ପୁଣି କାୟା ମେଲାଉଛି କରୋନା
ସୁନ୍ଦରଗଡ଼,୨୪।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲାରେ ଏବେ ପୁଣି କାୟା ମେଲାଉଛି କରୋନା। ଶନିବାର ରାତିରେ ସୁନ୍ଦରଗଡ଼ କୋଭିଡ୍ କେୟାର ହସପିଟାଲରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା ବେଳେ ଗତ ୫ତାରିଖରେ ରାଉରକେଲାରେ ଜଣଙ୍କର ମୃତ୍ୟୁ ଘଟିଛି। ଜିଲା ସ୍ବାସ୍ଥ୍ୟ ବିଭାଗ...