୁଣୀପଡ଼ା ଅଞ୍ଚଳରେ ବୁଲୁଛି ବାଘ

ଲହୁଣୀପଡା,୩୧।୩(ଦାଶରଥି ପଣ୍ଡା)ସୁନ୍ଦରଗଡ଼ ଜିଲା ଲହୁଣୀପଡା ଅଞ୍ଚଳର ବିଭିନ୍ନ ଗ୍ରାମରେ ବାଘ ବୁଲୁଥିବା ଚର୍ଚ୍ଚା ଜୋର ଧରିଛି। ବାଘ ବୁଲୁଥିବା ନେଇ ଆଲୋଚନା ଶୁଣିବାକୁ ମିଳୁଛି। ଯେଉଁ ଯେଉଁ ଅଞ୍ଚଳରେ ବାଘ ବୁଲୁଛି ବୋଲି ଚର୍ଚ୍ଚା ଜୋର ଧରିଛି ସେ ଅଞ୍ଚଳର...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର ଦିଲୀପ ସୁନ୍ଦରଗଡ଼ରେ ପହଞ୍ଚିିଛନ୍ତି। ଆଜି ପବିତ୍ର ଗୁଡଫ୍ରାଇଡେ ହୋଇଥିବାରୁ ସୁନ୍ଦରଗଡ଼ ମିସନ ରୋଡ୍‌...

ଲାଞ୍ଚ ମାମଲାରେ ସ୍ବାସ୍ଥ୍ୟ ପରିଦର୍ଶିକାଙ୍କୁ ୪ବର୍ଷ ଜେଲ

ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ରାଜଲକ୍ଷ୍ମୀ ପଟ୍ଟନାୟକ ଗୁରୁବାର ଏକ ଲାଞ୍ଚ ମାମଲାରେ ବଣାଇଁ ଉପଖଣ୍ଡ ଖୁଣ୍ଟ ଗାଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ଅବସରପ୍ରାପ୍ତ ସ୍ବାସ୍ଥ୍ୟ ପରିଦର୍ଶିକା ମଥାମଣି ରଥ(୬୩)ଙ୍କୁ ୪ ବର୍ଷ ଜେଲଦଣ୍ଡ ଦେଇଛନ୍ତି।...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା ଗୁଦଡ଼ୀ ଥାନା ବୁରୁଗୁଲିକେରା ଗ୍ରାମର ଗନ୍ଧୋରୀ ବୁଡ଼(୬୦) ଓ ତାଙ୍କ ପୁଅ ରାଜେଶ...

ଭଜନ କୀର୍ତ୍ତନ କରି ହୋଲି ଖେଳିଲେ ବରିଷ୍ଠ ନାଗରିକ

କୁଆଁରମୁଣ୍ଡା,୨୬।୩(ମହେନ୍ଦ୍ର କୁମାର ସାହୁ): ଆଜି ରଙ୍ଗର ପର୍ବ ହୋଲି। ପରସ୍ପର ମଧ୍ୟରେ ଥିବା ମନୋମାଳିନ୍ୟକୁ ପଛରେ ପକାଇ ଲୋକେ ରଙ୍ଗ ଓ ଅବିର ଲଗାଇ ପରସ୍ପରକୁ ଅଭିନନ୍ଦନ ଜଣାଇଥାଆନ୍ତି। ଅନୁରୂପ ଭାବେ କୁଆଁରମୁଣ୍ଡା ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ସ୍ଥାନୀୟ...

କାଳବୈଶାଖୀ ତାଣ୍ଡବ: ଗରମ, ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି

ବନ୍ଧମୁଣ୍ଡା,୨୫।୩(ସୁବ୍ରତ ଦେ): ରେଲନଗରୀ ବନ୍ଧମୁଣ୍ଡାରେ କାଳବୈଶାଖୀ ତାଣ୍ଡବ ରଚିଛି। ସୋମବାର ସାରେ ରାଉରକେଲା, ବନ୍ଧମୁଣ୍ଡା ସମେତ ଆଖପାଖ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଝଡ଼ ତୋଫାନ ଘଟିଛି। ଝଡ଼ ତୋଫାନ ଯୋଗୁ ବନ୍ଧମୁଣ୍ଡା-ରାଉରକେଲା ମୁଖ୍ୟ ରାସ୍ତାର କୁମାରପଢ଼ା, ଉତ୍ତମବସ୍ତି,...

ସ୍ତ୍ରୀ ମୃତ୍ୟୁର ୩ ଦିନ ପରେ ଆତ୍ମହତ୍ୟା କଲା ସ୍ବାମୀ

ଟେନ୍‌ସା,୨୪।୩(ସମୀର କୁମାର ପାଢୀ): ସ୍ତ୍ରୀର ମୃତ୍ୟୁକୁ ଅତି ସହଜରେ ଗ୍ରହଣ କରି ପାରିଲେନି ସ୍ବାମୀ। ସ୍ତ୍ରୀ ମୃତ୍ୟୁର ୩ ଦିନ ପରେ ଆତ୍ମହତ୍ୟା କଲେ ସ୍ବାମୀ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନ୍‌ସା ଫାଣ୍ଡି ଜିରୋ...

ବୀରମିତ୍ରପୁରରେ ଆଶଙ୍କାରେ ଭାଜପା,ବିଜେଡି ଆଶାୟୀ

କୁଆଁରମୁଣ୍ଡା,୨୧ା୩ (ମହେନ୍ଦ୍ର କୁମାର ସାହୁ): ନିର୍ବାଚନ ତାରିଖ ଘୋଷଣା ହୋଇସାରିଥିଲେ ମଧ୍ୟ ଓଡ଼ିଶା – ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ ଜିଲାର ବୀରମିତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରମୁଖ ଦଳ ଭାଜପା,ବିଜେଡିର ଟିକେଟ ଆଶାୟୀ ସଂଶୟରେ ପଡ଼ିଯାଇଛନ୍ତି। ୨୦୧୯ରେ ଏଠାରୁ ଭାଜପା...

ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ମହାବଳ ବାଘ, ଜାଣନ୍ତୁ କେଉଁଠୁ ଆସିଲା

ଭୁବନେଶ୍ୱର,୧୮।୩: ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ପଡିଛି ମହାବଳ ବାଘର ପାଦ। ବନବିଭାଗ କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି। ଏହି ବାଘଟି ମଧ୍ୟପ୍ରଦେଶରୁ ସୁଦୂର ଓଡ଼ିଶା ଶହ ଶହ କିଲୋମିଟର ଚାଲି...

ବାହାରିଥିଲା ବରଯାତ୍ରୀ: ବାଟରୁ ବରଙ୍କୁ ଉଠାଇ ନେଲା ପୋଲିସ

ସୁନ୍ଦରଗଡ,୧୭ା୩(ଜୟ ନାରାୟଣ ମେଣ୍ଡୁଳି): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଲେ। ଯୁବତୀ ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ହେଲେ ଶେଷରେ ପ୍ରେମିକାଙ୍କୁ ଛାଡି ଅନ୍ୟତ୍ର ବିବାହ କରିବାକୁ ମନସ୍ଥ କରିଥିଲେ ଯୁବକ। ବରବେଶରେ ଯାଉଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri