୧୫ ଶହ କିଲୋ ସୁନା ମନ୍ଦିରରେ ଲକ୍ଷ୍ମୀଙ୍କର ହୁଏ ଜଳାଭିଷେକ ବେଲୋର,୨୭।୧୦: ତାମିଲନାଡୁର କାଞ୍ଚିପୁରମଠାରୁ ପ୍ରାୟ ୭୦ କିଲୋମିଟର ଶ୍ରୀପୁରମ ବା ଶ୍ରୀନାରାୟଣୀ ପିଡମ ମନ୍ଦିରରେ ଦୀପାବଳି ଅବସରରେ ମା’ ଲକ୍ଷ୍ମୀଙ୍କର ସ୍ବତନ୍ତ୍ର ଆରାଧନା କରାଯାଇଥାଏ। ଏହିଦିନ ଲକ୍ଷ୍ମୀଙ୍କ ନିକଟରେ ପ୍ରାୟ ୧୧ ଘଣ୍ଟା ଧରି ଯଜ୍ଞ କରାଯାଉଥିବା ବେଳେ ସ୍ବତନ୍ତ୍ର...
ଦୀପାବଳି : ପୁରାଣରୁ ବର୍ତ୍ତମାନ… ଦୀପାବଳି ବିଭିନ୍ନ ପୌରାଣିକ ମତବାଦ ଓ ଧର୍ମୀୟ ବିଶ୍ୱାସ ସହିତ ଜଡ଼ିତ। ପ୍ରକୃତରେ ଏହା ଏକ କୃଷିଭିତ୍ତିକ ପର୍ବ। ଫସଲ ଅମଳ ସମୟରେ ପୋକ ନିୟନ୍ତ୍ରଣ ପାଇଁ ଏହାର ଆୟୋଜନ ହେଉଥିବା ଅନୁମାନ କରାଯାଏ। ଅମଳ ଋତୁରେ ଶସ୍ୟକ୍ଷେତ୍ର ସମେତ...
ଦୀପାବଳିରେ ମା’ ଲକ୍ଷ୍ମୀଙ୍କ ସହିତ କରାଯାଏ ଗଣେଶଙ୍କ ପୂଜା କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପାଳନ କରାଯାଇଥାଏ ଆନନ୍ଦ ଉଲ୍ଲାସର ପର୍ବ ଦୀପାବଳି। ଏହି ରାତିଟି ଅମା ଅନ୍ଧାକାର ହୋଇଥିଲେ ମଧ୍ୟ ଦୀପ ଆଲୋକରେ ସମଗ୍ର ଅଞ୍ଚଳ ହୋଇଥାଏ ଆଲୋକିତ। ପୌରାଣିକ କଥା ଅନୁସାରେ, ଦୀପାବଳିରେ ଧନ ସମ୍ପଦ...
ଦୀପାବଳିରେ ଉପହାର ଦୀପାବଳିରେ ବନ୍ଧୁ ପରିଜନଙ୍କୁ କେଉଁଭଳି ଉପହାର ଦେବା ଦ୍ୱାରା ଶୁଭ ଲାଭ ମିଳିଥାଏ ସେ ସମ୍ପର୍କରେ… * ଦୀପାବଳି ଅବସରରେ ଧାତୁ ନିର୍ମିତ ଯେକୌଣସି ଉପହାର ଦେବା ଶୁଭ ବୋଲି କୁହାଯାଇଥାଏ। ଏହା ଦ୍ୱାରା ଧନ ପ୍ରାପ୍ତି ହୋଇଥାଏ ବୋଲି...
ଏମିତି ନିଆରା ଢଙ୍ଗରେ ପାଳନ୍ତୁ ଦୀପାବଳି ଦୀପାବଳିକୁ ଏମିତି କିଛି ନିଆରା ଢଙ୍ଗରେ ପାଳନ କରନ୍ତୁ ଯାହା ହୋଇଯିବ ଆପଣଙ୍କ ପାଇଁ ଖାସ୍ …. * ଏହି ଅବସରରେ ଅଭାବୀ ଲୋକଙ୍କୁ କିଛି ଦାନ କରନ୍ତୁ। ଅନାଥ ଶିଶୁ ବା ବେସାହାରା ବୃଦ୍ଧାବୃଦ୍ଧଙ୍କ ସହ ଏହି ଦିନଟିକୁ...
ଦୀପାବଳୀ ପାଇଁ ଜୟପୁରରେ ଫୁଲ, ବାଣ ବଜାର ଜୟପୁର,୨୭ା୧୦(ଡି.ଏନ୍.ଏ.): ଦୀପାବଳି ପାଇଁ ଜୟପୁର ସହରର ବଜାର ଚଳଚଞ୍ଚଳ ହୋଇଛି ା ରବିବାର ଦୀପାବଳି ପର୍ବ ପାଳନ ଲାଗି ସହରର ଦୈନିକ ବଜାର ମୁଖ୍ୟରାସ୍ତାରେ ମଣ୍ଡା, ସେବତୀ ଫୁଲର ପସରା ବସିଛି ା ଗ୍ରାମାଞ୍ଚଳରୁ ଆସିଥିବା ମହିଳା ଓ ଅନ୍ୟ...
ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି… ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା...
ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ… ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା...
ଦକ୍ଷିଣକାଳୀଙ୍କ ପାଖରେ ଭୋଗ ହୁଏ ପୋହଳା ମାଛ ରବିବାର କାଳୀ ପୂଜା। ମା’ଶ୍ୟାମାକାଳୀଙ୍କ ଆଗମନକୁ ନେଇ ପୀଠ ଓ ମଣ୍ଡପଗୁଡ଼ିକ ବେଶ୍ ଚଳଚଞ୍ଚଳ। ତେବେ କଟକର ପ୍ରସିଦ୍ଧ କାଳିଆବୁଦା ମଶାଣି କାଳୀଙ୍କ ଉପରେ ଏହି ସ୍ବତନ୍ତ୍ର ଉପସ୍ଥାପନା… କଟକର ମହାନଦୀ କୂଳରେ ରହିଛି କାଳିଆବୁଦା ମଶାଣି। ସେଠାରେ ଶ୍ୟାମାକାଳୀ...
ସୀମାରେ ସୁରକ୍ଷାକର୍ମୀଙ୍କ ଦୀପାବଳି ଶିଲିଗୁଡି,୨୭।୧୦: ଭାରତ-ବାଂଲଦେଶ ସୀମାରେ ଥିବା ବିଓପି ଫୁଲବାରି ନିକଟରେ ଉଭୟ ଦେଶର ସୀମା ସୁରକ୍ଷା ଯବାନମାନେ ଦୀପାବଳି ଉତ୍ସବକୁ ଅତି ନିଆରା ଢଙ୍ଗରେ ପାଳନ କରିଛନ୍ତି। ଏମାନେ ପରସ୍ପର ମଧ୍ୟରେ ମିଠା ଅଦଳ ବଦଳ କରି ଦୀପାବଳି ଶୁଭକାମନା ଜଣାଇଛନ୍ତି।...
ଆଜି ଦୀପାବଳି: କଟକରେ ଆଲୋକ ସୃଷ୍ଟିକାରୀ ବାଣର ଚାହିଦା ବେଶି କଟକ ଅଫିସ, ୨୭ା୧୦: ଲଘୁଚାପଜନିତ ବର୍ଷା ପରେ ଗତ ଦୁଇଦିନ ହେଲା କଟକ ସହରର ବାଣ ଷ୍ଟଲ୍ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ବାଣ ଦର ଜାଣିବା ପରେ ଗ୍ରାହକଙ୍କ ମୁହଁରେ ଚିନ୍ତା ଛାଇଯାଉଛି। ଗତବର୍ଷ ତୁଳନାରେ ଚଳିତ...
ବିଦେଶୀ ପାଳିଲେ ଦୀପାବଳି: ଶବ୍ଦ, ପ୍ରଦୂଷଣ ମୁକ୍ତ ପରିବେଶର ବାର୍ତ୍ତା ବାଣ୍ଟିଲେ କୋଣାର୍କ, ୨୭ା୧୦(ଡି.ଏନ୍.ଏ.): କୋଣାର୍କସ୍ଥିତ କାମତ ହୋଟେଲ ଇଣ୍ଡିଆ ଲିମିଟେଡ୍ ସହଯୋଗରେ ରାମଚଣ୍ଡୀସ୍ଥିତ ଲୋଟସ ରିସୋର୍ଟ ପକ୍ଷରୁ ବିଦେଶୀ ପଯର୍ୟଟକମାନଙ୍କୁ ନେଇ ଦୀପାବଳି ପାଳନ କରାଯାଇଛି। ଏକ ସଚେତନତା ଧର୍ମୀ ଓ ନିଆରା ପରମ୍ପରାରେ କୋଣାର୍କ ସୂଯର୍ୟମନ୍ଦିର ମୂଖ୍ୟଫାଟକ ସମ୍ମୁଖରେ ଏହା...