ପ୍ରଥମ ବିଜୟ ଆଶାରେ ବିଜେଡି
ବଣାଇଁଁ, ୯ା୪ (ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଣାଇଁ ବିଧାନସଭା କ୍ଷେତ୍ର ଅଦ୍ୟାବଧି ବିଜୁ ଜନତା ଦଳ (ବିଜେଡି) ପାଇଁ ସ୍ବପ୍ନ ହୋଇ ରହିଛି। ଦଳ ଗଠନଠାରୁ ଏହା ଖାତା ଖୋଲିପାରି ନ ଥିବାରୁ ଆଗାମୀ ନିର୍ବାଚନରେ...
ବଣାଇଁଁ, ୯ା୪ (ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବଣାଇଁ ବିଧାନସଭା କ୍ଷେତ୍ର ଅଦ୍ୟାବଧି ବିଜୁ ଜନତା ଦଳ (ବିଜେଡି) ପାଇଁ ସ୍ବପ୍ନ ହୋଇ ରହିଛି। ଦଳ ଗଠନଠାରୁ ଏହା ଖାତା ଖୋଲିପାରି ନ ଥିବାରୁ ଆଗାମୀ ନିର୍ବାଚନରେ...
ସୁନ୍ଦରଗଡ,୭।୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାରେ ଦନ୍ତ ବିଭାଗରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ଏଡିଏମଓ) ଡା. ପ୍ରକାଶ ବଳ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଛି। ମହିଳା ଡାକ୍ତର ଜଣକ ଏ...
ରାଉରକେଲା,୭।୪(ବିପ୍ଳବ ରଞ୍ଜନ ଦାଶ)ସ୍ମାର୍ଟସିଟି ରାଉରକେଲା ସହର ରାସ୍ତାରେ ଯାତାୟାତ କରୁଥିବା ଅଧିକାଂଶ ଯାନବାହନର ଫିଟ୍ନେସ୍ ନାହିଁ। ଏହାକୁ ଯାଞ୍ଚ ଠିକ୍ ଭାବେ ଯାଞ୍ଚ କରାଯାଉ ନ ଥିବାରୁ ସହର ପରିବେଶ ପ୍ରଦୂଷିତ ହେବା ସହ ଦୁର୍ଘଟଣା ବଢୁଛି। ରାଉରକେଲା ପରିବହନ...
ସୁନ୍ଦରଗଡ଼,୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସ୍ବତନ୍ତ୍ର ପୋକ୍ସୋ କୋର୍ଟର ପ୍ରିଜାଇଡିଂ ଅଫିସର ତଥା ଜଜ୍ ବୁଧବାର ଏକ ଛାତ୍ରୀଙ୍କୁ ଯୌନ ନିର୍ଯାତନା ମାମଲାର ଶୁଣାଣି କରି ଅଭିଯୁକ୍ତ ପ୍ରଧାନଶିକ୍ଷକ ଶ୍ୟାମ ସୁନ୍ଦର ପଟେଲଙ୍କୁ ୧୦ବର୍ଷ ଜେଲ୍ ଦଣ୍ଡରେ ଦଣ୍ଡିତ କରିଛନ୍ତି।...
ସୁନ୍ଦରଗଡ଼,୨ା୪(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଭାଜପା ପୁଣି ଜୁଏଲଙ୍କ ଉପରେ ଭରସା କରି ଟିକେଟ ଦେଇଛି। ଅନ୍ୟପକ୍ଷରେ ବିଜେଡି ଏଥର ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କୀଙ୍କୁ ପ୍ରାର୍ଥୀ କରିଛି। ଭାଜପାର ଭେଟେରାନ ନେତା ଜୁଏଲଙ୍କୁ...
ରାଉରକେଲା,୩୧।୩(ସଙ୍ଗୀତା ଜେନା):ବିଜେଡ଼ି ଭାରତ ବର୍ଷରେ ୫ମ ବୃହତ ଆଞ୍ଚଳିକ ଦଳ ଭାବେ ୧୦୧୯.୫ କୋଟି ଟଙ୍କା ରାଜନୈତିକ ଚାନ୍ଦା ନିର୍ବାଚନୀ ବଣ୍ଡ ମାଧ୍ୟମରେ ପାଇଛି ବୋଲି ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି। ରାଜ୍ୟବାସୀଙ୍କ ସ୍ବାର୍ଥକୁ ବର୍ଷ ବର୍ଷ...
ଲହୁଣୀପଡା,୩୧।୩(ଦାଶରଥି ପଣ୍ଡା)ସୁନ୍ଦରଗଡ଼ ଜିଲା ଲହୁଣୀପଡା ଅଞ୍ଚଳର ବିଭିନ୍ନ ଗ୍ରାମରେ ବାଘ ବୁଲୁଥିବା ଚର୍ଚ୍ଚା ଜୋର ଧରିଛି। ବାଘ ବୁଲୁଥିବା ନେଇ ଆଲୋଚନା ଶୁଣିବାକୁ ମିଳୁଛି। ଯେଉଁ ଯେଉଁ ଅଞ୍ଚଳରେ ବାଘ ବୁଲୁଛି ବୋଲି ଚର୍ଚ୍ଚା ଜୋର ଧରିଛି ସେ ଅଞ୍ଚଳର...
ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର ଦିଲୀପ ସୁନ୍ଦରଗଡ଼ରେ ପହଞ୍ଚିିଛନ୍ତି। ଆଜି ପବିତ୍ର ଗୁଡଫ୍ରାଇଡେ ହୋଇଥିବାରୁ ସୁନ୍ଦରଗଡ଼ ମିସନ ରୋଡ୍...
ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍ ରାଜଲକ୍ଷ୍ମୀ ପଟ୍ଟନାୟକ ଗୁରୁବାର ଏକ ଲାଞ୍ଚ ମାମଲାରେ ବଣାଇଁ ଉପଖଣ୍ଡ ଖୁଣ୍ଟ ଗାଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ଅବସରପ୍ରାପ୍ତ ସ୍ବାସ୍ଥ୍ୟ ପରିଦର୍ଶିକା ମଥାମଣି ରଥ(୬୩)ଙ୍କୁ ୪ ବର୍ଷ ଜେଲଦଣ୍ଡ ଦେଇଛନ୍ତି।...
ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା ଗୁଦଡ଼ୀ ଥାନା ବୁରୁଗୁଲିକେରା ଗ୍ରାମର ଗନ୍ଧୋରୀ ବୁଡ଼(୬୦) ଓ ତାଙ୍କ ପୁଅ ରାଜେଶ...
କୁଆଁରମୁଣ୍ଡା,୨୬।୩(ମହେନ୍ଦ୍ର କୁମାର ସାହୁ): ଆଜି ରଙ୍ଗର ପର୍ବ ହୋଲି। ପରସ୍ପର ମଧ୍ୟରେ ଥିବା ମନୋମାଳିନ୍ୟକୁ ପଛରେ ପକାଇ ଲୋକେ ରଙ୍ଗ ଓ ଅବିର ଲଗାଇ ପରସ୍ପରକୁ ଅଭିନନ୍ଦନ ଜଣାଇଥାଆନ୍ତି। ଅନୁରୂପ ଭାବେ କୁଆଁରମୁଣ୍ଡା ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ସ୍ଥାନୀୟ...
ବନ୍ଧମୁଣ୍ଡା,୨୫।୩(ସୁବ୍ରତ ଦେ): ରେଲନଗରୀ ବନ୍ଧମୁଣ୍ଡାରେ କାଳବୈଶାଖୀ ତାଣ୍ଡବ ରଚିଛି। ସୋମବାର ସାରେ ରାଉରକେଲା, ବନ୍ଧମୁଣ୍ଡା ସମେତ ଆଖପାଖ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଝଡ଼ ତୋଫାନ ଘଟିଛି। ଝଡ଼ ତୋଫାନ ଯୋଗୁ ବନ୍ଧମୁଣ୍ଡା-ରାଉରକେଲା ମୁଖ୍ୟ ରାସ୍ତାର କୁମାରପଢ଼ା, ଉତ୍ତମବସ୍ତି,...