ଦୀପାବଳି ପୂର୍ବରୁ ଘରୁ ବାହାର କରିଦିଅନ୍ତୁ ଏସବୁ ସାମଗ୍ରୀ, ପଡ଼ିବ ଲକ୍ଷ୍ମୀଙ୍କ କୃପାଦୃଷ୍ଟି
କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପ୍ରତିବର୍ଷ ଦୀପାବଳି ପର୍ବ ପାଳନ କରାଯାଇଥାଏ। ଏହି ଖାସ୍ ଉତ୍ସବରେ ମା’ ଲକ୍ଷ୍ମୀ ଏବଂ ଗଣେଶଙ୍କ ପୂଜା ସହିତ ପୂରା ଘରକୁ ଦୀପରେ ସଜା ଯାଇଥାଏ। କୁହାଯାଏ, ଏହିଦିନ ମା’ ଲକ୍ଷ୍ମୀ ଧରାପୃଷ୍ଠରେ...