ସ୍କ୍ରବ୍ ଅଣାୟତ୍ତ: ସୁନ୍ଦରଗଡ଼ରେ କେନ୍ଦ୍ରୀୟ ଟିମ୍
ସୁନ୍ଦରଗଡ଼,୧।୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ଼ରେ ଅଣାୟତ୍ତ ହେଉଛି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ। ଗତ୨୪ଘଣ୍ଟାରେ ୩ ନୂଆ ସଂକ୍ରମିତ ଚିହ୍ନଟ ପରେ ଏବେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଖ୍ୟା ୨୯୫ରେ ପହଞ୍ଚିଛି। ଶୁକ୍ରବାର ଜିଲାରେ ୬ ଜଣିଆ କେନ୍ଦ୍ରୀୟ ଟିମ୍ ପହଞ୍ଚି ସ୍ଥିତି...