ସୁନ୍ଦରଗଡ଼

ଟ୍ରେନ୍‌ରେ କଟି ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା

କୁଆଁରମୁଣ୍ଡା,୨୬ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଳ ଷ୍ଟେଶନ ନିକଟସ୍ଥ କାଲୋସିହିରିଆ ରେଲଓ୍ବେ ବ୍ରିଜ୍‌ଠାରୁ ଶହେ ମିଟର ଦୂର ବୁଗଦା ପୁଲିଆ ନିକଟରେ ଥିବା ରେଳଧାରଣାର ଶନିବାର ମୁଣ୍ଡଗଣ୍ଡି ଅଲଗା ହୋଇପଡ଼ିଥିବା ଜଣେ ଯୁବତୀଙ୍କର ମୃତଦେହ ଦେଖିବାକୁ ମିଳିଛି। ମୃତ ଯୁବତୀଙ୍କର...

ସୁନ୍ଦରଗଡ଼ରେ ବାଜିମାରିଲା ଭାଜପା

ସୁନ୍ଦରଗଡ଼,୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ପୌର ନିର୍ବାଚନରେ ଭାଜପାର ତନୟା ମିଶ୍ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥୀନୀ ରଞ୍ଜନା ପଣ୍ଡାଙ୍କୁ ପରାଜିତ କରିଛନ୍ତି। ସୁନ୍ଦରଗଡ଼ର ୧୯ଟି ଓ୍ବାର୍ଡରୁ ୧୧ଟିରେ ବିଜେଡି, ଭାଜପା ୭ ଓ...

ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ ବିଜେଡି ପ୍ରାର୍ଥୀ ସନ୍ଦୀପ ମିଶ୍ର ପୌରାଧ୍ୟକ୍ଷ ଭାବେ ନିର୍ବାଚତ ହୋଇଛନ୍ତି। ଏପରି କି...

ସୁନ୍ଦରଗଡ଼ରେ ଶାନ୍ତି ଶୃଙ୍ଖଳାରେ ଚାଲିଛି ଭୋଟ ଗ୍ରହଣ

ସୁନ୍ଦରଗଡ଼,୨୪।୩(ଡି.ଏନ୍‌.ଏ.) ସୁନ୍ଦରଗଡ଼ ଜିଲାରେ ଗୁରୁବାର ପୌର ନିର୍ବାଚନ ସକାଶେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟ ଗ୍ରହଣ । ଜିଲାର ସୁନ୍ଦରଗଡ଼, ରାଜଗାଙ୍ଗପୁର ଓ ବୀରମିତ୍ରପୁର ପୌରାଞ୍ଚଳରେ ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ଭୋଟ ଦେବା ପାଇଁ ବିଭିନ୍ନ...

ଦଳୀୟ ପ୍ରାର୍ଥୀଙ୍କୁ ଟକ୍କର ଦେଉଛନ୍ତି ସ୍ବାଧୀନ

ସୁନ୍ଦରଗଡ଼,୨୧।୩(ଡି.ଏନ୍‌.ଏ.): ଚଳିତ ପୌର ନିର୍ବାଚନରେ ସୁନ୍ଦରଗଡ଼ରେ କାହାର ହେବ ବାଜିମାତ। ଚା’ ଖଟି ଠାରୁ ଆରମ୍ଭ କରି ପାନ ଦୋକାନ, ବଜାର, ରାସ୍ତାଘାଟ ସବୁଠି ଏହି ଗୋଟିଏ କଥା। ସୁନ୍ଦରଗଡ଼ ପୌରାଧ୍ୟକ୍ଷ ପଦବୀ ଏଥର ମହିଳାଙ୍କ ପାଇଁ ସଂରକ୍ଷିତ ଥିବା...

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ସୁନ୍ଦରଗଡ଼,୨୦।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଅଞ୍ଚଳରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ...

ପୌରାଧ୍ୟକ୍ଷା ପ୍ରାର୍ଥନୀଙ୍କ ମାରାଥନ ପ୍ରଚାର

ସୁନ୍ଦରଗଡ,୧୮।୩(ଡି.ଏନ୍‌.ଏ.): ଆସନ୍ତା ୨୪ ତାରିଖରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ସୁନ୍ଦରଗଡ଼ରେ ବିଭିନ୍ନ ଦଳୀୟ ଓ ସ୍ବାଧୀନ ପ୍ରାର୍ଥୀମାନେ ସେମାନଙ୍କର ପ୍ରଚାରକୁ ଜୋରଦାର କରିଛନ୍ତି। ପୌରାଧ୍ୟକ୍ଷା ସମେତ ୧୯ଟି ଓ୍ବାର୍ଡ କାଉନ୍‌ସିଲର ପଦବୀ ହାତେଇବା ପାଇଁ ତିନି ପ୍ରମୁଖ...

ରାଉରକେଲାରେ ମୁଖ୍ୟ ଶାସନ,ଫାଇଭ-ଟି ସଚିବ: ହକି ଷ୍ଟାଡିୟମ କାର୍ଯ୍ୟ ତଦାରଖ

ସୁନ୍ଦରଗଡ଼ ଅଫିସ,୧୮।୩: ସୁନ୍ଦରଗଡ଼ ଜିଲା ରାଉରକେଲା ଗସ୍ତରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଯାଇଛନ୍ତି। ସେମାନେ ସେଠାରେ ପହଞ୍ଚି ବିପିୟୁଟି ପରିସରରେ ନିର୍ମିତ ଦେଶର ସର୍ବବୃହତ ହକି ଷ୍ଟାଡିୟମ କାର୍ଯ୍ୟ...

ନାବାଳିକା ଛାତ୍ରୀଙ୍କୁ ଧରି ଫେରାର ହୋଇଥିଲେ ଟିଉସନ ସାର: ବାନ୍ଧିଲା ପୋଲିସ

ରାଉରକେଲା ଅଫିସ,୧୬।୩: ନାବାଳିକା ଛାତ୍ରୀଙ୍କୁ ନେଇ ଫେରାର ହୋଇଥିବା ଟିଉସନ ସାର ଧରାପଡ଼ିଛନ୍ତି। ଟିଉସନ ସାର୍‌ ଯୋଗେଶ ଶର୍ମୀଙ୍କୁ ସୁନ୍ଦରଗଡ଼ କୁତ୍ରା ଥାନା ପୋଲିସ ଗିରଫ କରିଛି । ସୂଚନାଯୋଗ୍ୟ, ଗତ ୫ ତାରିଖ ଦିନ ନାବାଳିକାଙ୍କୁ ନେଇ ଯୋଗେଶ...

ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ କଂଗ୍ରେସର ଚେୟାରମ୍ୟାନ ପ୍ରାର୍ଥୀ

ରାଜଗାଙ୍ଗପୁର,୧୫।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୌରନିର୍ବାଚନ ପ୍ରକ୍ରିୟାରେ ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ରହିଥିଲା। ଏହି ପରିପ୍ରେକ୍ଷୀରେ ଚେୟାରମ୍ୟାନ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଇଫତେକାର ଅହମ୍ମଦ ଓ ସ୍ବାଧୀନ ପ୍ରାର୍ଥୀ ତନ୍ମୟ ସିଂ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଥିଲେ।...

ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୮.୩୮ଲକ୍ଷ ଲୁଟ୍‌

ରାଉରକେଲା ଅଫିସ୍‌,୧୫।୩: ରାଉରକେଲା ସହରର ସେକ୍ଟର-୧୯ ଥାନା ନିକଟରୁ ଦିନଦ୍ୱିପ୍ରହରରେ ୨ଜଣ ଦୁର୍ବୃତ୍ତ ଜଣେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୮ଲକ୍ଷ ୩୮ହଜାର ୫୦୦ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସହରର ସେକ୍ଟର-୫ ଗୁଣ୍ଡିଚା ମନ୍ଦିର ନିକଟସ୍ଥ ଧନରାଜ ପେଟ୍ରୋଲ ପମ୍ପର...

ସିଲେଇ ପ୍ରଶିକ୍ଷିକାରୁ ଜିଲାପରିଷଦ ଅଧ୍ୟକ୍ଷା

ସୁନ୍ଦରଗଡ଼,୧୩।୩(ଡି.ଏନ୍‌.ଏ.) ସୁନ୍ଦରଗଡ଼ ଜିଲା ପରିଷଦ ଅଧ୍ୟକ୍ଷା ଭାବେ କୁନ୍ତୀ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ସକାଶେ ସଂରକ୍ଷିତ ଜିଲା ପରିଷଦ ପଦ ପାଇଁ ସ୍ଥାନୀୟ ବିକାଶ ଭବନଠାରେ ରବିବାର ନିର୍ବାଚନ ହୋଇଥିଲା। ଜିଲାର ୩୫ଟି ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri