ଧାନଚାଷ ନଷ୍ଟ କରୁଛନ୍ତି ଲେଡାପୋକ, ଚିନ୍ତାରେ ଚାଷୀ
କୁତ୍ରା,୧୦ା୮(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଲତାଲଗା ଗ୍ରାମ ତଥା ଏହାର ଆଖପାଖ ଧାନ ଚାଷ ଜମିରେ ଗତ କିଛିଦିନ ହେଲା ଲେଡାପୋକ ଦେଖିବାକୁ ମିଳିଛି। ଏମାନେ ଧାନ ଗଛର କାଣ୍ଡ ଗୁଡିକୁ ଖାଇବା ସହ କାଟି ନଷ୍ଟ...
କୁତ୍ରା,୧୦ା୮(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଲତାଲଗା ଗ୍ରାମ ତଥା ଏହାର ଆଖପାଖ ଧାନ ଚାଷ ଜମିରେ ଗତ କିଛିଦିନ ହେଲା ଲେଡାପୋକ ଦେଖିବାକୁ ମିଳିଛି। ଏମାନେ ଧାନ ଗଛର କାଣ୍ଡ ଗୁଡିକୁ ଖାଇବା ସହ କାଟି ନଷ୍ଟ...
ବଡ଼ଗାଁ,୮ା୮( ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ପକ୍ଷରୁ ମହାବୀର ପର୍ବତ ତଳି ଅଞ୍ଚଳରେ ଚାରା ରୋପଣ କରାଯାଉଛି। ଚାରା ରୋପଣ ହୋଇଥିବା ସ୍ଥାନରେ ବାଡ ଦେବାପାଇଁ ଫରେଷ୍ଟର କାର୍ଯ୍ୟ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ଶୁଖିଲା ଗଛ...
ରାଉରକେଲା,୭।୮(ବିପ୍ଳବ ରଞ୍ଜନ ଦାଶ): ରାଉରକେଲାରେ କାର୍ଯ୍ୟରତ ରେଳ କର୍ମଚାରୀ ଓ ସେମାନଙ୍କ ପରିବାର ଲୋକଙ୍କ ରେଲେଔ କଲୋନୀରେ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ରେଲଓ୍ବେ କଲୋନୀର ସାନିଟାଇଜେଶନ ସହିତ ରେଳ କର୍ମଚାରୀଙ୍କ ସ୍ବାସ୍ଥ୍ୟସେବା ନିର୍ଭର କରୁଛି। କଲୋନୀରେ...
ଟେନସା,୬।୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଫରେଷ୍ଟ ରେଞ୍ଜରେ ପୁଣି ହାତୀ ଆତଙ୍କ ଦେଖାଯାଇଛି। ପାଟମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କଦମଡ଼ିହି ନିକଟସ୍ଥ ନାଳିଆଡ଼ିହିଠାରେ ହାତୀ ଆକ୍ରମଣରେ ସୁମିତା ମୁଣ୍ଡାଙ୍କର ମତ୍ୟୁ ଘଟିଛି । ମହିଳା ଜଣକ ଶନିବାର କୋଇଡା...
କୁତ୍ରା,୬ା୮(ଦେବାଶିଷ ସାହୁ)ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅଞ୍ଚଳରେ ୪ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଯାହା ଫଳରେ ଲୋକଙ୍କ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ନଈ, ନାଳ, ପୋଖରୀ, ଚାଷ ଜମି ଯୁଆଡେ ଦେଖିଲେ କେବଳ ପାଣିର ସୁଅ...
ରାଉରକେଲା ,୪।୮(ସଙ୍ଗୀତା ଜେନା): ଭାରତୀୟମାନେ ବିଭିନ୍ନ କ୍ଷେତ୍ରରେ ଅନ୍ତର୍ଜାତୀୟ ସ୍ତରରେ ସୁନାମ ଆଣିଛନ୍ତି। କଳା, ସଂସ୍କୃତି ଓ ଅନ୍ୟ କ୍ଷେତ୍ରରେ ଭାରତୀୟମାନେ ଆଗରେ ରହିଛନ୍ତି। ବିଶେଷ କରି ଏଥିରେ ଓଡ଼ିଆମାନଙ୍କ ସଂଖ୍ୟା କମ୍ ନୁହେଁ। ଏଭଳି ଜଣେ ଓଡ଼ିଆ ତଥା...
ରାଉରକେଲା,୪।୮(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାରେ ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ବୁଧବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଥିଲା। ମନ୍ଦିରା ଡ୍ୟାମ୍ ୧୧ଟି ଗେଟ୍ ଖୋଲିଥିବା ବେଳେ ଉପରମୁଣ୍ଡରେ ଅତ୍ୟଧିକ ବର୍ଷା ଯୋଗୁ କୋଏଲ...
ହେମଗିରି,୪ା୮(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିରି ବ୍ଲକସ୍ଥିତ ବିଲେଇମୁଣ୍ଡାର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଏବଂ ବର୍ତ୍ତମାନର ବିଜେଡି ଜିଲା କୃଷକ ମୋର୍ଚ୍ଚା ସଭାପତି ଗୋପାଳ ପ୍ରଧାନଙ୍କ ଘରୁ ଡକାୟତି ହୋଇଛି। ଗୁରୁବାର ରାତିରେ...
ଲହୁଣୀପଡ଼ା,୩ା୮(ଦାଶରଥି ପଣ୍ଡା): ମୁଣ୍ଡ ଗୁଞ୍ଜିବାକୁ ଭଲ ଘରେ ଖଣ୍ଡେ ନାହିଁ। ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ୭ ପ୍ରାଣୀ। ସରକାରୀ ଯୋଜନା କହିଲେ କେବଳ ୨୫ କେଜି ଚାଉଳ। ଏମାନଙ୍କ ପାଖରେ ନା ଅଛି ଘର, ନା ବିଜୁଳି, ନା ମିଳିଛି...
ରାଉରକେଲା,୩ା୮(ବିପ୍ଳବ ରଞ୍ଜନ ଦାଶ): ଲଗାଣ ବର୍ଷାରେ ରାଉରକେଲା ନିକଟସ୍ଥ ୪ ପ୍ରମୁଖ ଡ୍ୟାମ ମଧ୍ୟର ଜଳସ୍ତର ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩ଟି ଡ୍ୟାମରୁ ଜଳ ନିଷ୍କାସନ ହେଉଥିବାବେଳେ ଗୋଟିଏ ଡ୍ୟାମରୁ ଜଳ ନିଷ୍କାସନ କରାଯାଇ ନାହିଁ। ଡ୍ୟାମରୁ ନିଷ୍କାସିତ ପାଣି,...
ରାଉରକେଲା, ୩୧।୭(ସଙ୍ଗୀତା ଜେନା): ଶିଳ୍ପ ସହର ରାଉରକେଲାରେ ନିର୍ମାଣ କାର୍ଯ୍ୟ ଅହରହ କରାଯାଉଛି। ରାଉରକେଲା ଇସ୍ପାତ କାରଖାନା ବ୍ୟତୀତ ଶତାଧିକ ଘରୋଇ ଓ ବେସରକାରୀ ସଂସ୍ଥାରେ ଲକ୍ଷାଧିକ ନିର୍ମାଣ ଶ୍ରମିକ କାମ କରୁଛନ୍ତି। ଏହାସହ ବିଭିନ୍ନ ନିର୍ମାଣ କାର୍ଯ୍ୟରେ ନିୟୋଜିତ...
ରାଉରକେଲା,୩୧।୭(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟରେ ଭିତ୍ତିଭୂମି ଅଭାବ ଯୋଗୁ ପ୍ରାଣୀ ଚିକିତ୍ସାରେ ବାଧା ସୃଷ୍ଟି ହେଉଛି। କେଉଁଠି ନିଜସ୍ବ ଘର ନାହିଁ ତ ଆଉ କେଉଁଠି ଭଡାରେ ଚାଲିଛି। ସେହିପରି କର୍ମଚାରୀଙ୍କ...