ଉତ୍ପାତ ମଚାଉଛି ନରହନ୍ତା ଦନ୍ତା ବଣାଇଁ,୩୦।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ବାଙ୍କୀ ରେଞ୍ଜ ଅଞ୍ଚଳରେ ଘୁରି ବୁଲୁଛି ରେଡିଓକଲାର ଲାଗିଥିବା ନରହନ୍ତା ଦନ୍ତା। ଦୁଇଦିନ ତଳେ ବଣାଇଁ ବନଖଣ୍ଡର ବରସୁଆଁ ରେଞ୍ଜରେ ଥିବା ଦନ୍ତା ରବିବାର କେ.ବଲାଙ୍ଗ ସେକ୍ସନର କରେଇଚୁଆଁ ଗାଁରେ ପଶି...
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୨ ଜୀବନ, ୩ ଗୁରୁତର ବଣାଇଁ,୨୯।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଚାନ୍ଦିପୋଷ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ,...
ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି ନବୋଦୟ ସ୍କୁଲ ନିକଟରେ। ଏକ ବିଲରେ ସ୍କୁଟି ସହିତ ଜନୈକ ବ୍ୟକ୍ତଙ୍କ ପୋଡା...
ମାରାଥନବେଳେ ଫୁଟିଲା ଗୁଳି, ଯୁବକ ଗୁରୁତର ରାଉରକେଲା,୨୨ା୧୨: ରବିବାର ମାରାଥନ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗୁଳି ଫୁଟିଛି। ଫଳରେ ଏହି ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ହେଲେ ସଲିଳ କୁମାର ସାହୁ। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ରାଉରକେଲା ସେକ୍ଟର-୩ ଥାନା...
ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ ଦଳି ଜଣଙ୍କୁ ମାରିଦେଇଛି। ମୃତକ ଜକୈକଳା ଗ୍ରାମର ଧରଣୀ ପାତ୍ର (୪୦)। ଆଜି...
ନାବାଳିକାଙ୍କୁ ପୁରୁଷ ବନ୍ଧୁଙ୍କ ସହ ୩ ଜଣ ଟେକିନେଇ ୩ ଦିନ କଲେ ଗଣବଳାତ୍କାର ରାଉରକେଲା,୨୦।୧୨: ନାବାଳିକାଙ୍କୁ ରାସ୍ତାରୁ ଉଠାଇ ନେଇ ୩ ଧରି ଗଣବଳାତ୍କାର ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ରାଉରକେଲାରେ । ନାବାଳିକାଙ୍କୁ ରାସ୍ତାରୁ ଉଠାଇ ନେଇ ଯୌନ ପିପାସୁ ଏଭଳି ଘଟଣା ଘଟଣାଇଥିବା ବେଳେ ନାବାଳିକା ତାଙ୍କ କବଳରୁ...
ଡିଭାଇଡର ଉପରେ ଚଢ଼ିଗଲା ସ୍କୁଲ ବସ୍, ଏଥିରେ ଥିଲେ ୫୦ ଛାତ୍ରୀଛାତ୍ର ରାଉରକେଲା,୨୦ା୧୨: ରାଉରକେଲାରେ ଶୁକ୍ରବାର ଏକ ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଡିଭାଇଡର ଉପରେ ବସ୍ଟି ଚଢ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୫୦ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେକ୍ଟର-୩ ଥାନା ରାଉରକେଲା ହାଉସ୍ ଛକ...
ମାଲବାହୀ ଟ୍ରେନ୍ ଧକ୍କାରେ ୨ ମୃତ, ୨ ଗୁରୁତର ରାଉରକେଲା,୧୭ା୧୨: ମାଲବାହୀ ଟ୍ରେନ୍ ଧକ୍କାରେ ୨ ମୃତ ୨ ଗୁରୁତର। ଏଭଳି ଏକ ଦୁଃଖଦ ଦୁର୍ଘଟଣା ଘଟିଛି ରାଉରକେଲାର କଲୁଙ୍ଗା ରେଲୱେ ଫାଟକ ନିକଟରେ। ରେଲୱେ ଟ୍ରାକ୍ ପାର୍ ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍ ଧକ୍କା ଦେବା ଫଳରେ...
ଘରୁ ଟାଣିଆଣି ୨ ଶିଶୁଙ୍କୁ ଦଳିଦେଲା ଦନ୍ତା ବଣାଇ,୧୫।୧୨: ଘରୁ ଟାଣିଆଣି ୨ ଶିଶୁଙ୍କୁ ଦଳିଦେଲା ଦନ୍ତା। ଏଭଳି ଅଭାନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ତାମଡ଼ା ରେଞ୍ଜ କଣ୍ଟାପାଲି ଗାଁ ମୁଣ୍ଡା ସାହିରେ । ପରିବାର ସହ ଶୋଇଥିବା ବେଳେ ଦନ୍ତା ଟାଣିନେଇ ଦଳିଦେଇଛନ୍ତି। ହାତୀକୁ ଦେଖି...
ଯୁବକଙ୍କୁ କଚାଡ଼ି ପାଦରେ ଦଳି ଦେଇଥିଲା ଦନ୍ତା ବଣାଇଁ,୧୪ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ ସୋଲ ରେଞ୍ଚ ଅନ୍ତର୍ଗତ ଟୁକୁଡ଼ା ଗ୍ରାମରେ ଶନିବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେଶ ମୁଣ୍ଡା (୪୩)। ବନ ବିଭାଗ ମୃତଦେହ ଜବତ କରି ବ୍ୟବଚ୍ଛେଦ...
ଲୁଟେରା ନୁହେଁ, ସ୍ବାମୀ ହତ୍ୟାକାରୀ: ପରକୀୟା ପ୍ରୀତି ହେଲା କାଳ ବଣାଇଁ,୧୪ା୧୨(ପ୍ରଦୀପ ତ୍ରିପାଠୀ):ଲୁଟ୍ ନୁହେଁ ବରଂ ପରକୀୟାପ୍ରୀତି ଯୋଗୁ ୭ମାସର ଗର୍ଭବତୀ ସ୍ତ୍ରୀଙ୍କୁ ସ୍ବାମୀ ଗୁଳିକରି ହତ୍ୟା କରିଛନ୍ତି। ଆଉ ଏଥିରେ ତାଙ୍କୁ ସହଯୋଗ କରିଛନ୍ତି ତାଙ୍କ ଭିଣୋଇ। ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ...
ଗର୍ଭବତୀଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ପୋଲିସ ଅଟକ! ବଣାଇଁ,୧୩ା୧୨:ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ବୁଧବାର ଜଣେ ୭ ମାସର ଗର୍ଭବତୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତା ମହିଳା ହେଲେ ସାମ୍ୟମୟୀ (୩୧)। ଏହି ଘଟଣାରେ ୪ ଜଣ ଅଟକ ରହିଥିବା ସୂଚନା...