ସୁନ୍ଦରଗଡ଼

ଭାରତୀୟ ହକି ଦଳର ଶୁଭକାମନା କଲେ ଅମିତ୍‌ ରୋହିଦାସଙ୍କ ମାଆ

ସୁନ୍ଦରଗଡ଼,୧୩।୧(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ସଉନାମରା ମାଟିର ପୁଅ ଅମିତ୍‌ ରୋହିଦାସ। ୨୦୨୩ ପୁରୁଷ ହକି ବିଶ୍ବକପ୍‌ର ଭାରତୀୟ ହକି ଦଳର ସେ ଉପଅଧିନାୟକ। ରାଉରକେଲାଠାରେ ଆରମ୍ଭ ହେଉଥିବା ଏହି ହକି ବିଶ୍ବକପ୍‌ ନେଇ ସମସ୍ତଙ୍କ ମଧ୍ୟରେ ଭରି ରହିଛି...

ତାରକା ଖେଳାଳି ଦେଇଛି ହକିର ଅନ୍ତୁଡ଼ିଶାଳ

ରାଉରକେଲା ଅଫିସ,୧୩।୧:(ଦିନେଶ ମିଶ୍ର): ହକିର ଅନ୍ତୁଡିଶାଳ ସୁନ୍ଦରଗଡ ଜିଲାରୁ ଆଜିଯାଏ ଜାତୀୟ ଓ ଅନ୍ତର୍ଜାତୀୟ ଦଳରେ ୬୦ ଜଣ ଖେଳାଳି ହକି ଖେଳିବାର ସୁଯୋଗ ପାଇଛନ୍ତି। ଜିଲାର ରାଜଗାଙ୍ଗପୁର ଓ ବାଲିଶଙ୍କରା ବ୍ଲକରୁ ଅଧିକ ଖେଳାଳି ଜାତୀୟ ସ୍ତରରେ ଖେଳିବାର...

ବ୍ଲକ ଉପାଧ୍ୟକ୍ଷାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ: ଏତଲାର ୨ ଦିନ ପରେ ବି ମିଳିନି ପତ୍ତା

ସୁନ୍ଦରଗଡ଼,୧୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବ୍ଲକ ଉପାଧ୍ୟକ୍ଷା ବିନତି ବେହେରା ନିଖୋଜ ହୋଇଯାଇଛନ୍ତି। ସେ ଗତ ୪ ତାରିଖରେ ଅନୁଗୋଳ ଜିଲା ଖମାର ସ୍କୁଲରେ ପଢୁଥିବା ପୁଅକୁ ଛାଡିବାକୁ ଯାଇ ଘରକୁ ଫେରିନାହାନ୍ତି। ବୁଧବାର ବିନତିଙ୍କ ସ୍ବାମୀ ପ୍ରସନ୍ନ ବେହେରା...

ହକିମୟ ହେଲା ରାଉରକେଲା ରେଳ ଷ୍ଟେଶନ

ରାଉରକେଲା ଅଫିସ, ୧୨ା୧: ଆଉ ମାତ୍ର ଦିନକ ପରେ ରାଉରକେଲା ସହରରେ ବିଶ୍ୱକପ୍‌ ମ୍ୟାଚ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆରମ୍ଭ ହେବ। ବିଶ୍ୱକପ ହକି ମ୍ୟାଚକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇ ସାରିଛି। ସହରରେ ହକି ବିଶ୍ୱକପକୁ ନେଇ...

ଭଙ୍ଗା ଘରେ ବିତୁଛି ଜୀବନ

ବଡଗାଁ ,୧୧।୧(ଡି.ଏନ.ଏ.): ୩୦ ବର୍ଷ ପୂର୍ବେ ସ୍ବାମୀଙ୍କ ମୃତ୍ୟୁ ହୋଇଥିଲା। ଫଳରେ ଏକମାତ୍ର ପୁଅର ଲାଳନପାଳନ ଦାୟିତ୍ୱ ଏକାକୀ ସମ୍ଭାଳିବାକୁ ପଡ଼ିଲା। ଯେଉଁ ମାଟି ଘର ଖଣ୍ଡିଏ ଥିଲା, ଉପଯୁକ୍ତ ମରାମତି ଅଭାବରୁ ତାହା ଏବେ ଜରାଜୀର୍ଣ୍ଣ ହୋଇପଡିଛି ା ସେହି...

ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର, ୪ ସ୍ଥାନରେ ଏକକାଳୀନ ଚଢାଉ

ସୁନ୍ଦରଗଡ,୧୧।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ବନଖଣ୍ଡ ଅନ୍ତର୍ଗତ ଉଜ୍ଜଳପୁର ଫରେଷ୍ଟ ରେଞ୍ଜ ଅଫିସର ସଂଗ୍ରାମ କେଶରୀ ମନହୀରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। କାର୍ଯ୍ୟାଳୟ ସମେତ ସମ୍ବଲପୁର ବୁର୍ଲାସ୍ଥିତ ବାସଭବନ,...

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ: ଏକକାଳୀନ ୬ଟି ସ୍ଥାନରେ ଚଢାଉ

ସୁନ୍ଦରଗଡ,୧୦।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ଆରଡବ୍ଲ୍ୟୁ ଡିଭିଜନ ନିର୍ବାହୀ ଯନ୍ତ୍ରୀ ନନ୍ଦ କିଶୋର ନାଥ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ନନ୍ଦ କିଶୋରଙ୍କ ଘରେ ଭୁବନେଶ୍ୱରର ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଚଢାଉ କରାଯାଇଛି। ରାଉରକେଲା ପାନପୋଷ ନିକଟରେ ଥିବା...

ରାଉରକେଲା ବିମାନବନ୍ଦରରୁ ୬ଗୁଳି ଧରାପଡ଼ିଲା

ରାଉରକେଲା ଅଫିସ,୯ା୧: ରାଉରକେଲା ସହରକୁ ବିମାନସେବା ଆରମ୍ଭ ହେବାର ଦିନକ ପରେ ରବିବାର ସ୍ଥାନୀୟ ବିମାନ ବନ୍ଦରରୁ ଜଣେ ଯାତ୍ରୀଙ୍କଠାରୁ ୬ଟି ଗୁଳି ଧରାପଡିଛି। ଯାତ୍ରୀ ଜଣଙ୍କ ଜଣେ ଔଷଧ ବ୍ୟବସାୟୀ ହୋଇଥିବାବେଳେ ସେ ବିମାନରେ ଚଢ଼ିବା ପୂର୍ବରୁ ସିକ୍ୟୁରିଟି...

କନାକୁଣ୍ଡ ପିକ୍‌ନିକ ସ୍ପଟ୍‌ ସିଲ୍‌ ହେଲା

ସୁନ୍ଦରଗଡ,୮।୧(ଡି.ଏନ.ଏ.): ସୁନ୍ଦରଗଡ ଜିଲା ବାଲିଶଙ୍କରା ବ୍ଲକ ତଳସରା ଥାନା ଅନ୍ତର୍ଗତ ଘୋଘର ଗ୍ରାମ ନିକଟ ଇବ ନଦୀର କନାକୁଣ୍ଡ ଘାଟ ପିକ୍‌ନିକ ସ୍ପଟ କୁ ପରିଶେଷରେ ସିଲ୍‌ କରିଛି ପ୍ରଶାସନ। ଉପଜିଲାପାଳ ଏହି ସ୍ଥାନର ଚାରିପାଖରେ ବ୍ୟାରିକେଟ ଲଗାଇବା ଓ ଦୁଇଜଣ...

ବିର୍ସାମୁଣ୍ଡା ହକି ଷ୍ଟାଡିୟମ ସର୍ବବୃହତ ନୁହଁ: ଶଙ୍କର ଓରାମ

ରାଉରକେଲା ଅଫିସ,୭ା୧: ଷ୍ଟିଲସିଟି ରାଉରକେଲାରେ ଆଉ ୬ ଦିନ ପରେ ପୁରୁଷ ବିଶ୍ୱକପ୍‌ ହକି ମ୍ୟାଚ୍‌ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଉରକେଲା ଗସ୍ତରେ ଆସି ବିଶ୍ୱର ସର୍ବବୃହତ ବିର୍ସାମୁଣ୍ଡା ଷ୍ଟାଡିୟମକୁ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନର ୨୪...

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩୦ ବସ୍‌

ରାଉରକେଲା ଅଫିସ,୭।୧: ଷ୍ଟିଲସିଟି ରାଉରକେଲାରେ ଆଉ ମାତ୍ର ୬ ଦିନ ପରେ ଆରମ୍ଭ ହେବ ହକି ବିଶ୍ୱକପ୍‌। ଏହି ପରିପ୍ରେକ୍ଷୀରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହରରେ ମୋ ବସ୍‌ ସେବା ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ଟି ନନ୍‌...

ସୁନ୍ଦରଗଡ଼ର ପର୍ଯ୍ୟଟନ ବିଭବରେ ଯୋଡ଼ି ହେଲା ମନ୍ଦିର

ସୁନ୍ଦରଗଡ଼, ୭।୧(ଡି.ଏନ.ଏ.): ସୁନ୍ଦରଗଡ଼ ସହର ଅଙ୍ଗିରାପାଟ ପାହାଡ ଉପର ସତସଙ୍ଗ ବିହାରଠାରେ ପରମ ପ୍ରେମମୟ ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ନବନିର୍ମିତ ଭବ୍ୟ ଶ୍ରୀମନ୍ଦିର ଶୁଭ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ସମାରୋହରେ ଅନୁଷ୍ଠିତ ହୋଇଛି। ଏଥିପାଇଁ ମନ୍ଦିର ତଥା ଜୟଗୁରୁ ସତସଙ୍ଗୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri