ମୁକୁଳା ପଡ଼ିଛି ଟ୍ରାନ୍ସଫର୍ମର
ଲାଠିକଟା,୩l୭(ରାମେଶ୍ବର ଖାଡ଼ଙ୍ଗା): ସାରନଗରୀ ମୁଖ୍ୟ ରାସ୍ତା କଡ଼ରେ ମୁକୁଳା ପଡ଼ିଛି ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍ ଟ୍ରାନ୍ସଫର୍ମର। ଏହା ମୁଖ୍ୟ ରାସ୍ତା ହୋଇଥିବାରୁ ପ୍ରତ୍ୟେକ ଦିନ ଶତାଧିକ ଲୋକ ଯା’ଆସ କରନ୍ତି। ତେବେ କେତେବେଳେ ଅଘଟଣ ଘଟିବ ତାହା କହିହେବ...
ଲାଠିକଟା,୩l୭(ରାମେଶ୍ବର ଖାଡ଼ଙ୍ଗା): ସାରନଗରୀ ମୁଖ୍ୟ ରାସ୍ତା କଡ଼ରେ ମୁକୁଳା ପଡ଼ିଛି ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍ ଟ୍ରାନ୍ସଫର୍ମର। ଏହା ମୁଖ୍ୟ ରାସ୍ତା ହୋଇଥିବାରୁ ପ୍ରତ୍ୟେକ ଦିନ ଶତାଧିକ ଲୋକ ଯା’ଆସ କରନ୍ତି। ତେବେ କେତେବେଳେ ଅଘଟଣ ଘଟିବ ତାହା କହିହେବ...
କୁତ୍ରା,୩ା୭(ଦେବାଶିଷ ସାହୁ): କୁତ୍ରା ଅଞ୍ଚଳରେ ଟଙ୍କିକିଆ, ୨ଟଙ୍କିଆ କଏନ ବର୍ତ୍ତମାନ ସ୍ଥିତିରେ କେହି ନେବାକୁ ରାଜି ହେଉନାହାଁନ୍ତି। ଫଳରେ ଲୋକଙ୍କ ପାଇଁ ଏହା ସମସ୍ୟା ସୃଷ୍ଟି କରୁଛି। ପାନ ଦୋକାନ, ଚା’ ଦୋକାନ, ପରିବା ଦୋକାନ ଏବଂ ବଡ଼ବଡ଼ ବ୍ୟବସାୟୀ...
ବିଶ୍ରା,୨।୭(ବଟକୃଷ୍ଣ ସ୍ବାଇଁ)ସୁନ୍ଦରଗଡ ଜିଲା ବିଶ୍ରା ସାପ୍ତାହିକ ବଜାରରେ ନିର୍ମାଣ ହୋଇଥିବା ଗୋଷ୍ଠୀ ଶୌଚାଳୟରେ ୩ ବର୍ଷ ହେଲା ତାଲା ପଡ଼ିଛି। ଫଳରେ ବଜାରକୁ ଆସୁଥିବା ଚାଷୀ ଏବଂ ସ୍ଥାନୀୟ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ମହିଳାମାନେ ସମସ୍ୟା ଭୋଗୁଥିବା...
ରାଉରକେଲା,୨।୭(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ବେଦବ୍ୟାସ ପ୍ରମୋଦ ନଗର ନଦୀଟୋଲିର ବାସିନ୍ଦା ଚିନ୍ମୟ ତ୍ରିପାଠୀ(୨୫)। ତାଙ୍କ ମା’ ପୁଷ୍ପାଞ୍ଜଳି (୪୮) ଓ ବାପା ବିନୋଦ (୫୪)। ଚିନ୍ମୟ ବର୍ତ୍ତମାନ ରାଉରକେଲା ସରକାରୀ ସ୍ବୟଂଶାସିତ କଲେଜରେ ଅତିଥି ଶିକ୍ଷକ ଭାବେ କାର୍ଯ୍ୟରତ। ଏହାସହ...
ରାଉରକେଲା,୨।୭(ସଙ୍ଗୀତା ଜେନା) ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳଗୁଡ଼ିକରେ ମାଓବାଦୀଙ୍କ ଗତିବିଧି ବୃଦ୍ଧି ପାଇଛି। ଝାଡ଼ଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମ ଜିଲାର ବିଭିନ୍ନ ଅଞ୍ଚଳରେ ସେମାନଙ୍କ କାର୍ଯ୍ୟକଳାପ ବଢିବା ପରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି। ଫଳରେ ମାଓବାଦୀମାନେ ଓଡ଼ିଶାମୁହାଁ ହୋଇଥିବା କୁହାଯାଉଛି।...
ରାଉରକେଲା,୩୦ା୬(ଦିନେଶ ମିଶ୍ର): ହକି ବିଶ୍ୱକପ୍ ପୂର୍ବରୁ ରାଉରକେଲା ସହର ରାସ୍ତାକଡ଼ ଓ ଫୁଟପାଥ୍ ବ୍ୟବସାୟୀଙ୍କୁ କିଭଳି ଥଇଥାନ କରିହେବ ସେ ନେଇ ବିଭିନ୍ନ ସ୍ଥାନରେ ଆର୍ଏମ୍ସି ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଭେଣ୍ଡିଂ ଜୋନ କରାଯାଇଥିଲା। ତେବେ ଭେଣ୍ଡିଂ ଜୋନ୍...
ରାଉରକେଲା,୩୦।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ନିକଟ କୋଏଲ ନଦୀରେ ନିର୍ମିତ ଏକ ଅସ୍ଥାୟୀ ବାଉଁଶ ପୋଲ ବୁଧବାର ବିଳମ୍ବିତ ରାତିରେ ଭାସିଯାଇଛି। ଫଳରେ ଗୁରୁବାରଠାରୁ ଉକ୍ତ ବାଉଁଶ ପୋଲ ଦେଇ ରାଉରକେଲାକୁ ୧୬ଟି ଗ୍ରାମର ଲୋକଙ୍କ ଯାତାୟାତ ବନ୍ଦ ହୋଇଯାଇଛି।...
ରାଉରକେଲା,୨୬।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ଟିସିଆଇ-ଆଇଡିସି ବାଇପାସ ରାସ୍ତାରେ ଗ୍ୟାସ ପାଇପ୍ ବିଛା କାମ ଚାଲିଛି। ସମ୍ପୃକ୍ତ ଠିକାସଂସ୍ଥା ପାଇପ୍ ବିଛାଇବା ନାଁରେ ରାସ୍ତାରେ ବଡ ବଡ ଗାତ ଖୋଳି ଦେଉଛି। ଫଳରେ ଲୋକେ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ଏ...
ରାଉରକେଲା,୨୬।୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ମାତାପୂଜା ଦୈନିକ ବଜାରରେ ବର୍ଷା ପାଣି ଯୋଗୁ ବ୍ୟବସାୟୀମାନେ ମୁଖ୍ୟରାସ୍ତାରେ ବିକ୍ରିବଟା କରୁଥିବା ଦେଖିବାକୁ ମିଳିଛି। ଫଳରେ ଯାନବାହନ ଚଳାଚଳରେ ଅସୁବିଧା ସହ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହେଉଛି। ରେଲଓ୍ବେ କଲୋନୀ ମାତାପୂଜା ଦୈନିକ...
ରାଉରକେଲା,୨୫।୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହକାରୀ ଉଦ୍ୟାନ ବିଭାଗରେ ବହୁ ପଦବୀ ଖାଲି ପଡିଛି। ଫଳରେ ସୀମିତ କର୍ମଚାରୀଙ୍କୁ ନେଇ ବିଭାଗୀୟ କାର୍ଯ୍ୟ କରିବାରେ ନାନା ସମସ୍ୟା ଉପୁଜୁଛି। ଅନ୍ୟପକ୍ଷେ କର୍ମଚାରୀ ଅଭାବ ଯୋଗୁ ସ୍ଥାନୀୟ ଉଦ୍ୟାନ ଚାଷୀମାନଙ୍କୁ ଆଧୁନିକ ଜ୍ଞାନକୌଶଳ...
ରାଉରକେଲା,୨୫।୬(ସଙ୍ଗୀତା ଜେନା)ଖାଦ୍ୟ ପ୍ରସ୍ତୁତିରେ ପ୍ରମୁଖ ମସଲା ଭାବେ ବ୍ୟବହାର କରାଯାଉଥିବା ଅଦାର ବଜାର ଦର ହୁ ହୁ ହୋଇ ବଢିଚାଲିଛି। ଏହି କ୍ରମରେ ରାଉରକେଲାରେ ମଧ୍ୟ ଏହାର ପ୍ରଭାବ ଅନୁଭୂତ ହେଉଛି। ବର୍ତ୍ତମାନ ରାଉରକେଲା ବଜାରରେ ଅଦା ଦର କିଲୋ...
ରାଉରକେଲା,୨୪।୬(ବିପ୍ଲବ ରଞ୍ଜନ ଦାଶ): ପୁରୁଷ ହକି ବିଶ୍ୱକପ୍ ସମୟରେ ରାଉରକେଲା ସହରର ସୌନ୍ଦଯ୍ୟ ବୃଦ୍ଧି ପାଇଁ ବ୍ୟାପକ ଯୋଜନା କାର୍ଯ୍ୟକାରୀ କରାଯାଇଥିଲା। ଏଥିରେ ବିଭିନ୍ନ ଛକରେ ଦାମିକିଆ ଗଛ ଲଗାଯାଇଥିଲା। ତେବେ ରକ୍ଷଣାବେକ୍ଷର ଅଭାବରୁ ସେହି ଗଛସବୁ ଝାଉଁଳି ଯାଇଥିବା...