ଦେଶବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୭।୧୦: ଆଲୋକର ପର୍ବ ଦୀପାବଳି ସାରା ଦେଶରେ ଖୁବ୍ ଧୁମ୍ଧାମ୍ରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିନ୍ଦୀରେ ଟୁଇଟ୍ କରି ଶୁଭେଚ୍ଛା...