ସୁନ୍ଦରଗଡ଼

ଗାଈ ଗୋଠରେ ବଜ୍ରପାତ

କୁତ୍ରା,୫।୬(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ଗିର୍ଜାପଡ଼ାରେ ରବିବାର ସାରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଥିଲା। ସେତିକିବେଳେ ଏକ ଗାଈ ଗୋଠରେ ବଜ୍ରପାତ ଘଟି ୨ଗୋରୁଙ୍କ ମୃତ୍ୟୁ ଘଟିଛି। ଏଥିରେ ଏକାଧିକ ଆହତ ହୋଇଥିବା ଜଣାପଡିଛି। ସନ୍ଧ୍ୟାରେ ହଠାତ୍‌ ଜୋର୍‌ରେ...

ବାପାଙ୍କୁ ପିଟି ପିଟି ମାରିଦେଲେ ଦୁଇ ପୁଅ

ବଣାଇଁ, ୪।୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅଧୀନ ରାଣିବେର୍ଣ୍ଣା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ଦୁଇ ପୁଅ କାଠ ଫାଳିଆରେ ପିଟି ପିଟି ବାପାଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବାପା...

ପରୀକ୍ଷା ହଲ୍‌ରେ ଛାତ୍ରଙ୍କ ଜୀବନ ଗଲା

ବଣାଇ, ୨୫।୫(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଗଡ଼ ମହାବିଦ୍ୟାଳୟ ପରୀକ୍ଷା ହଲ୍‌ରେ ମଙ୍ଗଳବାର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏମ୍‌ଡି ଅର୍‌ବାଜ(୧୮)। ତାଙ୍କ ଘର ଲହୁଣୀପଡ଼ା ଥାନା ଜୁନିଆଣି ଗ୍ରାମରେ। ପୂର୍ବାହ୍ନରେ ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ମାତୃଭାଷା...

ପରୀକ୍ଷା ହଲ୍‌ରେ ଚାଲିଗଲା ଛାତ୍ରଙ୍କ ଜୀବନ

ବଣାଇଁ,୨୪।୫(ସ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁଗଡ଼ ମହାବିଦ୍ୟାଳୟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଯୁକ୍ତ ଦୁଇ ବିଜ୍ଞାନର ଜଣେ ଛାତ୍ର ପରୀକ୍ଷା ଦେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଲହୁଣୀପଡା ଥାନାର ଜୁନିଆଣି ଗ୍ରାମର ଏମ୍‌ଡି ଅରବାଜ୍‌।...

ସମବାୟ ନିର୍ବାଚନ ପାଇଁ ବିଜେଡିର ରଣନୀତି ଆରମ୍ଭ

ସୁନ୍ଦରଗଡ଼,୨୪।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଗାମୀ ସମବାୟ ନିର୍ବାଚନ ପାଇଁ ସୁନ୍ଦରଗଡ଼ ସାଙ୍ଗଠନିକ ଜିଲା ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ରଘୁନାଥପାଲି ବିଧାୟକ ସୁବ୍ରତ ତରାଇଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ...

ଗ୍ରାହକ ହୋଇ ହୋଟେଲରୁ କରିଥିଲେ ଚୋରି, ଧରାଇଦେଲା ସିସି ଟିଭି

ସୁନ୍ଦରଗଡ଼,୨୩।୫(ଡି.ଏନ୍‌.ଏ.): ସ୍ଥାନୀୟ ହୋଟେଲ ଜୟବିଜୟକୁ ଗ୍ରାହକ ଭାବେ ଆସି ଗତ ୧୬ ତାରିଖ ରାତିରେ କ୍ୟାଶ କାଉଣ୍ଟରରୁ ୧ଲକ୍ଷ ୪୦ ହଜାର ଟଙ୍କା ଚୋରିକରି ଫେରାର୍‌ ହୋଇଯାଇଥିବା ୨ଅଭିଯୁକ୍ତଙ୍କୁ ସୁନ୍ଦରଗଡ଼ ଟାଉନ ଥାନା ପୋଲିସ ରାଞ୍ଚିରୁ ଗିରଫ କରିଛି। ପୋଲିସ...

ମୋବାଇଲରେ ଫ୍ରି ଫାୟାର ଖେଳି ୪୫ହଜାର ଟଙ୍କା ହରାଇଲେ ବାଳକ

ବଡ଼ଗାଁ,୨୧।୫(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କିଞ୍ଜିରକେଲା ଗ୍ରାମର ଜଣେ ବାଳକ ମୋବାଇଲରେ ଫ୍ରି ଫାୟାର ଖେଳିବା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ସୂଚନା ଅନୁଯାୟୀ କିଞ୍ଜିରକେଲା ଗ୍ରାମର ରିତିକରାଜ ବିଶି ଗତ ୩ ବର୍ଷ ହେଲା ମୋବାଇଲରେ ଫ୍ରି...

ବରକନ୍ୟାଙ୍କୁ ବେଦିରୁ ଉଠାଇନେଲା ପୋଲିସ

ରାଉରକେଲା ଅଫିସ,୨୧ା୫: ପ୍ରଥମ ସ୍ତ୍ରୀ ଓ ତାଙ୍କର ଏକ ଝିଅ ଥିବା ସତ୍ତ୍ୱେ ଅନ୍ୟ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ପୋଲିସ ବାହାଘର ବେଦିରୁ ବର ଓ କନ୍ୟାଙ୍କୁ ଉଠାଇ ନେଇଛି। ଏଭଳି ଏକ ଘଟଣା ଘଟିଛି...

ମିଳିଲା ନାହିଁ ସହାୟତା , ପୋଖରୀ ଖୋଳିଲେ ମହିଳା

ବଡ଼ଗାଁ, ୧୬।୫(ଡି.ଏନ୍‌.ଏ.): ସରକାରଙ୍କ ପକ୍ଷରୁ ମିଳିଲା ନାହିଁ ସହାୟତା , ଜନପ୍ରତିନିଧି ଓ ଦଳୀୟ ନେତାମାନେ ମଧ୍ୟ ଦୃଷ୍ଟି ଦେଲେନି। ଶେଷରେ ଗାଧୋଇବା ସମସ୍ୟାର ଦୂରୀକରଣ ପାଇଁ ଅଣ୍ଟା ଭିଡିଲେ ମହିଳା ଗୋଷ୍ଠୀ। ପୋଖରୀର ଉନ୍ନତିକରଣ କରି ଦେଖାଇଦେଲେ। ଏଭଳି...

ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟ ଶାସନ

ରାଉରକେଲା ଅଫିସ,୧୪।୫: ଦୁଇ ଦିନିଆ ସୁନ୍ଦରଗଡ଼ ଜିଲା ଗସ୍ତରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଶୁକ୍ରବାର ଅପରାହ୍ନ୍ଣରେ ପହଞ୍ଚି କୋପସିଂଙ୍ଗା ଗାଁରେ ନିର୍ମାଣଧିନ ଆଇଏସଏସ ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିବା ସହ ସୁନ୍ଦରଗଡ଼ ମେଡ଼ିକାଲ କଲେଜ...

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର

ସମ୍ବଲପୁର,୧୪ା୫(ବ୍ୟୁରୋ): ରାଜ୍ୟ ଭିଜିଲାନ୍ସ ବିଭାଗର ଆଭ୍ୟନ୍ତରୀଣ ଟିମ୍‌ ଫାସରେ ପଡ଼ିଛନ୍ତି ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଇନ୍ସପେକ୍ଟର ମାନସୀ ଜେନା। ବରଗଡ଼ର ମୁକେଶ ସାହୁ ନାମକ ଯୁବକଙ୍କୁ ମଧ୍ୟସ୍ଥ କରି ସେ ଶୁକ୍ରବାର ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ...

ବିରଳ ପକ୍ଷୀ ଉଦ୍ଧାର: ନନ୍ଦନକାନନରେ ରହିବ

ଟେନ୍‌ସା, ୫।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବନାଞ୍ଚଳର ବରାହମୂଷା ଗ୍ରାମରୁ ବୁଧବାର ସକାଳେ ଏକ ବିରଳ ବିଦେଶୀ ପକ୍ଷୀ ଉଦ୍ଧାର କରାଯାଇଛି। ଏହାକୁ ଗୁରୁବାର ଭୁବନେଶ୍ୱର ନନ୍ଦନକାନନକୁ ପଠାଯିବ ବୋଲି ଜଣାପଡିଛି। ବରାହମୂଷା ଗ୍ରାମର କିଶାନସାହିଠାରେ ଥିବା ପୋଖରୀରେ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri